ଓଡ଼ିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର,୧୧ା୬(ବ୍ୟୁରୋ) : ଗୁରୁବାର ଓଡ଼ିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ବୁଧବାର ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳରେ ପହଞ୍ଚିପାରେ। ଏହି ସମୟରେ ପୂର୍ବକେନ୍ଦ୍ରୀୟ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଯିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦେଇଛି। ଚଳିତବର୍ଷ ରାଜ୍ୟରେ ସ୍ବାଭାବିକ ମୌସୁମୀ ବର୍ଷା ହେବ। ବର୍ଷାର ପରିମାଣ ୧୦୩ ପ୍ରତିଶତ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଗାଡ଼ି ଚାଳକଙ୍କ ପାଇଁ ବଡ଼ ଘୋଷଣା କଲେ ରାଜ୍ୟ ସରକାର: କମିଲା PUCC ଫାଇନ୍‌

ଭୁବନେଶ୍ୱର, ୨।୯: ଗାଡ଼ି ଚାଳକଙ୍କ ପାଇଁ ବଡ଼ ଆଶ୍ୱସ୍ତିକର ଖବର। PUCC ଜରିମାନା କମାଇଲେ ରାଜ୍ୟ ସରକାର। ପ୍ରଦୂଷଣ ସାର୍ଟିଫିକେଟ ନ ଥିଲେ କଟାଯାଉଥିବା ୧୦ ହଜାର…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

ଫାଇନ୍‌ରେ ଟ୍ରାଫିକ ନିୟନ୍ତ୍ରଣ, ହେଉନି ସ୍ଥାୟୀ ପ୍ରତିକାର

ବରଗଡ଼,୨।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ସମେତ ଜିଲାରେ ଟ୍ରାଫିକ ସମସ୍ୟା ଚରମସୀମାରେ ପହଞ୍ଚତ୍ଛି। ସହରସ୍ଥିତ ଯେଉଁ ରାସ୍ତାକୁ ଦେଖିଲେ ଏହା ଜଳଜଳ ହୋଇ ଦିଶୁଛି। କେଉଁଠି ବେଆଇନ ପାର୍କିଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri