ଓଡ଼ିଶାରୁ ୧୧୦ ନମୂନା, ୨ ପଜିଟିଭ୍‌; ୩୮୬୧ଜଣ ବିଦେଶ ଫେରନ୍ତା ପଞ୍ଜିକୃତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସ୍ବାସ୍ଥ୍ୟବିଭାଗର ସୂଚନା ମୁତାବକ ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟରୁ ମୋଟ ୧୧୦ଟି ନମୂନା ପରୀକ୍ଷଣ ପାଇଁ ପଠାଯାଇଛି। ସେଥିରୁ ପୂର୍ବବତ ୨ଟି ନମୂନା ପଜିଟିଭ ଚିହ୍ନଟ ହୋଇଛି। ଉଭୟ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ସେହିଭଳି ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ୫୭ଜଣଙ୍କୁ ଚିହ୍ନଟ କରାଯାଇଛି। କୋଭିଡ-୧୯ ସସ୍ପର୍ଶରେ ଆସିଥିବା ୪୫ଜଣଙ୍କୁ ଡାକ୍ତରଖାନା ଆଇସୋଲେଶନରେ ରଖାଯାଇଛି। ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ ୧୦୪ନଂରେ ୩୮୬୧ଜଣ ପଞ୍ଜିକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣଙ୍କ ପାଖରେ କିଛି କିଛି ଲକ୍ଷଣ ଥିବା ସନ୍ଦେହ କରାଯାଉଛି। ସେଥିପାଇଁ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁ ପ୍ରତୀକ୍ଷାର ଅନ୍ତ ଘଟିଲା: ନିଲାମ ହେଲା ପ୍ରସିଦ୍ଧ ଶୁଖୁଆ ହାଟ, ବର୍ଷକୁ ନିଲାମଧାରୀ ଦେବେ ଏତିକି ଟଙ୍କା…

ଗଞ୍ଜାମ,୧୫ା୮(ବିଦ୍ୟାଧର ସାହୁ): ଦୀର୍ଘଦିନର ଦାବି ପରେ ଶେଷରେ ନିଲାମ ହୋଇଛି ଜିଲା ପ୍ରସିଦ୍ଧ ହୁମା ସାପ୍ତାହିକ ଶୁଖୁଆ ହାଟ। ଶୁକ୍ରବାର ପୂର୍ବାହ୍ନରେ ଏହି ନିଲାମ ପ୍ରକ୍ରିୟା ଆରମ୍ଭ…

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ: ମନୋନୀତ ୧୭ ଜଣ ପୋଲିସ ଅଧିକାରୀ,କର୍ମଚାରୀଙ୍କୁ …

ଭୁବନେଶ୍ୱର,୧୫।୮ ଲୋକସେବା ଭବନରେ ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ମନୋନୀତ ୧୭ ଜଣ ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ମୁଖ୍ୟମନ୍ତ୍ରୀ ପଦକ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri