ଓଡ଼ିଶା ଆସୁଛନ୍ତି କେ. ଶିବନ୍‌

ଭୁବନେଶ୍ୱର,୨୦।୧୯(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍‌। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍‌ ପରେ ଶିବନଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀ କୂଳରେ ହତ୍ୟାକାଣ୍ଡର ଡେମୋ ଦେଖାଇଲେ ଅଭିଯୁକ୍ତ ସରୋଜ

ନୟାଗଡ଼ ଅଫିସ,୨୪।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଗୁରୁବାର ଅଭିଯୁକ୍ତ ସରୋଜ ସେଠୀଙ୍କୁ ଯଦୁପୁର ଆଣି ସିନ୍‌ ରିକ୍ରିଏସନ କରିଛି ଏସ୍‌ଆଇଟି। ପରୀର ମୃତଦେହ...

ନିର୍ବାଚନ ପ୍ରତିଶ୍ରୁତି କେତେ ପାଳିଛ ରିପୋର୍ଟ ଦିଅ

ଭୁବନେଶ୍ୱର,୯ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ଶାସକ ବିଜେଡି ରାଜ୍ୟବାସୀଙ୍କୁ ଦେଇଥିବା ନିର୍ବାଚନୀ ପ୍ରତିଶ୍ରୁତି(ଇସ୍ତାହାର)କିଭଳି କାର୍ଯ୍ୟକାରୀ ହୋଇଛି ତା’ର ରିପୋର୍ଟ ଦେଖାଯିବ। ଏହାଛଡା ସେସବୁ କାର୍ଯ୍ୟକାରୀ କରିବା...

ଦାରିଙ୍ଗବାଡ଼ିରେ ଖସୁଛି ପାରଦ

ଦାରିଙ୍ଗବାଡ଼ି,୨୮।୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ କିଛିଦିନର ବ୍ୟବଧାନ ପରେ ପୁଣି ଶୀତ ଅନଭୁତ ହେଉଛି। ବିଳମ୍ବିତ ରାତିରୁ ସକାଳ ପ୍ରାୟ ୯ଟା ପର୍ଯ୍ୟନ୍ତ ଅଞ୍ଚଳରେ ଘନ...

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର ଅଫିସ,୭।୬- ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ସେ ହେଲେ ପୋଲସରା ଥାନା ସୋଡ଼କ ଗ୍ରାମପଞ୍ଚାୟତ ମଦରଙ୍ଗାପଲ୍ଲୀ ଗ୍ରାମର ଗନ୍ଧର୍ବ...

୬ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ଅନୁମୋଦନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): କରୋନା ମୁକାବିଲା କରୁଥିବା ରାଜ୍ୟ ସରକାର ସୋମବାର ୯୧୦୦.୨୯ କୋଟି ଟଙ୍କାର ପୁଞ୍ଜିିନିବେଶ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତିି। ଏଥିଯୋଗୁ ରାଜ୍ୟରେ ୬ ହଜାର ୫୨୫...

ଆଜି ଶ୍ରୀରାମ ନବମୀ, ରାମମନ୍ଦିର ଚଳଚଞ୍ଚଳ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଆଜି ଅର୍ଥାତ୍‌ ଗୁରୁବାର ପବିତ୍ର ଶ୍ରୀରାମ ନବମୀ। ଏନେଇ ରାଜଧାନୀ ଭୁବନେଶ୍ୱରର ଶ୍ରୀରାମ ମନ୍ଦିରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି। ପ୍ରଭୁଙ୍କ ଦର୍ଶନ ପାଇଁ ସକାଳୁ...

କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣା: ତଦନ୍ତ ନିଶ୍ଚିତ ହେବ ବୋଲି କହିଲେ ପ୍ରଦୀପ

ଭୁବନେଶ୍ୱର,୨୦।୧(ବ୍ୟୁରୋ): କଂଗ୍ରେସରେ ସଭାପତି ପଦରେ ପରିବର୍ତ୍ତନକୁ ନେଇ ବାଦ ବିବାଦ ଲାଗି ରହିଛି। ଏହାସହ ଛାତ୍ର, ଯୁବ ସଭାପତି ପଦକୁ ନେଇ ମଧ୍ୟ ସମାନସ୍ଥିତି ରହିଛି।...

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ  ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା...

Advertisement
Archives

Model This Week