Posted inଖେଳ

ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ଆର୍ଯ୍ୟନ

ଭୁବନେଶ୍ୱର, ୨୭।୨(କ୍ରୀଡ଼ା ପ୍ରତିନିଧି)-
ରାଜ୍ୟର ଉଦୀୟମାନ ହ୍ୟାଣ୍ଡବଲ ପ୍ରତିଭା ଆର୍ଯ୍ୟନ ବ୍ରାହ୍ମିନ ଜୁନିୟର ସ୍ତରରେ ଚମତ୍କାର ପ୍ରଦର୍ଶନର ପୁରସ୍କାର ପାଇଛନ୍ତି। ତାଙ୍କୁ ଓଡ଼ିଶା ସିନିୟର ହ୍ୟାଣ୍ଡବଲ ଦଳରେ ସାମିଲ କରାଯାଇଛି। ଚଳିତମାସ ୨୯ରୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ବିହାରରେ ହେବାକୁଥିବା ପୂର୍ବାଞ୍ଚଳ ମହିଳା ଓ ପୁରୁଷ ହ୍ୟାଣ୍ଡବଲ ପ୍ରତିଯୋଗିତାରେ ଓଡ଼ିଶା ପୁରୁଷ ସିନିୟର ଦଳରୁ ପ୍ରତିନିଧିତ୍ୱ କରିବେ। ଗୁରୁବାର ଆର୍ଯ୍ୟନ କଟକରୁ ଓଡ଼ିଶା ଦଳ ସହ ବିହାର ଯାତ୍ରା କରିଛନ୍ତି। ଅପର୍ଣ୍ଣା ଓ ଗୌରୀ ଶଙ୍କର ମିଶ୍ରଙ୍କ ପୁତ୍ର ଆର୍ଯ୍ୟନ ୨୦୧୫ରୁ ଜାତୀୟ ସବ୍‌ଜୁନିୟର ଓ ଜୁନିୟର ଦଳରେ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରି ଆସୁଛନ୍ତି। ଏହା ବ୍ୟତୀତ ୨୦୧୮ରୁ ଜୁନିୟର ସ୍ତରରେ ଭାରତୀୟ ଦଳରୁ ପ୍ରତିନିଧିତ୍ୱ କରି ଆସୁଛନ୍ତି। ୨୦୦୪ ମାର୍ଚ୍ଚ ୧୦ରେ ଜନ୍ମିତ ଆର୍ଯ୍ୟନ ପ୍ରଥମଥରପାଇଁ ସିନିୟର ଦଳରେ ଖେଳିବାର ସୁଯୋଗ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମ୍ୟାଚ ପୂର୍ବରୁ ବାଂଲାଦେଶକୁ ଝଟକା, ପୂରା ଟୁର୍ନାମେଣ୍ଟରୁ ବାଦ୍‌ ପଡିଲେ ଏହି ଖେଳାଳି

ଢାକା,୩୦।୮: ଆଜିଠାରୁ ଏସିଆ କପ ୨୦୨୩ ଆରମ୍ଭ ହେଉଛି। ଓପନିଂ ମ୍ୟାଚ ନେପାଳ ଏବଂ ପାକିସ୍ତାନ ମଧ୍ୟରେ ମୁଲତାନ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି...

୫ ଫ୍ରାଞ୍ଚାଇଜିରୁ ଆୟ ୪,୬୬୯ କୋଟି

ମୁମ୍ବାଇ,୨୬ା୧(ପି.ଟି.): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ ବୁଧବାର ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ପାଇଁ ନିଲାମୀ କରାଯାଇଛି। ୫ଟି ମହିଳା ଦଳର ନିଲାମୀ...

ଏନ୍‌ସିବିର ପ୍ରତ୍ୟେକ୍ଷଦର୍ଶୀଙ୍କ ପାଇଁ ଲୁକଆଉଟ୍‌

ପୁଣେ,୧୪।୧୦: କ୍ରୁଜ ଯାହଜରୁ ଡ୍ରଗ୍ସ ଜବତ ମାମଲାରେ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଅନ୍ୟତମ ସ୍ବାଧୀନ ପ୍ରତ୍ୟେକ୍ଷଦର୍ଶୀ କେ ପି ଗୋସାବିଙ୍କୁ ଖୋଜୁଛି ପୁଣେ ପୋଲିସ।...

କ୍ୱାର୍ଟର ଫାଇନାଲରେ ଚେନ୍ନାଇନ

ଗୁଆହାଟୀ, ୧୫।୮: ଚେନ୍ନାଇନ୍‌ ଏଫ୍‌ସି ପ୍ରଥମ ଦଳଭାବେ ଚଳିତ ଡୁରାଣ୍ଡ କପ୍‌ ଫୁଟବଲ ଟୁର୍ନାମେଣ୍ଟର ନକ୍‌ଆଉଟରେ ପ୍ରବେଶ କରିଛି। ସୋମବାର ଅନୁଷ୍ଠିତ ଗ୍ରୁପ୍‌ ‘ଏ’ର ଏକ...

ତିନି ବର୍ଷରେ ଦ୍ୱିତୀୟ ଥର; ରାଇନାଙ୍କ ବିନା ଫିକା ପଡ଼ିଲା …

ମୁମ୍ବାଇ,୧୩।୫: ଏଯାବତ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୩ଟି ସିଜନ ଖେଳିସାରିଛି ଚେନ୍ନାଇ ସୁପର କିଙ୍ଗ୍ସ। ଏଥିରୁ ୨ ଥର ଦଳ ପ୍ଲେ-ଅଫ୍‌ ଖେଳିବାରୁ ବଞ୍ଚିତ ହୋଇଛି।...

ଝିଅକୁ ବଡ଼ ଉପହାର ଦେଲେ ଜାଡେଜା

ୟୁଏଇ,୨୭।୯: ଆଇପିଏଲ ୨୦୨୧ର ଦ୍ୱିତୀୟ ପର୍ଯ୍ୟାରେ ଚେନ୍ନାଇ ସୁପର କିଙ୍ଗ୍ସର ବିଜୟ ଧାରା ଜାରି ରହିଛି। ଧୋନୀଙ୍କ ଦଳ କ୍ରମାଗତ ୩ ମ୍ୟାଚ ଜିତି ପଏଣ୍ଟ...

‘ଆଗ ବିରାଟ-ରୋହିତଙ୍କୁ ଆଉଟ୍‌ କର, ଅଧା ଭାରତୀୟ ଟିମ୍‌ ସଫା’

ନୂଆଦିଲ୍ଲୀ,୧୬।୯: କେବଳ ଭାରତରେ ନୁହେଁ ବିଶ୍ୱ କ୍ରିକେଟରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଦୁଇଜଣ ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ଅଟନ୍ତି। ଉଭୟ କ୍ରିକେଟର ତିନୋଟି ଫର୍ମାଟରେ...

ଆଇପିଏଲ୍‌: ଦିଲ୍ଲୀ ସାମ୍ନାରେ ୧୬୩ ରନ୍‌ ଟାର୍ଗେଟ୍‌ ରଖିଲା ହାଇଦ୍ରାବାଦ୍‌

ଆବୁଧାବି, ୨୯।୯: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣର ୧୧ତମ ମୁକାବିଲାରେ ମଙ୍ଗଳବାର ଦିଲ୍ଲୀ କ୍ୟାପିଟାଲ୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ପରସ୍ପର ସାମ୍ନା ସାମ୍ନି ହୋଇଛନ୍ତି। ସ୍ଥାନୀୟ ଶେଖ୍‌...

Advertisement
Archives

Model This Week