ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୭ ଛୁଇଁଲା

ଭୁବନେଶ୍ୱର,୨୩।୪(ବ୍ୟୁରୋ) – ରାଜ୍ୟରେ ପୁଣି ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭ରେ ପହଁଚିଛି। ଏ ସମ୍ପର୍କରେ ଗୁରୁବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୨।୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆ ତା’ର ଅଭିଯାନର ଏକ ଦୃଢ଼ ଆରମ୍ଭ କରିଛି। ମୁମ୍ବାଇରେ ଖେଳାଯାଇଥିବା ପ୍ରଥମ ମ୍ୟାଚ୍‌ରେ ଭାରତ ୨୯…

ଭାରତ ବନ୍ଦ ପ୍ରଭାବ: ବାଲେଶ୍ୱରରେ ଅଟକିଲା ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ

ବାଲେଶ୍ୱର,୧୨।୨(ବାଞ୍ଛାନିଧି ଦେ):ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନକୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ…

ଭଲପାଇବାର ଉଦାହରଣ ସୃଷ୍ଟି କଲେ ଅବସରପ୍ରାପ୍ତ ଶିକ୍ଷକ: ସ୍ତ୍ରୀଙ୍କ ସ୍ମୃତିରେ ନିର୍ମାଣ କଲେ…

ଗୁଣୁପୁର,୧୨।୧(ସଂକେତ ପାତ୍ର): ରାୟଗଡା ଜିଲା ଗୁଣୁପୁର ପୌରପରିଷଦ ୧୯ନଂ ୱାର୍ଡ ଓମ ନଗରରୁ ଆସିଛି ଏକ ହୃଦୟସ୍ପର୍ଶୀ କାହାଣୀ, ଯାହା ପ୍ରେମ ଓ ସ୍ବାମୀ-ସ୍ତ୍ରୀ ସମ୍ପର୍କର ଅନନ୍ୟ…

ଲିମ୍‌କା ବୁକ୍‌ ଅଫ୍‌ ରେକଡର୍‌ସରେ ମୁନ୍ନା: ପେନସିଲ ଗ୍ରାଫାଇଟରେ ସୂକ୍ଷ୍ମ ଇଣ୍ଡିଆ ଗେଟ୍‌

ଅମରପାଲି,୧୨ା୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମର ମୁନ୍ନା ମାହାଣା ଲିମକା ବୁକ ଅଫ ରେକଡର୍‌ସରେ ନିଜ ନାମକୁ ନାମିତ କରି ଜିଲା ପାଇଁ…

ନାଣ୍ଡୁ ବାବୁ-ସାଇ ବିବାଦରେ ପୂର୍ଣ୍ଣଛେଦ: ମା’ବାପାଙ୍କ ଉପସ୍ଥିତରେ…

ଭୁବନେଶ୍ୱର,୧୨ା୨ (ସୌମ୍ୟରଞ୍ଜନ ରାଉତ):ତୁଳସୀ ଗଣନାଟ୍ୟର ମାଲିକ ଅନନ୍ତ ନାରାୟଣ ଧଳ ଓରଫ୍‌ ନାଣ୍ଡୁ ବାବୁ ଓ ଯାତ୍ରା ଖଳନାୟକ ସାଇ ସତ୍ୟଜିତ୍‌ ପଣ୍ଡାଙ୍କ ବିବାଦରେ ପୂର୍ଣ୍ଣଛେଦ ପଡ଼ିଛି।…

ଆଜି ଭାରତ ବନ୍ଦ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨।୨(ସୁନିତ୍‌ ମିଶ୍ର):ଭାରତୀୟ ଚାଷୀ ଏବଂ ଟ୍ରେଡ୍‌ ୟୁନିୟନଗୁଡିକ ପକ୍ଷରୁ ଗୁରୁବାର ‘ଭାରତ ବନ୍ଦ’ ଡାକରା ଦିଆଯାଇଛି। ମୁଖ୍ୟତଃ କେନ୍ଦ୍ର ସରକାର ଆଣିଥିବା ୪ ନୂଆ ଶ୍ରମ…

ଓଡ଼ିଶାରେ ରେକର୍ଡ ସଂଖ୍ୟକ ଡଲଫିନ: ୫ ବର୍ଷରେ ସର୍ବାଧିକ

ଭୁବନେଶ୍ୱର,୧୧।୨: ଗତ ୫ ବର୍ଷରେ ପ୍ରଥମଥର ପାଇଁ ଓଡ଼ିଶାରେ ସର୍ବାଧିକ ଡଲଫିନ ଦେଖିବକୁ ମିଳିଛି। ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ କରାଯାଇଥିବା ଡଲଫିନ ଗଣନାରୁ ଏହା ଜଣାପଡ଼ିଛି।…

୨୦୨୫-୨୬ ଆର୍ଥିକ ବର୍ଷରେ କମିପାରେ ପ୍ରତ୍ୟକ୍ଷ କର ସଂଗ୍ରହ, ଚିନ୍ତାରେ ସରକାର

ନୂଆଦିଲ୍ଲୀ,୧୧।୨: ଚଳିତ ଆର୍ଥିକ ବର୍ଷ ଶେଷ ହେବାକୁ ମାତ୍ର କିଛି ସପ୍ତାହ ବାକି ଥିବାବେଳେ ପ୍ରତ୍ୟକ୍ଷ ଟିକସ ସଂଗ୍ରହ କ୍ଷେତ୍ରରେ ସରକାର ଏକ ବଡ଼ ଚ୍ୟାଲେଞ୍ଜର ସାମ୍ନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri