Posted inଖେଳ

ଓପନରେ ଆୟୁଷ, ବାଳିକାରେ ଜ୍ୟୋତିକା ଅଗ୍ରଣୀ

କଟକ ଅଫିସ,୧୪ା୭-ପୂର୍ବତଟ ରେଳପଥ ପ୍ରତିଷ୍ଠାନ ପରିସରରେ ଚାଲିଥିବା ରାଜ୍ୟ ୯ ବର୍ଷରୁ କମ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଶନିବାର ୪ ରାଉଣ୍ଡ ଖେଳ ଶେଷ ହୋଇଛି। ଓପନ୍‌ ବର୍ଗରେ ଆୟୁଷ ଆର୍ଯ୍ୟନ ମହାପାତ୍ର, ଆୟୁଷ୍ମାନ ମହାନ୍ତି ଓ ଶ୍ରୀୟଂଶ ଦେ ୪ପଏଣ୍ଟ ଲେଖାଏ ହାସଲ କରି ଅଗ୍ରଣୀ ରହିଛନ୍ତି। ବିଶ୍ୱଜିତ ରାୟ, ଶ୍ରେୟାଂଶ ହୋତା, ଆଦିତ୍ୟ ବିକ୍ରମ ମିଶ୍ର, ପ୍ରତ୍ୟୁଷ ନାୟକ ୩.୫ ପଏଣ୍ଟ ଲେଖାଏ ପାଇ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ବାଳିକା ବର୍ଗରେ ଜ୍ୟୋତିକା ସାହୁ ଓ ସାଇ ସମ୍ପ୍ରଦା ମହାନ୍ତି ୪ ପଏଣ୍ଟ ଲେଖାଏ ପାଇ ଅଗ୍ରଣୀ ରହିଥିବା ବେଳେ ସନ୍ଦୀପା ପ୍ରିୟଦର୍ଶିନୀ ୩.୫ ପଏଣ୍ଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ୭ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହେବ। ରାଜେନ୍ଦ୍ର କୁମାର ସେଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଅନ୍ତର୍ଜାତୀୟ ଆର୍ବିଟର ତାପସ ମହାନ୍ତି, ନୀହାର ରଞ୍ଜନ ସାସମଲ ଖେଳ ପରିଚାଳନା କରୁଛନ୍ତି। ସେକ ମନସୁର ଅଲ୍ଲୀ, ସାହେବ ଅଖ୍‌ତାର ସହାୟତା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅର୍ଜୁନ ପୁରସ୍କାର: ଅଙ୍କିତା, ଶରନଙ୍କ ନାମ ସୁପାରିସ କଲା ଏଆଇଟିଏ

ନୂଆଦିଲ୍ଲୀ,୧୭।୫ (ପି.ଟି.): ଏସିଆନ ଗେମ୍ସ ପଦକ ବିଜେତା ତଥା ଟେନିସ୍‌ ତାରକା ଅଙ୍କିତା ରାଇନା ଓ ଦିଭିଜ ଶରନଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ୍‌...

‘କୋହଲି ଦିନେ ନା ଦିନେ ସନ୍ନ୍ୟାସ ନେବେ, ତାଙ୍କ ଉପରେ ନିର୍ଭର କରିବା ଉଚିତ ନୁହେଁ ’

ନୂଆଦିଲ୍ଲୀ,୨୪।୧୨: ଅଷ୍ଟ୍ରେଲିଆ ବିପକ୍ଷ ଦିବାରାତ୍ର ଟେଷ୍ଟର ପ୍ରଥମ ପାଳିରେ ଇଂନିସ ଅଗ୍ରଣୀ ହାସଲ କରିବା ପରେ ମଧ୍ୟ ଅତ୍ୟନ୍ତ ଶୋଚନୀୟ ପରାଜୟ ବରଣ କରିଥିଲା ଟିମ୍‌...

ଡୋପ୍‌ ଟେଷ୍ଟରେ ଧରାପଡ଼ିଲେ ସାଇକ୍ଳିଷ୍ଟ କୋବୋ

ଲାଉସାନେ, ୧୪ା୬ (ଏଏଫ୍‌ପି)-ଡୋପିଙ୍ଗ ନିରୋଧୀ ନିୟମ ଉଲ୍ଲଂଘନ କରିଥିବା ଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି ସ୍ପେନ୍‌ର ସାଇକ୍ଲିଷ୍ଟ ଜୁଆନ କୋବୋ। ଫଳରେ ତାଙ୍କଠାରୁ ୨୦୧୧ ଭୁଏଲ୍‌ଟା...

ରାହୁଲଙ୍କ ଚମତ୍କାର ଶତକ:ମୁମ୍ବାଇକୁ ୧୬୯ ରନ୍‌ର ଟାର୍ଗେଟ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା...

କୋହଲିଙ୍କ ବୋଲିଂ ଦେଖି ହସିଲେ ଏହି କ୍ରିକେଟର୍‌: ଦେଖନ୍ତୁ ଭିଡିଓ

ଦୁବାଇ,୨୧।୧୦: ଟି -୨୦ ବିଶ୍ୱକପ ପୂର୍ବରୁ ଭାରତ ଦ୍ୱିତୀୟ ଅଭ୍ୟାସ ମ୍ୟାଚରେ ଅଷ୍ଟ୍ରେଲିଆକୁ ୯ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚର ଏକ ମଜାଦାର ମୁହୂର୍ତ୍ତ...

ସୁଶାନ୍ତଙ୍କ ସହ କଥା ହୋଇପାରି ନ ଥିବାରୁ ଅବସୋସ ରହିଗଲା: ସୋଏବ ଅଖତର

ନୂଆଦିଲ୍ଲୀ, ୨୮।୬- ନିକଟରେ ଆତ୍ମହତ୍ୟା କରିଥିବା ଯୁବ ଭାରତୀୟ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ସହ କଥା ହୋଇପାରି ନ ଥିବାରୁ ପାକିସ୍ତାନ କ୍ରିକେଟ୍‌ ଦଳର...

ପାକିସ୍ତାନ ସୁପର ଲିଗ୍‌ ସହ ଆଇପିଏଲ୍‌କୁ କରିଥିଲେ ତୁଳନା: ଏବେ କ୍ଷମା ମାଗି ଏପରି କହିଲେ ଦକ୍ଷିଣ ଆଫ୍ରିକା ଦ୍ରୁତ ବୋଲର୍‌

ନୂଆଦିଲ୍ଲୀ,୩।୩: ନିକଟରେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର୍‌ ଡେଲ୍‌ ଷ୍ଟେଇନ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ଏବଂ ପାକିସ୍ତାନ ସୁପର ଲିଗ୍‌(ପିଏସ୍‌ଏଲ୍‌) ମଧ୍ୟରେ ତୁଳନା କରି ବିବାଦୀୟ...

୩ ବର୍ଷର ବ୍ୟବଧାନ ପରେ ଦୁରାଣ୍ଡ କପ୍‌

କୋଲକାତା, ୧୮।୭- ବିଶ୍ୱର ୩ୟ ତଥା ଏସିଆର ସର୍ବପୁରାତନ ଫୁଟ୍‌ବଲ ଟୁର୍ନାମେଣ୍ଟ ଦୁରାଣ୍ଡ କପ୍‌ର ୧୨୯ତମ ସଂସ୍କରଣ ଅଗଷ୍ଟ ୨ରୁ ସ୍ଥାନୀୟ ସଲ୍ଟଲେକ୍‌ ଷ୍ଟାଡିୟମଠାରେ ଆରମ୍ଭ...

Advertisement
Archives

Model This Week