ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ତୁହିନକାନ୍ତ ପାଣ୍ଡେଙ୍କୁ କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): କେନ୍ଦ୍ର ପୁଞ୍ଜି ବିନିମେଶ ବିଭାଗ ସଚିବ ତୁହିନ୍‌କାନ୍ତ ପାଣ୍ଡେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ତେବେ ଜ୍ୱର ହେବାରୁ ସେ କୋଭିଡ-୧୯ ପରୀକ୍ଷା କରିଥିଲେ। ତାଙ୍କ ରିପୋର୍ଟ ମଙ୍ଗଳବାର ପଜିଟିଭ୍‌ ଆସଥିବା ସୂଚନା ମିଳିଛି। ତେବେ ଏହା ଜଣାପଡ଼ିବା ପରେ ନୂଆଦିଲ୍ଲୀର ସିଜିଓ କମ୍ଲେକ୍ସରେ ଥିବା ଡିପାର୍ଟମେଣ୍ଟ ଅଫ୍‌ ଇନ୍‌ଭେଷ୍ଟମେଣ୍ଟ ଆଣ୍ଡ ପବ୍ଲିକ୍‌ ଆସେଟ୍‌ ମ୍ୟାନେଜ୍‌ମେଣ୍ଟ(ଡିଆଇପିଏଏମ୍‌)କୁ ସାନିଟାଇଜ୍‌ କରାଯିବା ଲାଗି ସିଲ୍‌ କରିଯାଇଛି। ଏଥିସହ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ କରାଯାଇଛି। ତେବେ ୧୯୮୭ ବ୍ୟାଚ୍‌ର ଓଡ଼ିଶା କ୍ୟାଡର୍‌ ଆଇଏଏସ୍‌ ତୁହିନକାନ୍ତ ପୂର୍ବରୁ ରାଜ୍ୟ ଅର୍ଥ ସଚିବ, ଆବାସିକ କମିଶନର ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri