ଓଡ଼ିଶାକୁ ଜାତୀୟ, ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ସଂକ୍ରମଣ ମୁକାବିଲା ନେଇ ରାଜ୍ୟ ସରକାର ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସା ସାଉଁଟିବାରେ ଲାଗିଛନ୍ତିି। ଏହି ମହାମାରୀକୁ ପ୍ରତିହତ କରିବା ନିମନ୍ତେ ଆଗୁଆ ପଦକ୍ଷେପ ଓ ପ୍ରସ୍ତୁତି, ସୂଚନା ଓ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ, ସାମାଜିକ ଦୂରତ୍ୱ କଡାକଡି ଭାବେ ପାଳନ, ସ୍ବତନ୍ତ୍ର କୋଭିଡ୍‌ ହସ୍ପିଟାଲ ନିର୍ମାଣ , ଜନସାଧାରଣଙ୍କ ଜୀବନଜୀବିକା ଏବଂ ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମଗୁଡିକୁ ପାଇଁ ୱାଲ୍ଡ ଇକୋନୋମିକ୍‌ ଫୋରମ୍‌ ରାଜ୍ୟ ସରକାରଙ୍କୁ ପ୍ରଶଂସା କରିଛି। ସୋମବାର ରାଜ୍ୟ ସରକାରଙ୍କ ମୁଖ୍ୟ ମୁଖପାତ୍ର ସୁବ୍ରତୋ ବାଗ୍‌ଚୀ ଏବଂ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବ ସଞ୍ଜୟ କୁମାର ସିଂ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
ରାଜ୍ୟ ସରକାରଙ୍କ କୋଭିଡ୍‌-୧୯ ସଂକ୍ରମଣ ମୁକାବିଲା ଓ ଏହାର ସଫଳତାକୁ ନେଇ କେନ୍ଦ୍ର ସରକାର ମଧ୍ୟ ଓଡିଶାକୁ ପ୍ରଶଂସା କରିଛନ୍ତିି। ଗତ ୩୦ ଦିନ ମଧ୍ୟରେ କରୋନା ସଂକ୍ରମଣର ଦ୍ୱିଗୁଣିତ ହାର ଜାତୀୟ ହାରଠାରୁ ଓଡ଼ିଶାର କମ୍‌ ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏଥିଯୋଗୁ ରାଜ୍ୟରେ କରୋନା ସଂକ୍ରମଣ ହାର ଅନ୍ୟ ରାଜ୍ୟ ତୁଳନାରେ କମ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

ମହିଳା ବିଜେଡି ଜିଲା ଉପସଭାପତି ହେଲେ କର୍ଲାମୁଣ୍ଡାର ମନ୍ଦିରା ନାଏକ, ଛୁଟିଲା ଶୁଭେଚ୍ଛା

କର୍ଲାମୁଣ୍ଡା,୨୩।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତାଙ୍କ ନାମ ଘୋଷଣା କରାଯାଇଛି । ଏଥିରେ କର୍ଲାମୁଣ୍ଡା ବ୍ଲକ ପୂର୍ବତନ ଜିଲା ପରିଷଦ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri