ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତଙ୍କ ପଦଯାତ୍ରା: ବାଲିଗୁଡ଼ାରେ ପହଞ୍ଚି ବିଡିଓଙ୍କୁ ଦେଲେ ଦାବିପତ୍ର

ବାଲିଗୁଡ଼ା,୨୯।୨(ଡି.ଏନ୍‌.ଏ.): ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ସତ୍ୟବ୍ରତ ଦାସ ୨୦୧୯ ଜୁଲାଇ ୧୦ରୁ ଯାଜପୁର ଜିଲା ବଡ଼ଚଣା ବ୍ଲକରୁ ପଦଯାତ୍ରା ଆରମ୍ଭ କରିଥିଲେ। ତେବେ ଶନିବାର ସତ୍ୟବ୍ରତ ବାଲିଗୁଡା ବ୍ଲକରେ ପହଞ୍ଚି ବିଡିଓ ନରେଶ ଚନ୍ଦ୍ର ଶବରଙ୍କୁ ଭେଟି ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ମହାମହିମ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri