ଓଡ଼ିଶା ଆସୁଛନ୍ତି କେ. ଶିବନ୍‌

ଭୁବନେଶ୍ୱର,୨୦।୧୯(ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍‌। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍‌ ପରେ ଶିବନଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ଉଡ଼ାଇଲେ ଆଦିବାସୀ ଝିଅ -ମାଲକାନଗିରି ଜିଲାର ପ୍ରଥମ ମହିଳା ପାଇଲଟ ଅନୁପ୍ରିୟା ଲାକ୍ରା

ମାଲକାନଗିରି,୮।୯(ଡି.ଏନ୍‌.ଏ.)ଆକାଶ ଛୁଇଁବା, ପକ୍ଷୀ ଭଳି ଉଡ଼ିବାର ଇଚ୍ଛା ଥିଲା। ଦୀର୍ଘ ୭ ବର୍ଷର ତାଲିମ ପରେ ଏବେ ତାହା ସାକାର ହୋଇଛି। ମାଲକାନଗିରି ଭଳି ଉପାନ୍ତ...

୨୫ ପର୍ଯ୍ୟଟକଙ୍କୁ ଛାଡ଼ି ମଦ୍ୟପ ଡ୍ରାଇଭର ଫେରାର

ଗୋପ,୨୨।୨(ଡି.ଏନ.ଏ.): ଚେନ୍ନାଇରୁ ପୁରୀ-କୋଣାର୍କ ବୁଲି ଆସିଥିବା ୨୫ଜଣ ପର୍ଯ୍ୟଟକଙ୍କୁ ମଦ୍ୟପ ଡ୍ରାଇଭର ଗୋପ-କୋଣାର୍କ ରାସ୍ତାର ବାଲିସାହି ନିକଟରେ ଛାଡ଼ିଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି। ସ୍ଥାନୀୟ ଲୋକେ...

ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କଲା ବିଏମ୍‌ସି

ଭୁବନେଶ୍ୱର,୩।୭(ବ୍ୟୁରୋ)-ଗୋଟିଏ ପରିବାରର ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଶୁକ୍ରବାର ନୂଆଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ...

ଆରମ୍ଭ ହେଲା ରାଷ୍ଟ୍ରୀୟ ଡାକ ସପ୍ତାହ

ଭୁବନେଶ୍ୱର, ୧୦ା୧୦(ବ୍ୟୁରୋ): ବୁଧବାରଠାରୁ ‘ରାଷ୍ଟ୍ରୀୟ ଡାକ ସପ୍ତାହ’ ପାଳନ ଆରମ୍ଭ ହୋଇଛି। ୯ ଅକ୍ଟୋବର ‘ବିଶ୍ୱ ଡାକ ଦିବସ ପାଳନ’ ଅବସରରେ ପ୍ରଧାନ ଡାକପାଳଙ୍କ କାର୍ଯ୍ୟାଳୟରେ...

ଯୁବ ପ୍ରତିଭାଙ୍କୁ ପ୍ରୋତ୍ସାହନ ଲୋଡ଼ା

ବଡ଼ବିଲ, ୧୫।୧୦(ସ୍ବ.ପ୍ର.)-ଜୀବନ ଯେତେ ସଂଘର୍ଷପୂର୍ଣ୍ଣ ହେଲେ ବି ସାଧନା ଓ ଚେଷ୍ଟା ଦ୍ୱାରା ସଫଳତା ମିଳିବା ସମ୍ଭବ । ଏଥିଲାଗି ଯୁବପ୍ରତିଭାଙ୍କୁ ପ୍ରୋତ୍ସାହନ ମିଳିବା ଦରକାର।...

ସ୍ବାସ୍ଥ୍ୟକେନ୍ଦ୍ରରେ ରହିଲାନି ସାମାଜିକ ଦୂରତ୍ୱ

ରତ୍ନଗିରି,୮।୪(ଡି.ଏନ.ଏ): ସାମାଜିକ ଦୂରତ୍ୱ ରକ୍ଷା କରବା ପାଇଁ ସରକାରଙ୍କ କଡ଼ା ନିର୍ଦ୍ଦେଶ ରହିଛି। ଏହାକୁ ପାଳନ କରା ନ ଗଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ...

ନିଜକୁ ସୀମାନ୍ତର ଜାଗ୍ରତ ପ୍ରହରୀ ଭାବେ ଦେଖିବାକୁ ପ୍ରସ୍ତୁତ ରୁହନ୍ତୁ

ଭୁବନେଶ୍ବର, ୪।୪(ବ୍ୟୁରୋ) : ଆଜିର ସମୟ ସମ୍ବେଦନଶୀଳ ସମୟ l ପ୍ରତିଟି ଜନସାଧାରଣ ସରକାର, ପ୍ରଶାସନ, ପୁଲିସ କୁ ସେମାନଙ୍କର କାମ କରିବାକୁ ଦିଅନ୍ତୁ l...

ବୁଡ଼େଇଲା, ଭସେଇଲା ବର୍ଷା

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ପ୍ରବଳ ବର୍ଷା ହୋଇଥିଲା। ସନ୍ଧ୍ୟାସୁଦ୍ଧା ୮୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଥିବାବେଳେ କେତେବେଳେ ଝିପି ଝିପି...

Coronavirus Update


Archives

Model This Week

Why Dharitri