ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ ଅନ୍ୟାନ୍ୟ ଗୋଟିଏ ଆସନରେ ଆଗରେ ରହିଛି।
ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ ଅନ୍ୟାନ୍ୟ ଗୋଟିଏ ଆସନରେ ଆଗରେ ରହିଛି।
ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…
ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…
ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…
ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…
ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…
ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…
ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…
ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…