ଭୂମିକମ୍ପରେ ଥରିଲା ରାୟଗଡା

ଭୁବନେଶ୍ୱର,୨୨।୬(ବ୍ୟୁରୋ)-ରାୟଗଡା ଜିଲାର କାଶୀପୁର ଅଞ୍ଚଳରେ ସୋମବାର ଭମିକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପର ତୀବ୍ରତା ରିକ୍ଟରସ୍କେଲରେ ୩.୬ ଥିବା ଆକଳନ କରାଯାଇଛି।

କିଛି ସମୟ ପାଇଁ ଜିଲାର କିଛି ଅଞ୍ଚଳ ଥରିଥିବା ଜଣାପଡ଼ିଛି। ଅପରାହ୍ନ ୪ଟା ୪୦ ମିନିଟରେ ଏହି ଭମିକମ୍ପ ହୋଇଛି। ଏ ନେଇ ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପୁଟରେ କଙ୍ଗାରୁ କୋର୍ଟ

ନୟାଗଡ଼ ଅଫିସ,୧୦।୬: ନୟାଗଡ଼ ଜିଲା ଶରଣକୂଳ ଥାନା ବଡ଼ପୁଟ ଗାଁରେ ବ୍ୟକ୍ତିଗତ ଜମିରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ...

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ...

ମଧୁସ୍ମିତା ଆଚାର୍ଯ୍ୟଙ୍କୁ ମେୟର ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି । ମଧୁସ୍ମିତା ଆଚାର୍ଯ୍ୟଙ୍କୁ ପ୍ରାର୍ଥୀ କରିଛି ଦଳ। ଏ ନେଇ ଶୁକ୍ରବାର...

କରୋନା ଗୀତକୁ ନେଇ କମେଣ୍ଟ, ପେଟ୍ରୋଲ ପମ୍ପରେ ମାରପିଟ୍‌

କଟକ ରୋଡ,୧୯।୩ (ଡି.ଏନ୍‌.ଏ.): କରୋନା ଗୀତକୁ କେନ୍ଦ୍ରକରି ମଙ୍ଗଳବାର ରାଜଧାନୀର ଏକ ପେଟ୍ରୋଲ ପମ୍ପରେ ଯୁବତୀ ଓ ଯୁବକମାନଙ୍କ ମଧ୍ୟରେ ମାରପିଟ୍‌ ହୋଇଛି। ଏହି ଘଟଣାରେ...

ମହର୍ଷି କଲେଜ ନିକଟରେ ନିଶାସକ୍ତଙ୍କ ଆତଙ୍କ ଘଟଣା: ୩ ଦିନ ପରେ ବି ପୋଲିସ ହାତ ଖାଲି

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଶହୀଦନଗର ଥାନା ଅଧୀନ ମହର୍ଷି କଲେଜ ନିକଟରେ ଗତ ବୁଧବାର ସନ୍ଧ୍ୟାରେ ୧୫ରୁ ଊର୍ଦ୍ଧ୍ୱ ନିଶାସକ୍ତ ଯୁବକ ଆତଙ୍କ ଖେଳାଇଥିଲେ। ରାସ୍ତାରେ ଯାଉଥିବା ପଥଚାରୀଙ୍କୁ...

ପାରାଦୀପ ବନ୍ଦର: ୧୧୬.୧୩ ମିଲିଅନ ଟନ୍‌ ପଣ୍ୟ କାରବାର

ପାରାଦୀପ,୨ା୪(ସ୍ବ.ପ୍ର.): ବିଶ୍ୱ ବଜାରରେ ଲୁହାପଥର କାରବାର କ୍ଷେତ୍ରରେ ମାନ୍ଦାବସ୍ଥା, କରୋନା ମହାମାରୀ ଭଳି ନକାରାତ୍ମକ କାରବାର ସତ୍ତ୍ୱେ ୨୦୨୧-୨୨ ଆର୍ଥିକ ବର୍ଷରେ ପାରାଦୀପ ବନ୍ଦର ରେକର୍ଡ...

ବାଲୁଖଣ୍ଡ ଅଭୟାରଣ୍ୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ନଭେମ୍ବର ସୁଦ୍ଧା ପ୍ରକୃତି ନିବାସକୁ କାର୍ଯ୍ୟକ୍ଷମ କର

ଭୁବନେଶ୍ୱର, ୧ା୯(ବ୍ୟୁରୋ): ବାଲୁଖଣ୍ଡ ଅଭୟାରଣ୍ୟ ମଧ୍ୟରେ ନୂଆନଈଠାରେ ଅବସ୍ଥିତ ପ୍ରକୃତି ନିବାସ ବାତ୍ୟା ‘ଫନୀ’ ରେ କ୍ଷତିଗ୍ରସ୍ତ ହୋଇଥିବାରୁ ତୁରନ୍ତ ଏହାର ମରାମତି, ପୁନରୁଦ୍ଧାର ଓ...

ଡାକ୍ତରଖାନା ଉଭାନ, କର୍ମଚାରୀ ନେଉଛନ୍ତି ଦରମା

କେନ୍ଦ୍ରାପଡ଼ା ଅଫିସ, ୧୬ା୫: ଚିକିତ୍ସା କ୍ଷେତ୍ରରେ ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହାଦ୍ୱାରା ଲୋକଙ୍କୁ ଉପଯୁକ୍ତ ଚିକିତ୍ସା...

Advertisement
Archives

Model This Week