ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଚୋରି ଉଦ୍ୟମ

ଭଣ୍ଡାରିପୋଖରୀ,୨୯।୧୨(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବଜାରଠାରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ କାନ୍ଥ ଖୋଳି ଶନିବାର ବିଳମ୍ବିତ ରାତିରେ ଡକାୟତି ଉଦ୍ୟମ ହୋଇଥିବାବେଳେ ବ୍ୟାଙ୍କକୁ ଲାଗିଥିବା ସାବିତ୍ରୀ ପଲ୍ୟୁସନ୍‌ ଟେଷ୍ଟ ସେଣ୍ଟରର ବାଥ୍‌ରୁମ୍‌ ଗ୍ରୀଲ କାଟି ଭିତରେ ପଶି ଦୁର୍ବୃତ୍ତମାନେ ପ୍ରାୟ ୩/୪ ହଜାର ଟଙ୍କା ନେଇ ଫେରାର ହୋଇଯାଇଛନ୍ତି। ମାତ୍ର ବ୍ୟାଙ୍କରୁ କିଛି ନେଇ ପାରି ନ ଥିବା ଜଣାଯାଇଛି। ଏ ସମ୍ପର୍କରେ ଖବର ପାଇ ବ୍ୟାଙ୍କ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ସ୍ଥାନୀୟ ଲୋକେ ପୋଲିସକୁ ଜଣାଇବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବତନ୍ତ୍ର ସଚିବଙ୍କ ଭଦ୍ରକ ଗସ୍ତ: ଆଇନଶୃଙ୍ଖଳା, ପ୍ରଶାସନିକ ବ୍ୟବସ୍ଥା ସମ୍ପର୍କରେ କଲେ ଆଲୋଚନା

ଭଦ୍ରକ ଅଫିସ,୨୪ା୪: ଭଦ୍ରକ ଜିଲା ଗସ୍ତରେ ଆସି ସ୍ବତନ୍ତ୍ର ସଚିବ ଏସ୍‌କେ ଲୋହାନୀ ଶୁକ୍ରବାର ଜିଲାର ସ୍ଥିତି ସମୀକ୍ଷା କରିଛନ୍ତି। ସେହିଭଳି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ...

ଧରିତ୍ରୀ ପ୍ରଭାବ: ଚିକିତ୍ସା ପାଇଁ ସହାୟତା ରାଶି ପଠାଇଲେ ପ୍ରବାସୀ ଭାରତୀୟ

ବରଗଡ଼ ଅଫିସ୍‌,୧।୫- ନିଆଁରେ ପୋଡ଼ି ହୋଇ ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାଲପାଲି ଗ୍ରାମର ସୁଶୀଲ ଖମାରୀଙ୍କ ଶିଶୁକନ୍ୟା ରୁନି(୧୦) ଗୁରୁତର ଆହତ ହୋଇଛନ୍ତି...

ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର...

ନିହଲପ୍ରସାଦରେ ନଗଡ଼ାର ଚିତ୍ର: ସତ୍ୟ ଶଯ୍ୟାଶାୟୀ

ଢେଙ୍କାନାଳ ଅଫିସ, ୧୫।୯ – କଙ୍କାଳସାର ଶରୀର। ଗଣି ହୋଇଯାଉଛି ପଞ୍ଜରା। ଦେହସାରା ଗଭୀର କ୍ଷତ। ଉଠି ବସିବାକୁ ବଳ ନାହିଁ। ନିସ୍ତେଜ ହୋଇ ବିଛଣାରେ...

ଗୋପପୁରରେ ଗୁଣି ସନ୍ଦେହ: ୬ ଜଣଙ୍କୁ ମାଡ଼ ମାରି ଅଖାଦ୍ୟ ଖୁଆଇଲେ ଗ୍ରାମବାସୀ

ଖଲ୍ଲିକୋଟ,୨ା୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଚିକିଲି ପଞ୍ଚାୟତ ଗୋପପୁର ଦଳିତ ସାହିରେ ଗୁଣି ସନ୍ଦେହରେ ଗ୍ରାମବାସୀ ସୋମବାର ରାତିରେ ୬ ଜଣ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼...

ପ୍ରେମିକାଙ୍କ ଗର୍ଭପାତ କରାଇ ପ୍ରେମିକ ଗିରଫ

ବାଉଁଶୁଣୀ,୨୦।୩: ବୌଦ୍ଧ ଜିଲା ମନମୁଣ୍ଡା ଥାନା ଅଧୀନ ଶଗଡ଼ା ଫାଣ୍ଡି ଅଞ୍ଚଳର ଜଣେ ଯୁବତୀଙ୍କ ଗର୍ଭପାତ ମାମଲାରେ ପୋଲିସ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ୬...

ପରଲୋକରେ ପୂର୍ବତନ ବିଧାୟକ

ପାରଳାଖେମୁଣ୍ଡି,୧୨ା୧(ଡି.ଏନ୍‌.ଏ.): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ବିଜୟ କୁମାର ଜେନାଙ୍କ ୯୦ ବର୍ଷ ବୟସରେ ପରଲୋକ ହୋଇଛି। କିଛିଦିନ ହେଲା ସେ ଅସୁସ୍ଥ ଥିଲେ।...

୧୧ହଜାର ବସ୍ତା ସିମେଣ୍ଟ ଜବତ

କଟକ ଅଫିସ,୨୩ା୧୨: କଟକ ଜଗତ୍‌ପୁର ଅଞ୍ଚଳରେ ଥିବା ଏକ ସିମେଣ୍ଟ ଗୋଦାମ ଉପରେ ମଙ୍ଗଳବାର ପୋଲିସ ଚଢାଉ କରିଥିଲା। ସେଠାରୁ ପ୍ରାୟ ୧୦ ହଜାର ବସ୍ତା...

Advertisement
Archives

Model This Week