ଓପିଟିସିଏଲ୍‌: ପୂରଣ ହେବ ବିଭିନ୍ନ ନିର୍ଦ୍ଦେଶକ ପଦ,ଦୁର୍ନୀତିକୁ ପ୍ରଶ୍ରୟ ନ ଦେବାକୁ ଦାବି

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ)- ରାଜ୍ୟ ସରକାର ନିକଟରେ ଓପିଟିସିଏଲ୍‌ର ସମସ୍ତ ନିର୍ଦ୍ଦେଶକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ପୂର୍ବରୁ ରହିଥିବା କୌଣସି ନିର୍ଦ୍ଦେଶକଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇନାହିଁ। ଏହିପରି ନିଷ୍ପତ୍ତି ସଂସ୍ଥା ଓ ବିଭାଗରେ ସ୍ବଚ୍ଛତା ଆଣିବ ବୋଲି କୁହାଯାଇଛି। ସେହିପରି ଅନ୍ୟ କେତେକ ମୌଳିକ ସମସ୍ୟା ନେଇ ଅଲ୍‌ ଇଣ୍ଡିଆ ଅନ୍‌ଅର୍ଗାନାଇଜ୍ଡ ୱାର୍କର୍ସ କଂଗ୍ରେସ(ଓଡ଼ିଶା) ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖାଯାଇଛି।

ସେହିପରି ଗ୍ରୀଡ୍‌କୋ ସିଏମ୍‌ଡି ସରକାରଙ୍କୁ ୩ଟି ନିର୍ଦ୍ଦେଶକ ପଦବୀ ପୂରଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିବାକୁ ଚିଠି ଲେଖିଥିଲେ, ଏଯାବତ୍‌ ୨ଟି ପଦବୀ ପୂରଣ ପାଇଁ ବିଜ୍ଞପ୍ତି ବାହାରିଛି। ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ନିର୍ଦ୍ଦେଶକ(ବାଣିଜ୍ୟ) ପାଇଁ ବିଜ୍ଞପ୍ତି ପ୍ରକାଶ ପାଇନାହିଁ। ତେଣୁ ଏହି ପଦବୀ ବୃଦ୍ଧିର ସୁଯୋଗ ରହିଥିବା ଚିଠିରେ ଉଲ୍ଲେଖ କରାଯାଇଛି। ଚଳିତ ନଭେମ୍ବର ୧୫ରେ ଏହି ପଦବୀର କାର୍ଯ୍ୟକାଳ ସରୁଥିବାବେଳେ ଏହାର ବିଜ୍ଞପ୍ତି ନ ବାହାରିବା ଅନେକଙ୍କୁ ଆଶ୍ଚର୍ଯ୍ୟ କରିଛି। ଗୋଟିଏ ନିର୍ଦ୍ଦିଷ୍ଟ ଘରୋଇ କମ୍ପାନୀ ଉପରେ ୪୨୩୪ କୋଟି ଟଙ୍କା ବକେୟା ରହିଛି। ଓଏଚ୍‌ପିସିରେ ଦୁର୍ନୀତିଗ୍ରସ୍ତ କେତେକ ଅଧିକାରୀ ସଂସ୍ଥାକୁ ବଦନାମ କରୁଥିବା ନେଇ ଚିଠିରେ ଉଲ୍ଲେଖ କରାଯାଇଛି। ସେହିପରି ନିଖିଳ ଓଡ଼ିଶା ବିଦ୍ୟୁତ୍‌ ମହାସଂଘ ସାଧାରଣ ସମ୍ପାଦକ ଅକ୍ଷୟ ତ୍ରିପାଠୀ ମଧ୍ୟ ଶକ୍ତି ବିଭାଗର ବିଭିନ୍ନ ଅନିୟମିତତା ନେଇ ରାଜ୍ୟ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଛନ୍ତି। ଜାଣିଶୁଣି ବିଭାଗ ତଥା ବିଭାଗୀୟ ସଂସ୍ଥା ପକ୍ଷରୁ ନିମ୍ନମାନର ଉପକରଣ କିଣାଯାଇ ବ୍ୟବହାର କରାଯାଉଥିବା ଅଭିଯୋଗ କରାଯାଇଛି। ଗ୍ରୀଡ୍‌କୋ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକଭାବେ ସୋମବାର ଆଶିଷ ଈଶ୍ୱର ପାଟିଲ ଯୋଗ ଦେଇଛନ୍ତି। ଆଶିଷ ଡିସକମ୍‌ମାନଙ୍କର ନୋଡାଲ ଅଫିସରଭାବେ ମଧ୍ୟ ଦାୟିତ୍ୱ ତୁଲାଇବେ। ମହାସଂଘର ସାଧାରଣ ସମ୍ପାଦକ ଓ ଅନ୍ୟାନ୍ୟ ପ୍ରମୁଖ ସଦସ୍ୟମାନେ ନିର୍ଦ୍ଦେଶକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ସଂସ୍ଥାର ବିଭିନ୍ନ ସମସ୍ୟା ଓ ସମାଧାନ ନେଇ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

ଓଡ଼ିଶା ଆସିବେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ: ସୁରକ୍ଷା, ପ୍ରସ୍ତୁତିର ଉଚ୍ଚସ୍ତରୀୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୬: ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଏବଂ…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri