
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ‘ଧରିତ୍ରୀ’ ତଥା ‘ଓଡ଼ିଶା ପୋଷ୍ଟ’ ପରିବାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ।
ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୮୮ତମ ଜୟନ୍ତୀରେ ରାଜଭବନସ୍ଥିତ ପ୍ରତିମୂର୍ତ୍ତିରେ ‘ଧରିତ୍ରୀ’ ତଥା ‘ଓଡ଼ିଶା ପୋଷ୍ଟ’ ପରିବାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ।
୨ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ପ୍ରତାପ ଷଡ଼ଙ୍ଗୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବାପରେ ଭାଜପା ପକ୍ଷରୁ ତାଙ୍କୁ ଫୁଲମାଳ ଦେଇ ସ୍ବାଗତ କରାଯାଉଛି।
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବିଜେଇଏମ୍ ସ୍କୁଲ ପରିସରରେ ଆୟୋଜିତ ଯୋଗ ଶିବିର।
ମେଟଲ୍ ମିଟ୍ରେ ଭାଗନେବାକୁ ଆସିଥିବା ପ୍ରତିଯୋଗୀ ସେଲ୍ଫି ଉଠାଉଛନ୍ତି।
ରଥଯାତ୍ରା ଉପଲକ୍ଷେ ଶିଳ୍ପୀ ଏଲ୍ ଇଶ୍ୱର ରାଓଙ୍କ ଦିଆସିଲି କାଠିରେ ନିର୍ମିତ କଳାକୃତି।
ବାତ୍ୟା ବିଧ୍ୱସ୍ତ ଅଞ୍ଚଳ ଜନସାଧାରଣଙ୍କ ସମସ୍ୟା ଓ ସମାଧାନ ଦାବିରେ ଏସ୍ୟୁସିଆଇ(ସି) ପକ୍ଷରୁ ପିଏମ୍ଜିଠାରେ ବିକ୍ଷୋଭ।
ବିଶ୍ୱ ଓଜୋନ ଦିବସ ଅବସରରେ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠ ବେଳାଭୂମିଠାରେ ଶିଳ୍ପୀ ଶ୍ରୀକାନ୍ତ ଦାସଙ୍କ ଦ୍ୱାରା ପ୍ରସ୍ତୁତ କଳାକୃତି।
ଗଣେଷ ଘାଟସ୍ଥିତ ପ୍ରୋଜେକ୍ଟ ସ୍ବରାଜ ପରିସରରେ କଟକ ମହାନଗର ନିଗମର ପୂର୍ବତନ ନଗରପାଳ ତ୍ରିଲୋଚନ କାନୁନ୍ଗୋ ‘ଓ୍ବାଟର୍ ଏଟିଏମ୍’କୁ ଉଦ୍ଘାଟନ କରୁଛନ୍ତି।
ମେଟଲ୍ ମିଟ୍-୨୦୧୯ର ଜୁନିୟର ବର୍ଗରେ ଫାଇନାଲକୁ ଯାଇଥିବା ୮ଟିମ୍।