Posted inଜାତୀୟ

ଓଡ଼ିଶାରେ ହେଉ କରୋନା ପରୀକ୍ଷା କେନ୍ଦ୍ର

ନୂଆଦିଲ୍ଲୀ,୬ା୩: ପାର୍ଲାମେଣ୍ଟରେ ଗୁରୁବାର କରୋନା ସମ୍ପର୍କିତ ଆଲୋଚନା ବେଳେ ଓଡ଼ିଶା ଓ ଦେଶର ଅନ୍ୟ ଭାଗରେ ତୁରନ୍ତ ପରୀକ୍ଷା କେନ୍ଦ୍ର ଖୋଲିବା ଲାଗି ବିଜେଡି ଏମ୍‌ପି ଦାବି କରିଥିଲେ। ଏଥିସହିତ ଭୁବନେଶ୍ୱର ବିମାନବନ୍ଦରରେ ଏକ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲିବା ପାଇଁ ଦାବି ହୋଇଛି। ଓଡ଼ିଶାରେ ୪ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି ଓ ସେମାନଙ୍କ ନମୁନା ପରୀକ୍ଷା ପାଇଁ ପୁଣେ ପଠାଯାଇଥିବା ରାଜ୍ୟ ସଭାରେ ବିଜେଡି ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ କହିଥିଲେ। ରାଜ୍ୟରେ ପରୀକ୍ଷା କେନ୍ଦ୍ର ସ୍ଥାପନ ପାଇଁ ଓଡ଼ିଶା ସରକାର କେନ୍ଦ୍ରକୁ ଅନୁରୋଧ କରିଥିବା ସେ କହିଥିଲେ। ସେହିପରି ଲୋକ ସଭାରେ କଟକ ଏମ୍‌ପି ଭର୍ତ୍ତୃହରି ମହତାବ କହିଥିଲେ, ଭୁବନେଶ୍ୱର ସମେତ ସମସ୍ତ ଅନ୍ତର୍ଜାତୀୟ ବିମାନବନ୍ଦରରେ ଯାଞ୍ଚ ଓ କ୍ୱାରାଣ୍ଟାଇନ କେନ୍ଦ୍ର ଖୋଲାଯାଉ। କରୋନା ସଂକ୍ରମଣ ରୋକିବା ଲାଗି ରାଜ୍ୟଗୁଡ଼ିକୁ କେନ୍ଦ୍ର ସରକାର ପାଣ୍ଠି ଯୋଗାଇଦେବାକୁ ମଧ୍ୟ ସେ ଅନୁରୋଧ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୯ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ମୌସୁମୀ ଅଧିବେଶନ: ଓମ ବିର୍ଲା

ନୂଆଦିଲ୍ଲୀ,୧୨ ।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୧୯ରୁ ଆରମ୍ଭ ହୋଇ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ । ସୋମବାର ଲୋକ ସଭା ସ୍ପିକର ଓମ...

ଟାର୍ଗେଟ୍‌ ପୂରଣ ପାଇଁ ନିଜର ୧୫ଥର କରୋନା ଟେଷ୍ଟ କଲେ ଡାକ୍ତର

ମଥୁରା, ୨୨।୯: ଉତ୍ତର ପ୍ରଦେଶର ମଥୁରାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ଡାକ୍ତର ଟାର୍ଗେଟ୍‌ ପୂରଣ କରିବା ଲାଗି ୧୫ଥରରୁ ଊର୍ଦ୍ଧ୍ୱ...

ଦିଲ୍ଲୀରେ ସ୍ଲିପର ସେଲ ଆକ୍ଟିଭ: ଫ୍ଲାଟରୁ ମିଳିଲା ୩ କେଜି ବିସ୍ଫୋରକ

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀର ଓଲ୍ଡ ସୀମାପୁରୀ ଅଞ୍ଚଳର ଏକ ଫ୍ଲାଟରୁ ୩ କେଜି ଇମ୍ପ୍ରୋଭାଇଜଡ୍‌ ଏକ୍ସପ୍ଲୋସିଭ ଡିଭାଇସ (ଆଇଇଡି) ଭର୍ତ୍ତି ବ୍ୟାଗ ମିଳିଛି। ବିସ୍ଫୋରକକୁ ଡିଫ୍ୟୁଜ କରାଯାଇ...

ଶିବସେନାର ସମର୍ଥନ କଂଗ୍ରେସ ପାଇଁ ମାରାତ୍ମକ: ନିରୁପମ

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ରରେ ସରକାର ଗଠନକୁ ନେଇ ସବୁ ଦଳ ଅଙ୍କ କଷିବାରେ ଲାଗିଛନ୍ତି। ଇତି ମଧ୍ୟରେ ମୁମ୍ବାଇର କଂଗ୍ରେସ ନେତା ସଞ୍ଜୟ ନିରୁପମ ମଧ୍ୟ ମେଣ୍ଟକୁ...

ପ୍ରଦୂଷିତ ସହର ତାଲିକା ଶୀର୍ଷରେ ଦିଲ୍ଲୀ, ଶ୍ରେଷ୍ଠ ୧୦ରେ ଭାରତର ୩ ସହର…

ନୂଆଦିଲ୍ଲୀ,୧୩।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ସହିତ ଏବେ ବାୟୁ ପ୍ରଦୂଷଣ ମଧ୍ୟ ବଢିଚାଲିଛି। ରାଜଧାନୀ ଦିଲ୍ଲୀର ସ୍ଥିତି ସଙ୍କଟ ଜନକ ରହିଛି। ନିଶ୍ୱାସ ନେବାକୁ...

କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବାକୁ ଅନୁମତି ଲୋଡିଲା ସିରମ୍‌ ଇନଷ୍ଟିଚ୍ୟୁଟ୍‌

ନୂଆଦିଲ୍ଲୀ,୨୨।୧୨: ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ ଇଣ୍ଡିଆ (ଏସ୍‌ଆଇଆଇ) କୋଭିଡ ଟିକା କୋଭୋଭ୍ୟାକ୍ସକୁ ବୁଷ୍ଟର ଡୋଜ୍‌ ଭାବେ ବ୍ୟବହାର କରିବା ପାଇଁ ଡିସିିଜିଆଇର ଅନୁମତି ଲୋଡିଛି। ଏହି...

ପହିଲାରୁ ଏଟିଏମ୍‌ରୁ ଟଙ୍କା ଉଠାଇଲେ ଲାଗିବ ଚାର୍ଜ

ନୂଆଦିଲ୍ଲୀ,୨୯।୬: ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ଏସ୍‌ବିଆଇ)ର ଏଟିଏମ୍‌ କାର୍ଡରେ ମାସକୁ ୪ ଥରରୁ ଅଧିକ ଥର ଟଙ୍କା ଉଠାଇଲେ ଆକାଉଣ୍ଟରୁ ଗଣିବାକୁ ପଡ଼ିବ ଟଙ୍କା।...

ଚାଷୀଙ୍କ ଘରେ ଖାଇଲେ ଶାହା

କୋଲକାତା, ୨୦।୧୨: ପଶ୍ଚିମବଙ୍ଗକୁ ଦୁଇଦିନିଆ ଗସ୍ତରେ ଆସିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ପୂର୍ବ ମେଦିନପୁରର ବଲିଜୁରୀ ଗ୍ରାମରେ ଜଣେ ଚାଷୀଙ୍କ ଘରେ ମଧ୍ୟାହ୍ନ...

Advertisement
Archives

Model This Week