ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ସ୍ଥାନାନ୍ତରକୁ ବିରୋଧ: ଧାରଣାରେ ବସିଲେ ୪ ପଞ୍ଚାୟତର ଗ୍ରାମବାସୀ

ବାହାନଗା,୧୫।୯(ଡି.ଏନ୍‌.ଏ.): ବାଲେଶ୍ବର ଜଲା ବାହାନଗା ବ୍ଲକ ଅଞ୍ଜି ଗ୍ରାମରେ ଥିବା ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କକୁ ଅନ୍ୟତ୍ର ସ୍ଥାନାନ୍ତର ନେଇ ରବିବାର ୪ ଟି ପଞ୍ଚାୟତର ଗ୍ରାମବାସୀ ବ୍ୟାଙ୍କ ସମ୍ମୁଖ ଅଞ୍ଜି-ଖରାସ୍ତାପୁର ରାସ୍ତାରେ ଧାରଣାରେ ବସିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ଶାଖାକୁ ଅନ୍ୟତ୍ର ସ୍ଥାନାନ୍ତର ହେବା ନେଇ ଗ୍ରାମବାସୀ ଖବର ପାଇଥିଲେ। ଏ ନେଇ ସେମାନେ ରାସ୍ତା ଅବରୋଧ କରି ଧାରଣାରେ ବସିଛନ୍ତି। ଏହା ସହ ଶାଖା ପରିଚାଳକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରି ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ଦାବି କରିଛନ୍ତି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ସୋରର ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ ଡାକ୍ତରଙ୍କୁ ଅବହେଳା ଅଭିଯୋଗ: ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଦାବିପତ୍ର

ବାଲେଶ୍ୱର ଅଫିସ,୨୮।୫- ବାଲେଶ୍ୱର ଜିଲାରେ କାର୍ଯ୍ୟରତ ୪୨ ଆୟୁଷ ଡାକ୍ତରଙ୍କୁ ରାଜ୍ୟସରକାର ଅବହେଳା ପ୍ରଦର୍ଶନ କରିଥିବା ନେଇ ବୁଧବାର ପୂର୍ବାହ୍ନରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା....

ସାପକୁ ମାରି ମାଲିକଙ୍କ ପରିବାରକୁ ବଞ୍ଚାଇଲା ଡଗି

ଜୟପୁର,୧୨ା୧୧ (ନି.ପ୍ର/ଡ଼ି.ଏନ.ଏ): ନିଜ ଜୀବନକୁ ବାଜି ଲଗାଇ ୬ ପ୍ରାଣୀଙ୍କ ଜୀବନ ବଞ୍ଚାଇଛି ଘରର ପୋଷା କୁକୁର ଡଗି। ଏକ ବିଷଧର ନାଗ ସାପ ସହ...

ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ପୁରୀ ଅଫିସ,୧୬।୧: ଶ୍ରୀମନ୍ଦିରରେ ପହଞ୍ଚି ମହାପ୍ରଭୁଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ୭ ପ୍ରକଳ୍ପ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କୁ...

ଘାଟିରେ ଓଲଟିଲା ବିଜୁ ଗାଁ ବସ୍‌: ୧୨ ଯାତ୍ରୀ ଆହତ

କେନ୍ଦୁଝର, ୧୬ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ସୋମବାର ଏକ ବିଜୁ ଗାଁ ବସ୍‌ ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ...

ତଦନ୍ତ ବେଳେ ଛାତରୁ ଡେଇଁ କନ୍‌ଷ୍ଟେବଳ ଫେରାର

ବାରିପଦା ଅଫିସ,୧୨।୧: ମୟୂରଭଞ୍ଜ ଜିଲାରେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ନୀହାର ରଞ୍ଜନ ଦଣ୍ଡପାଟଙ୍କ ଘରେ ମଙ୍ଗଳବାର ସକାଳେ ଭିଜିଲାନ୍ସ ଚଢ଼ାଉ କରିଛି। ତେବେ ତଦନ୍ତ ଚାଲିଥିବା...

ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ଆଗୁଆ

ଭଦ୍ରକ ଅଫିସ,୨୩।୫: ଭଦ୍ରକ ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରଥମ ରାଉଣ୍ଡରେ ୧୭୦୬ ଭୋଟରେ ଆଗୁଆ ଥିବା ଜଣାପଡିଛି l ପ୍ରଥମ ରାଉଣ୍ଡରେ ବିଜେଡି ୪୩୪୨ ଭୋଟ...

ମା’ କନକଦୁର୍ଗା ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର ଅଫିସ,୨୮।୪: ବ୍ରହ୍ମପୁର ଶିଳ୍ପାଞ୍ଚଳ ପାର୍ଶ୍ୱ ଆଙ୍କୁଲିର ପ୍ରସିଦ୍ଧ ମା’ କନକ ଦୁର୍ଗା ଠାକୁରାଣୀ ଯାତ୍ରା ବୁଧବାର ରାତ୍ରରୁ ଆରମ୍ଭ ହୋଇଛି। ତେଣୁ ମହାନଗରର ୪୦ନଂ. ୱାର୍ଡ...

ସେତୁ ପାଲଟିଛି ମାଛ ମାର୍କେଟ

ଯାଜପୁର ଟାଉନ,୨୭ା୧୦(ଡି.ଏନ.ଏ.): ଏବେ ଯାଜପୁରଟାଉନର ସବୁଠାରୁ ବଡ଼ମାଛ ମାର୍କେଟ ହେଉଛି ଗାନ୍ଧୀଛକ ନିକଟସ୍ଥ କିଲ୍ଲାଘାଟ ସେତୁ। ଏ ସେତୁଟି ଉପରେ ଭଦ୍ରକ ଜିଲା ସମେତ ପଣସା...

Advertisement
Archives

Model This Week