ଓଡ଼ିଶୀ ନୃତ୍ୟରେ ଦର୍ଶକ ବିମୋହିତ

ରାଇକିଆ ୧୧।୨(ଡିଏନଏ)-କନ୍ଧମାଳ ଜିଲା ରାଇକିଆଠାରେ ଚାଲିଥିବା ରାଇକିଆ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାର ମୁଖ୍ୟ ଆକର୍ଷଣ ସାଜିଥିଲା ସ୍ଥାନୀୟ କଳାକାରମାନଙ୍କ ଦ୍ୱାରା ଓଡିଶୀ ନୃତ୍ୟ। ଏଥିସହ ବ୍ରହ୍ମପୁର ରୟାଲ ଗ୍ରୁପ୍‌ ଏବଂ ବଲାଙ୍ଗୀରରୁ ଆସିଥିବା କଳାକାରଙ୍କ ଲୋକନୃତ ଦର୍ଶକଙ୍କ ମନ ମୋହିଥିଲେ। ପୂର୍ବରୁ ବ୍ଲକ ଅଧ୍ୟକ୍ଷା ମାନିନି ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମ ପ୍ରାରମ୍ଭରେ ଅତିଥି ଭାବେ ଜିଲା ପ୍ରକଳ୍ପ ନିର୍ଦ୍ଦେଶକ ବିଶ୍ବନାଥ ବାରିକ, ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ରଣଜିତ, ବାଲିଗୁଡା ଉପ ଜିଲାପାଳ ଦେବେନ୍ଦ୍ର ନନ୍ଦ, ବିଡିଓ ପ୍ରବୀଣ କୁମାର ବାଣୁଆ, ଜିଲା ପରିଷଦ ସଭ୍ୟ ମୃତ୍ୟୁଞ୍ଜୟ ପାତ୍ର, ସଭ୍ୟା ଝୁଲିମା ଦଳ ବେହେରା, ସରପଞ୍ଚ ପଞ୍ଚୁ ପ୍ରଧାନ, ସୁଷମା ପ୍ରଧାନ, ରଶ୍ମିତା ପ୍ରଧାନ, ଭିକାରୀ ମଲ୍ଲିକ, ଦୁନିଆ ମଲ୍ଲିକ, ସମିତି ସଭ୍ୟା କ୍ରିଷ୍ଣାପ୍ରିୟା ପ୍ରଧାନ ପ୍ରମୁଖ ଯୋଗ ଦେଇ ଥିଲେ। କୃତିତ୍ୱ ଅର୍ଜନ କରିଥିବା ବିଭିନ୍ନ ସ୍ବୟଂ ସହାୟକ ଗ୍ରୁପ୍‌ ସଦସ୍ୟଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ...

ଓଡ଼ିଶାରୁ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱ: ଅସମାହିତ ପ୍ରଶ୍ନର ସମାହାର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): ରାଜନୀତିରେ ସବୁକିଛି ସମ୍ଭବ। ଏଠି କେହି କାହାର ଚିର ଶତ୍ରୁ କିମ୍ବା ମିତ୍ର ନୁହନ୍ତି। ରାଜ୍ୟରେ ଖାଲିଥିବା ୩ଟି ରାଜ୍ୟ ସଭା ଆସନ...

ସର୍ବଦଳୀୟ ବୈଠକ ଡାକିଲେ ନିର୍ବାଚନ କମିଶନ

ଭୁବନେଶ୍ୱର,୨୮।୧୦(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୬ ତାରିଖରେ ସର୍ବଦଳୀୟ ବୈଠକ ବସିବ। ଏ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ବୁଧବାର ସମସ୍ତ...

ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି

ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ପ୍ରଦୂଷଣ ବଢ଼ାଉଛି ଇଟାଭାଟି ଧୂଆଁ

କେନ୍ଦ୍ରାପଡ଼ା ଅଫିସ, ୧୦ା୩: ମାର୍ଚ୍ଚ ମାସ ଆରମ୍ଭରୁ ତାତି ଅସହ୍ୟ ହେଲାଣି। ଏବେ ଦିନ ବେଳା ସର୍ବୋଚ୍ଚ ୩୮ ଡିଗ୍ରୀ ସେଲ୍‌ସିୟସକୁ ତାତି ଛୁଇଁଥିବା ବେଳେ...

ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ...

ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ...

ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତିଙ୍କ ପରଲୋକ

କଟକ ଅଫିସ,୧୫।୯: ପ୍ରଖ୍ୟାତ ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତି(୯୦)ଙ୍କର ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଦୁଇଦିନ ତଳେ ମଙ୍ଗଳାବାଗର ଏକ...

Advertisement
Archives

Model This Week