ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା ପୁଣି ସରକାର ଗଢିବାକୁ ଯାଉଥିଲାବେଳେ ଓଡ଼ିଶାର ଲୋକ ସଭା ଆସନ ଗୁଡିକରେ ମଧ୍ୟ ଗତଥର ଅପେକ୍ଷା ଢେର୍‌ ଭଲ ପ୍ରଦର୍ଶନ କରିବ। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେ କ’ଣ କହୁଛି ଜାଣନ୍ତୁ-
ସଂସ୍ଥାର ନାମ                       ବିଜେଡି     ଭାଜପା      କଂଗ୍ରେସ +
ରିପବ୍ଲିକ -ସି ଭୋଟର               ୧୦        ୧୧            ୦୦
ଏନଡିଟିଭି ପୋଲସ ଅଫ ପୋଲ ୧୦        ୧୦            ୦୧
ଜନ କି ବାତ୍‌                          ୦୮        ୧୨            ୦୧
ଟାଇମସ ନାଓ ଭିଏମଆର୍‌         ୦୮        ୧୨            ୦୧
ଇଣ୍ଡିଆଟିଭି                           ୧୫        ୦୬             ୦୦


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

ଓଏଏସ୍‌ସ୍ତରରେ ବଡ଼ ଧରଣର ଅଦଳବଦଳ, ୨୩ ଓଏଏସ୍‌ଙ୍କୁ…

ଭୁବନେଶ୍ୱର,୧୧ା୧୨ (ରବିନାରାୟଣ ଜେନା): ରାଜସ୍ୱ ବିଭାଗ ପକ୍ଷରୁ ବୁଧବାର ୨୩ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀଙ୍କ ବଦଳି କରାଯାଇଛି। ବିଭାଗର ବିଜ୍ଞପ୍ତି ଅନୁଯାୟୀ, ମୋ-ସ୍କୁଲ ଅଭିଯାନର...

କେନ୍ଦ୍ର ଅସହାୟ କି? ଇଣ୍ଡିଗୋ ସଙ୍କଟକୁ ନେଇ ହାଇକୋର୍ଟଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୧୧ା୧୨: ସପ୍ତାହେରୁ ଊର୍ଦ୍ଧ୍ୱ ସମୟ ଧରି ବିମାନସେବାରେ ବିଭ୍ରାଟର ସମ୍ମୁଖୀନ ହୋଇଥିବା ଦେଶର ସର୍ୱବୃହତ୍‌ ଏୟାରଲାଇନ୍‌ ଇଣ୍ଡିଗୋର ବହୁ ଫ୍ଲାଇଟ ଉଡ଼ାଣ ରଦ୍ଦ ହୋଇଯାଇଥିବାବେଳେ ଉକ୍ତ...

‘ପର୍‌ ଡ୍ରପ୍‌ ମୋର୍‌ କ୍ରପ୍‌’ ଖର୍ଚ୍ଚ ବଢ଼ାଅ

ଭୁବନେଶ୍ୱର,୧୧।୧୨(ରବିନାରାୟଣ ଜେନା): କୃଷି ଓ କୃଷକଙ୍କ ହିତକୁ ଦୃଷ୍ଟିରେ ରଖି କେନ୍ଦ୍ର ଏବଂ ରାଜ୍ୟ ସରକାର ବହୁବିଧ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ମାତ୍ର ବାସ୍ତବକ୍ଷେତ୍ରରେ ଅଧିକାରୀଙ୍କ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri