ଓଡିଆ ପ୍ରବାସୀଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ; ୬ ଗୁରୁତର

ବଇଣ୍ଡା,୧୪।୫(ଡି.ଏନ୍‌.ଏ.)-ଅନୁଗୋଳ ଜିଲା ବଇଣ୍ଡା-ଆଠମଲ୍ଲିକ ପୂର୍ତ୍ତବିଭାଗ ରାସ୍ତାର ଠାକୁରଗଡ଼ ଥାନା ଷୋଳପଦା କଲେଜ ପରିସରରେ ଆନ୍ଧ୍ରରୁ ଫେରନ୍ତା ଓଡ଼ିଆ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ଏକ ଉଇଁଗର ଗାଡ଼ି ଗୁରୁବାର ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ ଜଣ ଗୁରୁତର ହୋଇଥିବାବେଳେ ୯ ଜଣ ସାମାନ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଠାକୁରଗଡ଼ ପୋଲିସ ଉଦ୍ଧାର କରି ଚିକିତ୍ସା ପାଇଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି। ସମସ୍ତ ପ୍ରବାସୀଙ୍କ ଘର ଅନୁଗୋଳ ଜିଲାରେ ବୋଲି ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ...

ଗୁରୁ ଶିଷ୍ୟ ସମ୍ପର୍କ ନିବିଡ଼ ହେଉ

ବଇଣ୍ଡା,୨୦।୭(ଡି.ଏନ.ଏ.): ଶିଶୁଙ୍କୁ ଭଲ ମଣିଷ କରିବା ପାଇଁ ଶିକ୍ଷକ ସମାଜର ଭୂମିକା ଅଧିକ ଗୁରୁତ୍ୱପୂର୍ଣ୍ଣ। ସବୁବେଳେ ଗୁରୁଙ୍କୁ ସମ୍ମାନ ଦିଆଯାଉ। ଗୁରୁ-ଶିଷ୍ୟ ସମ୍ପର୍କ ନିବିଡ଼ ହେଲେ...

୭ ସପ୍ତାହ ଧରି କୋଇଲା ସଙ୍କଟ; ନାଲ୍‌କୋର ୮୦ ପଟ୍‌ ବନ୍ଦ

ବଅଁରପାଳ, ୧୭।୧୦ (ଡି.ଏନ୍‌.ଏ.)  ଅନୁଗୋଳ ଜିଲାରେ ଥିବା ନବରତ୍ନ ପ୍ରାପ୍ତ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋ ବିଦ୍ୟୁତ୍‌ ପ୍ରକଳ୍ପରେ କୋଇଲା ସଙ୍କଟ ଲାଗି ରହିଛି। ଗତ ୭ ସପ୍ତାହ...

ସାତକୋଶିଆରେ ୧୮୪୫ ପିଆଇପି, ୨୪୬ ଟ୍ରାଞ୍ଜାକ୍ଟ ଲାଇନ:ବାଘ ସର୍ବେକ୍ଷଣ ଆରମ୍ଭ

ବନ୍ତଳା,୧୭ା୧୨(ଡି.ଏନ.ଏ.) ଅନୁଗୋଳ ଜିଲା ଆଞ୍ଚଳିକ ବନ ସଂରକ୍ଷଣ ଅଧୀନରେ ଥିବା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ସୋମବାରଠାରୁ ତୃଣଭୋଜି ଓ ମାଂସାସୀ ପ୍ରାଣୀଙ୍କ ସର୍ବେକ୍ଷଣ ଆରମ୍ଭ ହୋଇଛି।...

ଦାବି ପୂରଣ କରା ନ ଗଲେ ୨୧ରୁ ଆନ୍ଦୋଳନ

ତାଳଚେର,୧୯ା୧(ନି.ପ୍ର.) – ତାଳଚେର ପୌରାଞ୍ଚଳ ଦେଉଳବେଡା ତେଲିସାହିରେ ମାଟି ଦବିବା ଘଟଣାକୁ ନେଇ ହୋଇଥିବା ଦ୍ୱିପାକ୍ଷିକ ନିଷ୍ପତ୍ତି କାର୍ଯ୍ୟକାରୀ ନ ହେବା ପ୍ରତିବାଦରେ ଶନିବାର କ୍ଷତିଗ୍ରସ୍ତ...

ହେଭି ଭେହିକିଲ୍‌ରେ ସ୍ଥାନାନ୍ତର ହେବ ନରହନ୍ତା ଦନ୍ତା

ତାଳଚେର,୨୨ା୧(ନି.ପ୍ର.) – ଅନୁଗୋଳ ଜିଲା ତାଳଚେର ରେଞ୍ଜ ଅଞ୍ଚଳରେ ଦୀର୍ଘଦିନ ଧରି ଉପଦ୍ରବ ଚଳାଇଥିବା ନରହନ୍ତା ଦନ୍ତା ହାତୀକୁ ସୋମବାର ବନ ବିଭାଗ ଟ୍ରାଙ୍କୁଲାଇଜ କରିବାରେ...

ନାତୁଣୀକୁ ମାଡ଼ ମାରି ଜେଜେ ମା’ ଗିରଫ

ବନ୍ତଳା, ୫।୮(ଡି.ଏନ.ଏ.) ୩ ବଷର୍ର୍ର ନାତୁଣୀକୁ ମାଡ଼ ମାରିବା ଓ ଦୀର୍ଘ ସମୟ ଘରେ ତାଲା ପକାଇ ରଖିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜେଜେ ମା’। ଏଭଳି...

ଅଗ୍ନିକାଣ୍ଡରେ ଜଳିଗଲା ଦୋକାନ

ବଇଣ୍ଡା,୨୮।୫(ଡି.ଏନ.ଏ.)- କିଶୋରନଗର କଲେଜ ନିକଟରେ ମହେଶ୍ୱର ସାହୁଙ୍କର ଚାଳ ଛପର ଦୋକାନଟି ମଙ୍ଗଳବାର ଜଳିଯାଇଛି। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବାବେଳେ ବିଦ୍ୟୁତ୍‌ ସର୍ଟସର୍କିଟ ଯୋଗୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *