ଢେଙ୍କାନାଳ ମିନିଷ୍ଟାଡିୟମଠାରେ ଆମ୍ବ ପ୍ରଦର୍ଶନୀ

ଢେଙ୍କାନାଳ ଅଫିସ,୬।୨: ଢେଙ୍କାନାଳ ଜିଲା ଓର୍‌ମାସ ପକ୍ଷରୁ ଜୁନ୍‌ ୨ ତାରିଖରୁ ୧୭ ତାରିଖ ପର୍ଯ୍ୟନ୍ତ ମିନିଷ୍ଟାଡିୟମଠାରେ ଆମ୍ବ ପସରା ନାମକ ଏକ ପ୍ରଦର୍ଶନୀ ଖୋଲିଛି। ଏଥିରେ ଗ୍ରାମୀଣ ଉତ୍ପାଦିତ ଆମ୍ବ ଏସ୍‌ଏସ୍‌ଜି ଓ ବିଭିନ୍ନ ଫାର୍ମ ଦ୍ୱାର ପଦର୍ଶନୀ ହୋଇଛି। ମଙ୍ଗଳବାର ଏହାକୁ ଜିଲାପାଳ ଭୂମେସ ଚନ୍ଦ୍ର ବେହେରା ଉଦ୍‌ଘାଟନ କରିଛନ୍ତି। ଅମରପଲାଇ, ବାଇଗଣ ପଲାଇ, ମହାରାଜା, ଲେଙ୍ଗଡା ଆଦି ଅମ୍ବ ପ୍ରଦର୍ଶିତ ହୋଇଛି। ଏହି ଅବସରରେ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପକ ନିର୍ଦ୍ଦେଶକ ନରୋତ୍ତମ ବେହେରା ଉଦ୍ୟାନ କୃଶି ଉପ ନିର୍ଦ୍ଦେଶକ ଭଗବାନ ଦାସ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ…

ଓଡ଼ିଶାବାସୀଙ୍କ ପାଇଁ ଗୌରବର ମୁହୂର୍ତ୍ତ, ଏସୀୟ ଇନ୍‌ଡୋର ଆଥଲେଟିକ୍ସ ନେଇ ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା

ଭୁବନେଶ୍ବର,୨୭ା୫: ଓଡ଼ିଶାରେ ହେବ ୨୦୨୭ ଏସୀୟ ଇନ୍‌ଡୋର ଆଥଲେଟିକ୍ସ ଚାମ୍ପିଅନସିପ୍ । ଏନେଇ ଏକ୍ସରେ ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ହଂକଂଠାରେ ଅନୁଷ୍ଠିତ…

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ରାସନକୁ ନେଇ ଆସିଲା ନୂଆ ନିୟମ; ୮୦ କୋଟି ଲୋକଙ୍କ ଉପରେ ପଡ଼ିବ ସିଧା ପ୍ରଭାବ!

ନୂଆଦିଲ୍ଲୀ,୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି କ୍ୟାବିନେଟ ନିଷ୍ପତ୍ତି ରାସନ ପାଉଥିବା 800 ନିୟୁତ…

ରବିବାରଠୁ ବଢ଼ିପାରେ ବସ୍ ଭଡ଼ା! ଦାବି କଲା ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ବର,୨୭ା୫: ରାଜ୍ୟରେ ପୁଣି ବଢି଼ପାରେ ବସ୍ ଭଡ଼ା । ଘରୋଇ ବସ୍ ମାଲିକ ସଂଘ ଏନେଇ ଦାବି କରିଛି । ଗତ କିଛି ଭିତରେ ରାଜ୍ୟରେ ତେଲ…

NASAର ବଡ଼ ଘୋଷଣା: ଚନ୍ଦ୍ରରେ ନିର୍ମାଣ କରିବ ଘାଟି

ଓ୍ବାଶିଂଟନ୍‌,୨୭।୫: ଆମେରିକାର ମହାକାଶ ସଂସ୍ଥା ନାସା, ଚନ୍ଦ୍ରରେ ଏକ ଘାଟି ନିର୍ମାଣ କରିବ ବୋଲି ଘୋଷଣା କରିଛି। ନାସା ପ୍ରଶାସକ ଜାରେଡ ଆଇଜାକମ୍ୟାନ କହିଛନ୍ତି ଯେ, ଏହି…

IPL ଇତିହାସରେ ପ୍ରଥମଥର ପାଇଁ ଘଟିଲା ଏମିତି: ସବୁ ଦଳର ଖେଳାଳି…

ନୂଆଦିଲ୍ଲୀ,୨୭।୫: IPL 2026 ଲିଗ ମାର୍ଚ୍ଚ ୨୮ରେ ଆରମ୍ଭ ହୋଇଥିଲା। ଏହି ଟୁର୍ନାମେଣ୍ଟ ଏବେ ଏହାର ଦ୍ୱିତୀୟ ମାସ ସମାପ୍ତ ହେବାକୁ ଯାଉଛି। ଏହି ସିଜିନ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri