ପାତ୍ରପୁର,୨ା୪ (ଡି.ଏନ.ଏ.): ରାଜ୍ୟରେ କରୋନା ସଂକ୍ରମଣ ରୋକିବା ନିମନ୍ତେ ଆନ୍ଧ୍ର- ଓଡ଼ିଶା ସୀମା ସିଲ୍ କରାଯାଇଛି। ବାହାର ରାଜ୍ୟର କେହି ଯେଭଳି ଲୁଚାଛପାରେ ନ ଆସିପାରିବେ ସେଥିପ୍ରତି ତୀକ୍ଷଣ ନଜର ରଖାଯାଇଛି। ଗୁରୁବାର ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ସୀମାନ୍ତ ବଳରାମପୁର ଫାଟକରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଜାତୀୟ ରାଜପଥରେ ଆସୁଥିବା କ୍ଷୀର, ଗ୍ୟାସ ଓ ରାଶନ ସାମଗ୍ରୀ ବୋଝେଇ କରି ଆସୁଥିବା ଟ୍ରକକୁ ଯାଞ୍ଚ କରି ଓଡ଼ିଶା ସୀମାକୁ ଛାଡ଼ିବା ପାଇଁ ଫାଟକରେ ଥିବା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଯଦି କୌଣସି ଲୋକ ଓଡ଼ିଶାରେ ପ୍ରବେଶ କରୁଛନ୍ତି, ତୁରନ୍ତ ସେମାନଙ୍କ ନାମ ପଞ୍ଜୀକରଣ କରି ରୋଲାଣ୍ଡ କଲେଜକୁ ସ୍ଥାନାନ୍ତର ପାଇଁ ଡିଆଇଜି ନିର୍ଦ୍ଦେଶ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, ଗଞ୍ଜାମ View All
କଫସିରପ ଚାଲାଣର ପର୍ଦ୍ଦାଫାଶ କଲା ଦୁର୍ଘଟଣା, ତଳେ ପଡି ଗୋଟାଉଥିବା ବେଳେ ମାଡିବସିଲେ ଲୋକେ
ବଲାଙ୍ଗୀର,୧୩।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଦିନକୁ ଦିନ କଫସିରଫ ବେପାର ବଢିବାରେ ଲାଗିଛି l କଫସିରପ ମାଫିଆମାନେ ବିଭିନ୍ନ ସମୟରେ ବଡ଼ ବଡ଼ ଚାରିଚକିଆ…
ରାସ୍ତା କଡ଼ରୁ ମିଳିଲା ମଣିଷ କଙ୍କାଳ, ଧଳା ଅଖାରେ କିଏ ଫିଙ୍ଗିଲା?
ବାରଙ୍ଗ,୧୩।୪(ଲିଙ୍ଗରାଜ ରାଉତ): ଖୋର୍ଦ୍ଧା ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ଗ୍ରାମ ନିକଟରେ ଚାଞ୍ଚଲ୍ୟ । ସୋମବାର ଦିନ ନିକଟସ୍ଥ ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତା…
ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍
ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…
ପ୍ରଥମେ ୫୦% ଟାରିଫ୍ ଧମକ, ଆଉ ଏବେ… ଇରାନ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ନୂଆ ରଣନୀତି
ଓ୍ବାଶିଂଟନ୍,୧୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବର୍ତ୍ତମାନ ବୃଦ୍ଧି ପାଉଥିବାବେଳେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନ୍ୟ ଏକ କ୍ଷେତ୍ରରେ ଚାଇନା ସହିତ ଏକ ନୂତନ…
ଡାବୁଗାଁ ବନ ବିଭାଗର ଚଢାଉ: କଲରାପତରିଆ ବାଘ ଛାଲ ଜବତ, ୫ ଗିରଫ
ନବରଙ୍ଗପୁର,୧୩।୪( ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଡାବୁଗାଁ ବନ ବିଭାଗକୁ ସୋମବାର ଏକ ବଡ଼ ସଫଳତା ମିଳିଛି । ନବରଙ୍ଗପୁର ବନଖଣ୍ଡ ଅଧିକାରୀ ଶୁଭେନ୍ଦୁ ପ୍ରାସାଦ ବେହେରାଙ୍କ…
ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….
ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ…
ସୋସିଆଲ ମିଡିଆରେ ବିବାଦୀୟ ଫଟୋ ପୋଷ୍ଟ କଲେ ଟ୍ରମ୍ପ, ଯୀଶୁ ଖ୍ରୀଷ୍ଟଙ୍କ ରୂପରେ ଆସିଲେ ନଜର
ଓ୍ବାଶିଂଟନ,୧୩ା୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟାଥୋଲିକ ଚର୍ଚ୍ଚ ପ୍ରତି ତାଙ୍କର ସମାଲୋଚନାକୁ ଏକ ନୂତନ ସ୍ତରକୁ ନେଇଯାଇଛନ୍ତି । ପୋପ୍ ଲିଓଙ୍କୁ ସମାଲୋଚନା କରିବାର କିଛି…
ଦଣ୍ଡନାଚରେ ଗୋଷ୍ଠୀ ସଂଘର୍ଷ: ଗୋଟିଏ ପରିବାରର ୩ ଜଣଙ୍କୁ
ଆସିକା,୧୩।୪(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଶନିବାର ରାତିରେରେ ଦଣ୍ଡନାଚ ଚାଲିଥିଲା ବେଳେ ଗଣ୍ଡଗୋଳ ହୋଇଥିଲ। ଏହି ଗଣ୍ଡଗୋଳରେ ଗୋଟିଏ…
Archives

