ଓଡ଼ିଶାକୁ ବାତ୍ୟା ଖବର ଗୁଜବ: ପ୍ରଦୀପ ଜେନା

ଭୁବନେଶ୍ୱର, ୨୫।୧୦(ବ୍ୟୁରୋ): ଆସନ୍ତା ୨୮ ତାରିଖରେ ବାତ୍ୟା ହେବ ବୋଲି ସୋସିଆଲ ମିଡିଆରେ ଗୁଜବ ଘୂରିବୁଲୁଥିଲା। ତେବେ ସେମିତି କୌଣସି ବାତ୍ୟା ହେବାର ନାହିଁ। ଏହା ଏକ ଗୁଜବ। ବାତ୍ୟା ଗୁଜବ ଉପରେ ବିଶ୍ୱାସ ନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିଶନର ପ୍ରଦୀପ ଜେନା କହିଛନ୍ତି। କେବଳ ପାଣିପାଗ ବିଭାଗ ଖବରକୁ ବିଶ୍ୱାସ କରିବାକୁ ସେ କହିଛନ୍ତି।
ଦୁଇ ଦିନ ହେବ ଲଗାଣ ବର୍ଷା ପରେ ଶୁକ୍ରବାର ପାଗରେ ପରିବର୍ତ୍ତନ ହୋଇଛି। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଦୁର୍ବଳ ହେବା ସହ ବର୍ଷାର ପରିମାଣ ଧୀରେ ଧୀରେ କମିଛି। ସେହିପରି କୌଣସି ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ନାହିଁ ଏବଂ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ପରିସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୨୬।୨: ବରିଷ୍ଠ ରାଜନେତା ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ବାଳଙ୍କ ବିୟୋଗରେ ବାଚସ୍ପତି ଡ. ସୂର୍ଯ୍ୟ ନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି।...

‘ଫନୀ’ ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ମାଡ଼ି ଆସୁଛି ବାତ୍ୟା ‘ଫନୀ’। ଏହା ୩ ତାରିଖରେ ପୁରୀ ନିକଟରେ ସ୍ଥଳଭାଗ ଛୁଇଁ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚାଇବ। ଜାତୀୟ ପାଣିପାଗ ବିଭାଗ...

ଅନୁଭବଙ୍କୁ ହତ୍ୟା ଧମକ ଦେଇଥିବା ଯୁବକ ଗିରଫ

କଟକ ଅଫିସ/ଭୁବନେଶ୍ୱର,୧୯।୫(ବ୍ୟୁରୋ): ବିଜେଡି ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତିକୁ ହତ୍ୟା ଧମକ ଦେଇଥିବା ଅଭିଯୋଗରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ କାଳିଆ...

ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି

ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ...

ମାରିସା ପକ୍ଷରୁ ଜିଲାପାଳଙ୍କୁ ଦାବିପତ୍ର

ବାରିପଦା ଅଫିସ,୬ା୯: ବାରିପଦା ସହରରେ ଦିନକୁ ଦିନ ଅଳିଆ ଆବର୍ଜନା ଜମିବାରେ ଲାଗିଛି । ସହରର ଗଳିକନ୍ଦିରେ କୁଢ କୁଢ ଆବର୍ଜନା ପଚିସଢି ପରିବେଶକୁ ଦୂଷିତ...

ପରଲୋକରେ ପ୍ରହ୍ଲାଦ ଦୋରା, ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ଉପ-ବାଚସ୍ପତି ପ୍ରହ୍ଲାଦ ଦୋରାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ବୁଧବାର ସେ ଶେଷ ନିଶ୍ୱାସ...

ଲାଞ୍ଚ ପାଇଁ ମୂଲଚାଲ, ଭିଡିଓ ଭାଇରାଲ

ବାରିପଦା ଅଫିସ,୨୨ା୭: ମୟୂରଭଞ୍ଜ ଜିଲା ବଡ଼ସାହି ତହସିଲରେ କାର୍ଯ୍ୟରତ ଜଣେ କର୍ମଚାରୀ ବାଲିଖାଦାନ ସବ୍‌ ଲିଜଧାରୀଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଲାଞ୍ଚ ନେବା ଓ ପରେ ଅଧିକ...

ସାଧାରଣ ସେବା କେନ୍ଦ୍ରରେ ମିଳିବ ଡିଏଲ୍‌ ଆବେଦନ ସୁବିଧା

ଭୁବନେଶ୍ୱର, ୬-୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ମନ୍ତ୍ରର ସଫଳ ପ୍ରୟୋଗ ବାଣିଜ୍ୟ ଓ ପରିବହନ ବିଭାଗରେ କରାଯାଉଛି। ଏ ସମ୍ପର୍କିତ ଏକ ସମୀକ୍ଷା ବୈଠକ ମୁଖ୍ୟ...

Advertisement
Archives

Model This Week