ଓଡ଼ିଶାର ଆଉ ଏକ ଜିଲାକୁ ଡେଇଁଲା କରୋନା: ୬୧ ନଂ ଆକ୍ରାନ୍ତ ବାଲେଶ୍ୱରର

ଭୁବନେଶ୍ୱର,୧୮ା୪(ବ୍ୟୁରୋ) : ଶନିବାର ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ବାଲେଶ୍ୱର ଜିଲାର। ତାଙ୍କର ବୟସ ୫୮ ବର୍ଷ ବୋଲି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପ୍ରକାଶଯୋଗ୍ୟ, ଶନିବାର ରାଜ୍ୟରେ ୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ସମସ୍ତେ ଭୁବନେଶ୍ୱରର। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୬୧୯ଜଣଙ୍କ ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେହିଭଳି ୨୪ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ସକ୍ରିୟ ଥିବା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି। କେବଳ ଭୁବନେଶ୍ୱରରେ ୨୯ ସକ୍ରିୟ କରୋନା ପଜିଟିଭ୍‌ ରହିଥିବା ବେଳେ ୧୭ଜଣ ସୁସ୍ଥ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବ ଶତ୍ରୁତା, ପଡୋଶୀଙ୍କ କାତି ଚୋଟରେ ଯୁବକ ଗୁରୁତର

ଦିଗପହଣ୍ଡି,୧୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁରରେ ଅଭାବନୀୟ ଘଟଣା । ବଡ଼ସାହିର ଦୀପକ ସେଠୀଙ୍କ କାତି ଚୋଟରେ ପଡୋଶୀ ଡି.ବିଜୟ(୪୫) ଗୁରୁତର ଆହତ…

ବିଶ୍ୱକପ୍‌ ଆଗରୁ ସ୍ପେନକୁ ବଡ଼ ଝଟ୍‌କା, ବାଦ୍‌ ପଡ଼ିଲେ ଏହି ଖେଳାଳି

ବାର୍ସେଲୋନା,୧୯ା୫: ସ୍ପେନ ମିଡ୍‌ଫିଲ୍ଡର ଫର୍ମିନ ଲୋପେଜ ଆହତ ସମସ୍ୟା ଯୋଗୁ ଫିଫା ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ ଗୋଡ଼ ଫ୍ରାକ୍‌ଚର ହୋଇଥିବା ବାର୍ସେଲୋନା ପକ୍ଷରୁ କୁହାଯାଇଛି।…

‘ବିପଜ୍ଜନକ କୁକୁରମାନଙ୍କୁ ମାରାତ୍ମକ ଇଞ୍ଜେକ୍ସନ ଦିଅ’: ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ

ନୂଆଦିଲ୍ଲୀ,୧୯।୮: ସୁପ୍ରିମକୋର୍ଟ ୭ ନଭେମ୍ବର, ୨୦୨୫ରେ ବୁଲା କୁକୁରଙ୍କ ସ୍ଥାନାନ୍ତର ଏବଂ ବାକରଣ ସମ୍ପର୍କରେ ତାଙ୍କର ଆଦେଶକୁ ସଂଶୋଧନ କିମ୍ବା ପ୍ରତ୍ୟାହାର କରିବାକୁ ସମସ୍ତ ଆବେଦନକୁ ଖାରଜ…

ଶ୍ରୀଲଙ୍କା ଗସ୍ତ କରିବ ଭାରତ, ଅଗଷ୍ଟରେ ଟେଷ୍ଟ ସିରିଜ୍‌

କଲମ୍ୱୋ,୧୯ା୫: ଶ୍ରୀଲଙ୍କା-ଭାରତ ମଧ୍ୟରେ ଟେଷ୍ଟ ସିରିଜ୍‌ ଆସନ୍ତା ଅଗଷ୍ଟ ଦ୍ୱିତୀୟାର୍ଦ୍ଧରେ ଖେଳାଯିବ। ଏହି ଦୁଇ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଉଭୟ ମ୍ୟାଚ୍‌ ଲାଗି ଏପର୍ଯ୍ୟନ୍ତ ତାରିଖ ଚୂଡ଼ାନ୍ତ…

ସଲମାନ ଖାନଙ୍କ ଘରେ ପଶିଲା ସାପ:ଖେଳିଗଲା ଆତଙ୍କ, ତା’ପରେ ଯାହା ଘଟିଲା…

ମୁମ୍ବାଇ,୧୯।୪: ମୁମ୍ବାଇର ବାନ୍ଦ୍ରାରେ ଥିବା ଅଭିନେତା ସଲମାନ ଖାନଙ୍କ ଗାଲାକ୍ସି ଆପାର୍ଟମେଣ୍ଟରେ ମଙ୍ଗଳବାର ଅଶାନ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ହଠାତ୍‌ ଏକ ସାପ ଆପାର୍ଟମେଣ୍ଟରେ ପଶିଯାଇଛି। ସାପଟିକୁ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ: ଯୁବକ ବୁଡିଯାଇ ଗୁରୁତର

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଗାଧୋଇବା ବେଳେ ଅଳ୍ପକେ ବର୍ତ୍ତିିଲେ ଯୁବକ। ସମୁଦ୍ରରେ ବୁଡି ଯାଉଥିବା ବେଳେ ରକ୍ଷାକଲେ ମତ୍ସ୍ୟଜୀବୀ ଓ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ପୋଲିସ।ଗୁରୁତର ଅବସ୍ଥାରେ ଛତ୍ରପୁର…

ଭାରତକୁ ଇତିହାସ ପୃଷ୍ଠାକୁ ଠେଲି ଦେବୁ… ଭାରତକୁ ନାଲିଆଖି ଦେଖାଇଲା ପାକିସ୍ତାନ

ଇସଲାମାବାଦ୍‌,୧୯।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ଚେତାବନୀ ପରେ ପାକିସ୍ତାନ ହତଚକିତ ହୋଇଯାଇଛି। ଏବେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଭାରତକୁ ଧମକ…

ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସୁନ୍ଦର କରିବା ନିମନ୍ତେ ଲକ୍ଷ୍ୟ : ସଚେତନତା କାର୍ଯ୍ୟକ୍ରମରେ ଯୋଗ ଦେଲେ ଅତିରିକ୍ତ ଜିଲାପାଳ ସହ…

ଛତ୍ରପୁର, ୧୯।୫(ଦିଲ୍ଲୀପ ସାମଲ): ଛତ୍ରପୁରକୁ ସ୍ବଚ୍ଛ, ସୁସ୍ଥ, ସବୁଜ ଓ ସୁନ୍ଦର କରିବା ନିମନ୍ତେ ଆଜି ସ୍ଥାନୀୟ ଶିବ କୁମାର ପଟ୍ଟନାୟକ ରିଡିଙ୍ଗ ରୁମ ପରିସରରେ ପରିବେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri