ଓଭରବ୍ରିଜ୍‌ ତଳୁ ବ୍ରାଉନସୁଗାର ଜବତ, ଜଣେ ଗିରଫ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): ଖାରବେଳ ନଗର ଥାନା ପୋଲିସ ସତ୍ୟନଗର ଅଞ୍ଚଳରେ ଚଢାଉ କରି ଓଭରବ୍ରିଜ୍‌ ତଳୁ ୫.୧୫୦ ଗ୍ରାମ ବ୍ରାଉନସୁଗାର ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ହାଉସିଂବୋର୍ଡ କଲୋନୀ ଅଞ୍ଚଳର ଜ୍ୟୋତିରଞ୍ଜନ ଦାସ। ସୂଚନା ମୁତାବକ, ସତ୍ୟନଗର ଓଭରବ୍ରିଜ ତଳେ ବ୍ରାଉନସୁଗାର କାରବାର ଚାଲିଥିବା ନେଇ ଥାନା ଅଧିକାରୀ ବିଶ୍ୱରଞ୍ଜନ ସେନାପତିଙ୍କ ନିକଟରେ ଖବର ପହଞ୍ଚତ୍ଥିଲା। ଏହାପରେ ଏକ ଟିମ୍‌ ମଙ୍ଗଳବାର ସନ୍ଧ୍ୟାରେ ସେଠାରେ ଚଢ଼ାଉ କରିଥିଲା। ପୋଲିସକୁ ଦେଖି ଅନ୍ଧାରର ସୁଯୋଗ ନେଇ କେତେଜଣ ବ୍ରାଉନସୁଗାର ସେବନକାରୀ ସେଠାରୁ ଫେରାର ହୋଇଯାଇଥିବାବେଳେ ଅଭିଯୁକ୍ତ ଜ୍ୟୋତି ଧରାପଡ଼ିଯାଇଥିଲେ। ଯାଞ୍ଚ ପରେ ପୋଲିସ ତାଙ୍କଠାରୁ ବ୍ରାଉନସୁଗାର ଓ ମୋବାଇଲ୍‌ ଫୋନ୍‌ ଜବତ କରିଛି। ନଂ.୨୩/୨୦ରେ ଏକ ମାମଲା ରୁଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri