ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ ଅଧିକ ରହିଛନ୍ତି। ଏହା ଓଡ଼ିଶା ପାଇଁ ଭଲ ଲକ୍ଷଣ। ଯେଉଁମାନେ ରିସ୍କ ଫାକ୍ଟରରେ ଅଛନ୍ତି, ସେମାନେ ସୁରକ୍ଷିତ ଥିବା ଜଣାପଡ଼ିଛି। ଏହା ଲକ୍‌ଡାଉନ୍‌, ସାମାଜିକ ଦୂରତ୍ୱ ଭଳି ପଦକ୍ଷେପ ନିଆଯିବାରୁ ସମ୍ଭବ ହୋଇପାରିଛି ବୋଲି ଓଡ଼ିଶା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି। ରାଜ୍ୟର ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ୨୬ଜଣ (୫୨%) ୧୫ରୁ ୪୦ ବର୍ଷ ମଧ୍ୟରେ, ୧୨ଜଣ(୨୪%) ୪୧ରୁ ୬୦ବର୍ଷ, ୮ଜଣ(୧୬%) ୦ରୁ ୧୪ବର୍ଷ ମଧ୍ୟରେ ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ସରକାରଙ୍କ ବଡ଼ ଘୋଷଣା, ଆଉ ଖୋଲାରେ ମିଳିବନି ଗ୍ୟାସ୍‌! ଖାତା ନ ଥିଲେ…

ଭୁବନେଶ୍ୱର,୫ା୪: ଏଣିକି ଆଉ ଖୋଲାରେ ଗ୍ୟାସ ମିଳିବନି । ବାଟରେ, ବଜାରରେ ଖୋଲାରେ ମିଳିବନି ଗ୍ୟାସ । ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଛି । ରାଜ୍ୟର କୌଣସି…

ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ବାଜିଲା ମୋହର: ଉଚ୍ଚଶିକ୍ଷାରେ ୫୦ ପ୍ରତିଶତ ସଂରକ୍ଷଣ, SC-ST-OBCଙ୍କୁ ମିଳିବ…

ଭୁବନେଶ୍ୱର,୫ା୪(ସୁନିତ୍‌ ମିଶ୍ର): ଓଡ଼ିଶାର ମେଡିକାଲ, ଇଞ୍ଜିନିୟରିଂ ଏବଂ ଅନ୍ୟାନ୍ୟ ଉଚ୍ଚଶିକ୍ଷା ଓ ପ୍ରଯୁକ୍ତିବିଦ୍ୟା ଶିକ୍ଷା ପାଠ୍ୟକ୍ରମ କ୍ଷେତ୍ରରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଏବଂ ପଛୁଆ ବର୍ଗମାନଙ୍କ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

ଧରିତ୍ରୀର ବଡ଼ ପ୍ରଭାବ: ୭୭ ବର୍ଷର ଅନ୍ଧାର ଚିରି ପହଞ୍ଚିଲା ପ୍ରଶାସନ, ବିକାଶ ଆଶାରେ କେନ୍ଦୁଗୁଡ଼ା-କନ୍ଦାଗୁଡ଼ା

ଥୁଆମୁଳ ରାମପୁର,୫।୪(ଦୁର୍ଗା କୀର୍ତ୍ତି): ସାମ୍ବାଦିକତା ଯେତେବେଳେ ସମାଜର ଅନ୍ତିମ ପାହାଚରେ ଥିବା ମଣିଷର ସ୍ୱର ସାଜେ, ସେତେବେଳେ ପ୍ରଶାସନ ମୁଣ୍ଡ ନୁଆଁଇବାକୁ ବାଧ୍ୟ ହୁଏ। ଏହାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri