ଓଡ଼ିଶାରେ ସଂକ୍ରମଣ ହାର ସର୍ବନିମ୍ନ: ପ୍ରତି ୧୦୦ ନମୁନାରେ ୧.୦୮% ପଜିଟିଭ୍‌

ଭୁବନେଶ୍ୱର, ୧୫।୪(ବ୍ୟୁରୋ): ମହାମାରୀ କରୋନା ପାଇଁ ସାରା ଭାରତ ବର୍ତ୍ତମାନ ଲକ୍‌ଡାଉନରେ ରହିଛି। ଏହାସତ୍ତ୍ୱେ ଦେଶରେ ଦିନକୁ ଦିନ କୋଭିଡ୍‌-୧୯ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କିନ୍ତୁ ଜାତୀୟ ସ୍ଥିତି ତୁଳନାରେ ଓଡ଼ିଶାରେ ସଂକ୍ରମଣ ହାର ସର୍ବନିମ୍ନ ରହିଛି ବୋଲି ଓଡ଼ିଶା ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି।
ସେ କହିଛନ୍ତି ଯେ, ଓଡ଼ିଶାରେ ସାଢ଼େ ୪ କୋଟି ଜନସଂଖ୍ୟା। ଆମ ରାଜ୍ୟରେ ଯେଉଁ ଅନୁଶାସନ ଓ ଶୃଙ୍ଖଳା ରହିଛି, ସେଥିପାଇଁ ଆମର କୋଭିଡ୍‌ ସଂକ୍ରମଣ ସଂଖ୍ୟା କମିଛି। ଏବେସୁଦ୍ଧା ମାତ୍ର ୬୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଭାରତରେ ଏବେ ଦ୍ରୁତ ଗତିରେ କରୋନା ସଂକ୍ରମଣ ବଢ଼ୁଥିବାବେଳେ ଓଡ଼ିଶାରେ ଏହାର ଗତି ମନ୍ଥର ରହିଛି। ରାଜ୍ୟରେ ପ୍ରତି ୧୦୦ ନମୁନା ପରୀକ୍ଷଣରେ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ସ୍ତରରେ ରହିଛି। ଦିଲ୍ଲୀରେ ପ୍ରତି ୧୦୦ ଟେଷ୍ଟରେ ୧୦.୯୦% ପଜିଟିଭ୍‌ ଆସୁଥିବାବେଳେ ତାମିଲନାଡୁରେ ୯.୨୦%, ମଧ୍ୟପ୍ରଦେଶରେ ୭.୬୦% ରହୁଛି। ତେବେ ଦେଶରେ ଏହି ହାର ୫% ରହିଥିବାବେଳେ ଓଡ଼ିଶାରେ ମାତ୍ର ୧.୦୮ % ରହିଛି। ଓଡ଼ିଶାରେ ଏହାକୁ ବନ୍ଦୀ କରି ରଖିବାର ଶ୍ରେୟ କେବଳ ଶୃଙ୍ଖଳିତ ଓଡ଼ିଶାବାସୀଙ୍କୁ ହିଁ ଯାଉଛି ବୋଲି ଶାଳିନୀ ପଣ୍ଡିତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରିବଙ୍କୁ ଆହାର ଲାଗି ଜମି ବିକିଲେ

ବେଙ୍ଗାଲୁରୁ,୨୬।୪: କରୋନା ମହାମାରୀ ଯୋଗୁ ଲୋକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଲକ୍‌ଡାଉନ୍‌ ପରେ କାମଧନ୍ଦା ହରାଇ ଗରିବ ଲୋକମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

ସହରାଞ୍ଚଳରେ ସମସ୍ତ ଗରିବଙ୍କୁ ଘର ଯୋଗାଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟର ସହରାଞ୍ଚଳରେ ବସବାସ କରୁଥିବା ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ପ୍ରାୟ ୫ ଲକ୍ଷ ଗୃହର ଆବଶ୍ୟକତା ରହିଛି। ହେଲେ ପ୍ରଧାନମନ୍ତ୍ରୀ ଆବାସ...

ପୁରୀରେ ହାଜତ ମୃତ୍ୟୁକୁ ନେଇ ପୋଲିସ-ଜନତା ମୁହାଁମୁହିଁ: ଏନ୍‌ଏଚ୍‌ଆର୍‌ସି ଗାଇଡଲାଇନ୍‌ ଅନୁଯାୟୀ ତଦନ୍ତ ହେବ ବୋଲି କହିଲେ ଏସ୍‌ପି

ପୁରୀ ଅଫିସ, ୧୯।୧୧: ହାଜତ ମତ୍ୟୁକୁ ନେଇ ପୁରୀରେ ଗୁରୁବାର ଉତ୍ତେଜନା ଦେଖାଦେଇଛି। ପୋଲିସ ମାଡ଼ରେ କେ. ରମେଶଙ୍କ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିବା...

୮ ବର୍ଷରେ ୪୧ ହାଜତ ମୃତ୍ୟୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ଥାନା ହାଜତରେ ଅଭିଯୁକ୍ତ ତଥା ସନ୍ଦିଗ୍ଧମାନଙ୍କୁ ପୋଲିସ ଅନେକ ସମୟରେ ନିର୍ଯାତନା ଦେବା ସହ ମାଡ଼ ମାରିବାର ନଜିର ରହିଛି। ଫଳରେ ପୋଲିସ...

ମାଙ୍କଡ଼ଙ୍କ ପାଇଁ ଝୁଲନ୍ତା ଚଲାପଥ

କେନ୍ଦୁଝର,୨୯ା୭(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜୁଡିଆ, କାଞ୍ଜିପାଣି ଘାଟିରେ ମାଙ୍କଡ଼ମାନେ ଖାଦ୍ୟ ପାଇଁ ବୁଲୁଥିବା ବେଳେ ଅସୁରକ୍ଷିତ ଭାବେ ଗୋଟିଏ ପାର୍ଶ୍ୱ ଜଙ୍ଗଲରୁ ଅନ୍ୟ ପାର୍ଶ୍ୱକୁ ଜାତୀୟ...

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏ...

କଠୋର ହେଲା ବିଏମ୍‌ସି: ଏଣିକି ମାସ୍କ ନ ପିନ୍ଧିଲେ କିଛି ମିଳିବ ନାହିଁ

ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସେଥିରୁ ସର୍ବାଧିକ ଆକ୍ରାନ୍ତ ଖୋର୍ଦ୍ଧା ଜିଲାରୁ ଚିହ୍ନଟ ହେଉଛନ୍ତି। ଏହାକୁ ଦୃଷ୍ଟିରେ...

ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ: ସିଧାସଳଖ ଲୋକଙ୍କୁ ଫୋନ୍‌ କରି ସମସ୍ୟା ବୁଝିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୫।୮(ବ୍ୟୁରୋ): ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ମହାସମାରୋହ ପାଳନ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମହାତ୍ମା ଗାନ୍ଧି ମାର୍ଗ ପରିବର୍ତ୍ତେ ପ୍ରଦର୍ଶନୀ ପଡିଆରେ ରାଜ୍ୟସ୍ତରୀୟ...

Advertisement
Archives

Model This Week