ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ୍‌ ଲୋକାର୍ପିତ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଓଡ଼ିଶା ସରକାରୀ ମୁଦ୍ରଣାଳୟର ଇ-ବାଣିଜ୍ୟ ପୋର୍ଟାଲ ମଙ୍ଗଳବାର ଅପରାହ୍ନରେ ଲୋକାର୍ପିତ ହୋଇଛି ା କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ଏହି ପୋର୍ଟାଲ୍‌କୁ ଲୋକାର୍ପଣ କରିଛନ୍ତି ା ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଜି. ଶ୍ରୀନିବାସ ଓ ସରକାରୀ ମୁଦ୍ରଣାଳୟର ନିର୍ଦ୍ଦେଶକ ମହେନ୍ଦ୍ର ପ୍ରତାପ ଇ-ବାଣିଜ୍ୟ ପୋର୍ଟାଲର ଉପାଦେୟତା ସମ୍ପର୍କରେ ଆଲୋକପାତ କରିଛନ୍ତି। ଓଡ଼ିଶା ସରକାରଙ୍କର ୫-ଟି ପ୍ରୟାସ ଅନୁଯାୟୀ ସରକାରୀ ମୁଦ୍ରଣାଳୟରେ ପ୍ରଚଳିତ ବିକ୍ରିବଟାକୁ ବୈଷୟିକ ଜ୍ଞାନ ପ୍ରୟୋଗକ୍ରମେ ଆଧୁନିକ ପ୍ରଣାଳୀରେ ପରିବର୍ତ୍ତନ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି ା ଏଥିରେ ସରକାରୀ ଡାଇରି, କ୍ୟାଲେଣ୍ଡର ଓ ଅନ୍ୟାନ୍ୟ ସରକାରୀ ଛାପା ବହି ବିକ୍ରି କରାଯିବ ା ଏଥିନିମନ୍ତେ ସରକାରୀ ମୁଦ୍ରଣାଳୟ ଏକ ଇ-ବାଣିଜ୍ୟ ପୋର୍ଟାଲ www.ogpress.nic.in ଆରମ୍ଭ ହୋଇଯାଇଛି ା ଜନସାଧାରଣ ଅନ୍‌ଲାଇନ୍‌ ମାଧ୍ୟମରେ ଦେୟ ପୈଠ କରି ଯେକୌଣସି ସ୍ଥାନରେ ଏବଂ ସମୟରେ ଏହିସବୁ ସାମଗ୍ରୀ ପାଇ ପାରିବେ ା


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୫ ଜୀବନ

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଶନିବାର ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ କିନ୍ତୁ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୫...

ଅବପାତର ରୂପ ନେଲା ଲଘୁଚାପ: ଭୟଙ୍କର ହେଉଛି ବାତ୍ୟା ‘ଅମ୍ଫନ’

ଭୁବନେଶ୍ୱର, ୧୬।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ପୂର୍ବାହ୍ନରେ ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ପଶ୍ଚିମବଙ୍ଗର ଦୀଘାଠାରୁ ୧୨୫୦ କିମି ଏବଂ ପାରାଦୀପ ଠାରୁ ୧୧୦୦...

ୟୁସି ଦେବାରେ ଓଡ଼ିଶା ବିଫଳ

ନୂଆଦିଲ୍ଲୀ, ୨୩ା୭: ଓଡ଼ିଶା ସରକାର ପୂର୍ବବର୍ଷ ପାଇଥିବା ଅନୁଦାନର ବିନିଯୋଗ ପ୍ରମାଣପତ୍ର (ୟୁସି) କେନ୍ଦ୍ର ନିକଟରେ ଦାଖଲ କରିବାରେ ବିଫଳ ହୋଇଛନ୍ତି। ଏଥିଯୋଗୁ ୨୦୨୧-୨୨ ଆର୍ଥିକ...

ବସ୍ତିବାସିନ୍ଦାଙ୍କ ପାଇଁ ୨୫% ପୌର ବଜେଟ: ୨୦ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୧୩।୮(ବ୍ୟୁରୋ): ସହରାଞ୍ଚଳ ବସ୍ତିବାସିନ୍ଦାଙ୍କ ପାଇଁ ପୌରସଂସ୍ଥାଗୁଡ଼ିକ ମୌଳିକ ସେବା ସହିତ ଭିତ୍ତିଭୂମି ଯୋଗାଇଦେବେ। ଏନେଇ ପୌରସଂସ୍ଥା ସେମାନଙ୍କ ବାର୍ଷିକ ବଜେଟର ୨୫ ପ୍ରତିଶତ ବ୍ୟୟ ବରାଦ...

ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ...

କେରଳ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଭେଟିଲେ ଓଏସ୍‌ଡିଏ ଅଧ୍ୟକ୍ଷ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣ (ଓଏସ୍‌ଡିଏ) ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ଶୁକ୍ରବାର କେରଳ ସ୍ବାସ୍ଥ୍ୟ ମନ୍ତ୍ରୀ କେ.କେ. ଶୈଳଜା ଟିଚରଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ...

ଖାକିରେ ଦାଗ: ଏସ୍‌ଆଇ ନିଲମ୍ବିତ, ୨ ହୋମ୍‌ଗାର୍ଡ ଗିରଫ

ମାଲକାନଗିରି,୩୦।୮(ସ୍ବ.ପ୍ର.): ଖାକି ପୋଷାକରେ ଦାଗ। ଗଞ୍ଜେଇ ବ୍ୟବସାୟୀଙ୍କଠାରୁ ଜୋରଜବରଦସ୍ତି ଟଙ୍କା ଆଦାୟ ମାମଲାରେ ଏସ୍‌ଆଇ ନିଲମ୍ବିତ ଓ ଏଏସ୍‌ଆଇଙ୍କ ନାମରେ ମାମଲା ରୁଜୁ , ୨...

ରାସ୍ତା ଉପରେ ପରିବା ବିକ୍ରି, ରହୁନି ଡଷ୍ଟବିନ୍‌

ଛତ୍ରପୁର,୧୨ା୨(ଡି.ଏନ.ଏ.)-ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ମଙ୍ଗଳବାର ସନ୍ଧ୍ୟାରେ ଅଚାନକ ସାଇକେଲରେ ଛତ୍ରପୁର ଏନ୍‌ଏସି ବୁଲିଥିଲେ। ମଦ ଦୋକାନଠାରୁ ଆରମ୍ଭ କରି ଚା ଦୋକାନ, ପରିବା,...

Advertisement
Archives

Model This Week