ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଛୁଇଁଲା

ଭୁବନେଶ୍ୱର,୨୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୨ରେ ପହଁଚିଛି। ଏ ସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଭଦ୍ରକ ଜିଲ୍ଲାର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

CJP ଆନ୍ଦୋଳନ ଭିତରେ ୟୁ-ଟର୍ନ ନେଲେ ସୋନମ ୱାଙ୍ଗଚୁକ: କହିଲେ- ମୁଁ ନିଜର ଅନଶନ…

ନୂଆଦିଲ୍ଲୀ, ୨୦।୭: CJPର ବିରୋଧ ପ୍ରଦର୍ଶନ ମଧ୍ୟରେ ସୋନମ ୱାଙ୍ଗଚୁକଙ୍କ ଏକ ବଡ଼ ବୟାନ ସାମ୍ନାକୁ ଆସିଛି। ଏଥିରେ ସେ ନିଜର ଅନଶନ ଜାରି ରଖିବେ ବୋଲି…

ଦଶମ ଶ୍ରେଣୀ ଛାତ୍ରୀ ଗର୍ଭବତୀ

ଫୁଲବାଣୀ, ୨୦ା୭(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ପୁଣି ଛାତ୍ରୀ ଗର୍ଭବତୀ ହୋଇଛନ୍ତି। ଅନୁସୂଚିତ ଜନଜାତି ଏବଂ ଅନୁସୂଚିତ ଜାତି ବିଭାଗ ଦ୍ୱାରା ପରିଚାଳିତ ଏକ ବିଦ୍ୟାଳୟରେ…

ସରକାରଙ୍କ ନିଦ ଉଡାଇଲା CJPର ୩ ଦାବି: ମୃତ NEET ପରୀକ୍ଷାର୍ଥୀଙ୍କ ପରିବାରକୁ ମିଳୁ…

ନୂଆଦିଲ୍ଲୀ, ୨୦।୭:‘କକରୋଚ ଜନତା ପାର୍ଟି’ର ପ୍ରଦର୍ଶନ ମଧ୍ୟରେ ସୋମବାର ସିଜେପିର ପ୍ରତିନିଧି ଦଳ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ ପ୍ରାୟ ତିନି…

ପେଟ୍ରୋଲ ପମ୍ପ ନିକଟରୁ ନବଜାତ ଶିଶୁ ଉଦ୍ଧାର, କୁକୁର ପଲ ଦେଲେ ସୁରକ୍ଷା

ଭଞ୍ଜନଗର,୨୦।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ ପେଟ୍ରୋଲ ପମ୍ପ ନିକଟରେ ସୋମବାର ଅପରାହ୍ନ ୪ଟା ସମୟରେ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରାଯାଇଛି…

ଏହି ସ୍ଥାନରେ ୩୦୦ ବର୍ଷ ଧରି ଟଣା ହୋଇନାହିଁ ରଥ

କେନ୍ଦ୍ରାପଡ଼ା, ୨୦ା୭(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ସହରଠାରୁ ୧୨ କି.ମି. ଦୂର ଇନ୍ଦୁପୁର ବଜାର। ଏଠାରୁ ଦେଢ଼ କି.ମି. ଦୂର ହାବେଳି (ପତିସାହି) ଠାରେ ଥିବା ପ୍ରାୟ ୩୦୦ବର୍ଷ…

ଆନ୍ଦୋଳନକୁ ନେଇ ମୋଦି ସରକାରଙ୍କ ପ୍ରଥମ ପ୍ରତିକ୍ରିୟା: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗରେ କହିଲେ…ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୦।୭: ପରୀକ୍ଷା ପ୍ରଶ୍ନପତ୍ର ଲିକ ମାମଲାର ବିରୋଧରେ ‘କକରୋଚ ଜନତା ପାର୍ଟି’ (CJP)ର ସଂସଦ ମାର୍ଚ୍ଚ ବେଳେ ସୋମବାର ପୋଲିସ ହଜାର ହଜାର ସଂଖ୍ୟାରେ ଜମା ହୋଇଥିବା…

କାଠ କାମ ବେଳେ ମିସ୍ତ୍ରୀଙ୍କୁ ଲାଗିଲା କରେଣ୍ଟ, ଛିଟିକି….

ଦିଗପହଣ୍ଡି,୨୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଆଦିକନ୍ଦପୁର ଗ୍ରାମରେ ଅଭାବନୀୟ ଘଟଣା ଘଟିଯାଇଛି । ନାରାୟଣ ଗୈାଡଙ୍କ ଘରେ କାଠ…

ସାର ସଙ୍କଟ ଦୂର ପାଇଁ ସରକାର ନେଲେ ବଡ଼ ପଦକ୍ଷେପ, ଏଣିକି ୟୁରିଆ…

ଭୁବନେଶ୍ୱର,୨୦।୭: ରାଜ୍ୟରେ ସାର ସଂକଟ ଦୂର କରବା ପାଇଁ ରାଜ୍ୟ ସରକାର ସୋମବାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗ ସଚିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri