ଓଡ଼ିଶାକୁ ଏକ ଲକ୍ଷ ଟଙ୍କା ଜରିମାନା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠାରେ ବିଳମ୍ବ ନେଇ ଓଡ଼ିଶାକୁ ଜରିମାନା କରାଯାଇଛି। ବୁଧବାର ସୁପ୍ରିମକୋର୍ଟ ଓଡ଼ିଶା ସହ ୮ଟି ରାଜ୍ୟକୁ ଏକ ଲକ୍ଷ ଟଙ୍କା ଲେଖାଏ ଜରିମାନା କରିଥିବା ସୂଚନା ମିଳିଛି।

ପ୍ରକାଶ ଯେ, କୋର୍ଟ ଗ୍ରାମ୍ୟ ନ୍ୟାୟାଳୟ ପ୍ରତିଷ୍ଠା ନେଇ ରାଜ୍ୟଠାରୁ ଜବାବ ମାଗିଥିଲେ। ଜବାବ ଦେବାରେ ଖିଲାପ କରିବାରୁ ସୁପ୍ରିମକୋର୍ଟ ଜରିମାନା କରିଛନ୍ତି। ଏଥିପାଇଁ ଗ୍ରାମ୍ୟ ନ୍ୟାୟାଳୟ ପାଇଁ ମାସେ ମଧ୍ୟରେ ବିଜ୍ଞପ୍ତି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢେଙ୍କାନାଳରେ କର୍ମଚାରୀ ମରୁଡ଼ି: ଖାଲିପଡ଼ିଛି ୨୮୯ ପଦବୀ

ଢେଙ୍କାନାଳ ଅଫିସ, ୨୮।୭ –  କାର୍ଯ୍ୟାଳୟ ଅଛି। ହେଲେ କାମ କରିବାକୁ ନାହାନ୍ତି ଅଧିକାରୀ କି କର୍ମଚାରୀ। ଖାଲି ପଡୁଛି ଚୌକି। ଖଁ। ଖଁ। ଅଫିସ।...

ଆଜିଠୁ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବାତ୍ୟା ଅମ୍ଫନ ପ୍ରଭାବରେ ରାଜ୍ୟରେ ସୋମବାରଠାରୁ ଆରମ୍ଭ ପ୍ରବଳ ବର୍ଷା। ୩ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ...

ଟ୍ରେନ୍‌ ଯାତ୍ରୀଙ୍କ ପାଇଁ ଏସ୍‌ଓପି ଜାରି

ଭୁବନେଶ୍ୱର,୧୧।୫(ବ୍ୟୁରୋ): ଟ୍ରେନ ଯାତ୍ରୀଙ୍କ ପାଇଁ ଦିଲ୍ଲୀ ଓ ଗୋଆ ସରକାରଙ୍କ ପକ୍ଷରୁ ସୋମବାର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଡୁୟର (ଏସ୍‌ଓପି) ଜାରି କରାଯାଇଛି। ତେଲଙ୍ଗାନା ଓ ଆନ୍ଧ୍ରପ୍ରଦେଶରୁ...

୨୩ରୁ ପିପିଲିକୁ ଗଡ଼ିବ ମୋ ବସ୍‌

ଭୁବନେଶ୍ୱର,୨୧।୬(ବ୍ୟୁରୋ)- ଆସନ୍ତା ୨୩ ତାରିଖରୁ କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌) ଏକ ନୁଆ ରୁଟ୍‌ (ରୁଟ୍‌ ନଂ-୩୩) ଆରମ୍ଭ କରିବାକୁ ଯାଉଛି। ଏହା ଭୁବନେଶ୍ୱର...

କରୋନା ଯୁଦ୍ଧରେ ଟେକ୍ନୋଲୋଜି ଅସ୍ତ୍ର

ସସ୍ମିତା ପାଇକରାୟ ଭୁବନେଶ୍ୱର,୬ା୫(ବ୍ୟୁରୋ): କରୋନା ମୁକାବିଲା କ୍ଷେତ୍ରରେ ଓଡ଼ିଶା ଦେଶରେ ରୋଲ୍‌ ମଡେଲ ସାଜିଛି। ଯୁଦ୍ଧ ଜିତିବାକୁ ରାଜ୍ୟ ସରକାର ଟେକ୍ନୋଲୋଜି ବା ବୈଷୟିକ ଜ୍ଞାନ...

ଲକ୍ଷଣହୀନ ଘରେ ରହି ଚିକିତ୍ସିତ ହୁଅନ୍ତୁ, ୧୦ ଦିନରେ ହେବେ ସୁସ୍ଥ

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଲକ୍ଷଣ ନ ଥିବା ରୋଗୀ ନିଜ ଘରେ ରହି ଚିକିତ୍ସିତ ହୁଅନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଲୋକେ ଘରେ ରହି ଚିକିତ୍ସିତ ହୋଇପାରିବେ। ଘରେ...

ଭୁବନେଶ୍ୱରରୁ ଦୁବାଇକୁ ସିଧାସଳଖ ବିମାନ ସେବା ପାଇଁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଭୁବନେଶ୍ୱରରୁ ଦୁବାଇ ସିଧାସଳଖ ପ୍ରତିଦିନ ବିମାନ ସେବା ଆରମ୍ଭ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଚିଠି ଲେଖି...

ଆଇୟୁସିଏନ୍‌ ପୋର୍ଟାଲ୍‌ରେ ‘ପୃଥିବୀ ମନ୍ଥନ’

ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍‌ର ପୋର୍ଟାଲ୍‌ରେ ଅରୋମିରା ଏଣ୍ଟରଟେନ୍‌ମେଣ୍ଟର ଭାଇରାଲ୍‌ ମ୍ୟୁଜିକ୍‌ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା...

Advertisement
Archives

Model This Week