ଓଡ଼ିଶାରେ ସର୍ବାଧିକ ବେକାର

ଭୁବନେଶ୍ୱର, ୧୬ା୨(ବ୍ୟୁରୋ)- ଓଡିଶାରେ ବେକାରି ସ୍ଥିତି ସର୍ବାଧିକ ୭.୧ ପ୍ରତିଶତ ରହିଛି। ସେଥିମଧ୍ୟରୁ ସହରାଞ୍ଚଳରେ ଏହାର ହାର ୮.୩ ପ୍ରତିଶତ ଥିବା ବେଳେ ଗ୍ରାମାଞ୍ଚଳରେ ୬.୯ ପ୍ରତିଶତ ରହିଛି। କେନ୍ଦ୍ର ଶ୍ରମ ମନ୍ତ୍ରଣାଳୟ ରିପୋର୍ଟ ଏକଥା କହୁଛି। ଶନିବାର ଭାଜପା ସଭ୍ୟ ମୋହନ ଚରଣ ମାଝିଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଦକ୍ଷତା ବିକାଶ ଓ ବୈଷୟିକ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ନିୟୋଜନ ନିର୍ଦ୍ଦେଶାଳୟ ଅଧୀନରେ ପଞ୍ଜୀକୃତ ସମସ୍ତ ଶିକ୍ଷିତ ବେରୋଜଗାରି ଯୁବତୀ ଯୁବକ ମଧ୍ୟରୁ ୧୨,୬୫୨ ଜଣ ଇଞ୍ଜିନିୟରିଂ, ୮୮୭ ଜଣ ଡାକ୍ତରୀରେ, ଏମ୍‌ବିଏରେ ୧୭୦୬ ଏବଂ ଗଣମାଧ୍ୟମ ଶିକ୍ଷାରେ ୩୪ ଜଣଙ୍କ ନାମ ପଞ୍ଜୀକରଣ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସୁରକ୍ଷିତ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତି: ଉପରୁ ଖସିଲା ସିଲିଂ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସତ୍ୟବାଦୀ ଅଞ୍ଚଳର ଏକମାତ୍ର ପୁରାତନ ସରକାରୀ ପାଠାଗାର ପଞ୍ଚସଖା ସ୍ମୃତି ପାଠାଗାରରେ ଦୀର୍ଘଦିନ ହେଲା ଦୁରାବସ୍ଥା ଲାଗିରହିଛି। ମଙ୍ଗଳବାର ଲଗାଣ ବର୍ଷାରେ…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri