Posted inଜାତୀୟ

ଉନ୍ନାଓ୍ବରେ ପୁଣି ତାତି: ଏକତରଫା ପ୍ରେମରେ ବିଫଳ ହୋଇ ମୁସଲମାନ୍‌ ଯୁବତୀ ରୋହିତଙ୍କ ଉପରେ କଲେ ଏସିଡ୍‌ ମାଡ଼

ଉନ୍ନାଓ୍ବ,୨୯।୧: ଉତ୍ତରପ୍ରଦେଶ ଉନ୍ନାଓ୍ବ ବିଭିନ୍ନ ଆପରାଧୀକ ମାମଲା ଯୋଗୁ ଚର୍ଚ୍ଚାରେ ରହି ଆସିଛି। ସମ୍ପ୍ରତି ଏଠାରେ ଜଣେ ମୁସଲମାନ୍‌ ଯୁବତୀ ଏକ ତରଫା ପ୍ରେମରେ ବିଫଳ ହୋଇ ପ୍ରେମିକଙ୍କ ଉପରେ ଏସିଡ୍‌ ମାଡ଼ କରିଛନ୍ତି। ଗତ ୫ ମାସ ଧରି ପ୍ରେମିକ ରୋହିତ ଯାଦବଙ୍କୁ ଯୁବତୀ ଜଣକ ଭଲ ପାଉଥିଲେ। ତେବେ ରୋହିତ ଏହାକୁ ଅଣଦେଖା କରିବାରୁ ଏଭଳି ଭୟାନକ ଘଟଣା ଘଟିଛି। ସ୍ଥାନୀୟ ମୋରଓ୍ବାଁ ଥାନା ଅଞ୍ଚଳର ଗୋନାମଉ ଗାଁ ବାସିନ୍ଦା ଭବାନୀଗଞ୍ଜରେ ଏକ ଡାଏରୀରେ କାର୍ଯ୍ୟ କରନ୍ତି। ସେ ଏଠାରେ କାମ କରୁଥିବାବେଳେ ଯୁବତୀ ଜଣକ ତାଙ୍କ ଉପରେ ଏସିଡ୍‌ ମାଡ଼ କରିଥିବା ପୋଲିସ କହିଛି। ଏନେଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରିଜନଙ୍କୁ ଶେଷଥର ସାକ୍ଷାତ୍‌ କରିବାକୁ ନିର୍ଭୟା ଦୋଷୀଙ୍କୁ ଅନୁମତି ଦେଲେ ଜେଲ ପ୍ରଶାସନ

ନୂଆଦିଲ୍ଲୀ,୨୨।୨: ବହୁ ଚର୍ଚ୍ଚିତ ନିଭୟା ଗଣବଳାତ୍କାର ମାମଲାର ୪ ଦୋଷୀ ଏବେ ଫାଶୀଦଣ୍ଡ ପାଇଁ ଦିନ ଗଣୁଛନ୍ତି। ଆସନ୍ତା ମାର୍ଚ୍ଚ ୩ ସକାଳ ୬ଟାରେ ଏମାନଙ୍କୁ...

ପୋଲିସ ବାବୁଙ୍କ ଘରେ ଚୋରି ପରେ ଚିଠି ଛାଡ଼ିଗଲା ଚୋର…

ଭୋପାଳ,୭।୭: ଜଣେ ପୋଲିସ ବାବୁଙ୍କ ଘରେ ଚୋରି କରିବା ପରେ ବିଚରା ଚୋର ଏକ ଚିଠି ଛାଡ଼ି ପଳାଇଛି। ଅସୁବିଧା ଥିବାରୁ ସେ ଚୋରି କରିଥିବା...

ବିଧବା ବୋହୂଙ୍କ ବିବାହ କରାଇଲେ ଶାଶୁ: ଝିଅ ପରି କଲେ ବିଦା

ରାୟପୁର, ୨୫।୫: ବିଧବା ବୋହୂଙ୍କର ପୁଣିଥରେ ବିବାହ କରାଇ ଜଣେ ଶାଶୁ ତାଙ୍କୁ ଝିଅପରି ବିଦା କରିଛନ୍ତି। ଛତିଶଗଡ଼ ବାଲୋଦ ଜିଲାରେ ଘଟିଛି ଏପରି ଘଟଣା।...

ଅନ୍‌ଲକ ୪.୦: କ’ଣ ଖୋଲିବ କ’ଣ ନାହିଁ

ନୂଆଦିଲ୍ଲୀ,୨୮।୮: କରୋନା ଭାଇରସ ପାଇଁ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନ ପରେ ଏବେ ଚାଲିଛି ଅନ୍‌ଲକ ପ୍ରକ୍ରିୟା। ଏବେ ଆରମ୍ଭ ହେବାକୁ ଯାଉଛି ଅନ୍‌ଲକ ୪.୦।...

ଉତ୍ତରପ୍ରଦେଶରେ ଡବଲ ଏନକାଉଣ୍ଟର୍‌: ବିକାଶ ପରେ ଆଉ ଜଣେ ଅପରାଧୀ ନିହତ

ଲକ୍ଷ୍ନୌ,୧୦।୭: ଉତ୍ତର ପ୍ରଦେଶ ପୋଲିସର ଡବଲ ଏନକାଉଣ୍ଟର। ଶୁକ୍ରବାର ସକାଳେ ମୁଣ୍ଡ ପିଛା ୫ ଲକ୍ଷ ଟଙ୍କା ପୁରସ୍କାର ଥିବା ଦୁର୍ଦ୍ଦାନ୍ତ ଅପରାଧୀ ବିକାଶ ଦୁବେଙ୍କୁ...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ‘ନମସ୍ତେ ଟ୍ରମ୍ପ୍‌’: ହେବ କି ସଫଳ ‘ହାଓ୍ବଡ଼ି ମୋଦି’ ଭଳି !

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅନୁଷ୍ଠିତ...

୧୫ ଦିନ ଲକ୍‌ଡାଉନ ଅବଧି ବୃଦ୍ଧିକୁ ନେଇ ଦିନେ ଦୁଇଦିନ ମଧ୍ୟରେ ଗାଇଡଲାଇନ୍‌ ଆଣିବେ ମୋଦି: ୟେଦୁରପ୍ପା

ବେଙ୍ଗାଲୁରୁ,୧୧।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଲାଗୁ ହୋଇଥିବା ଲକ୍‌ଡାଉନ ସମୟ ପୂରଣ ହେବାକୁ ଆଉ ମାତ୍ର ୩ ଦିନ ବାକି ରହିଛି। ହେଲେ...

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...

Advertisement


Archives

Model This Week