ଓଲଟା ପ୍ୟାଣ୍ଟ ଫ୍ୟାଶନ

ବଦଳୁଛି ଫ୍ୟାଶନ୍‌ର ପରିଭାଷା। ପ୍ରତିଦିନ ଆସୁଛି ନୂଆ ନୂଆ ଫ୍ୟାଶନ। ବେଳେବେଳେ ତ ଫ୍ୟାଶନ ନାଁରେ ଏଭଳି ପୋଷାକ ସବୁ ଆସୁଛି ଯାହା ଲାଗେ ବେଶ୍‌ ଅଜବ। ନିକଟରେ ଏକ ଜିନ୍‌ ପ୍ୟାଣ୍ଟର ଫଟୋ ଭାଇରାଲ ହେବାରେ ଲାଗିଛି। ଯାହାକୁ ଦେଖି ଯେକେହିବି ନିଜ ହସକୁ ଅଟକାଇ ପାରିବେ ନାହିଁ। କାରଣ ଉକ୍ତ ଜିନ୍ସ ପ୍ୟାଣ୍ଟକୁ ଓଲଟା ପିନ୍ଧା ଯାଇଥାଏ। ଅନେକେ ଭୁଲ୍‌ବଶତଃ ବେଳେ ବେଳେ ଓଲଟା ସାର୍ଟ ପ୍ୟାଣ୍ଟ ପିନ୍ଧି ଦେଇଥାଆନ୍ତି। ହେଲେ ଏବେ ଏହି ଓଲଟା ପିନ୍ଧିବା ଫ୍ୟାଶନ୍‌ ପାଲଟିଛି। ଆସିଛି ଏମିତି ଏକ ଜିନ୍‌ସ ପ୍ୟାଣ୍ଟ, ଯାହାକୁ ଓଲଟାଭାବେ ତିଆରି କରାଯାଇଛି। ଏହାର ଭିତର ପକେଟ ଓ ସିଲେଇ ବାହାର ପଟକୁ ରହିଛି। ହଠାତ୍‌ ଦେଖିଲେ ଯିଏ ବି ଭାବିବେ ବୋଧହୁଏ ଭୁଲ୍‌ରେ ଓଲଟା ପିନ୍ଧି ଆସିଥିବେ ବୋଲି। ତେବେ ଫ୍ୟାଶନ୍‌ରେ ଆଗକୁ ଆାଉ କ’ଣ ସବୁ ଅଜବ ଆସୁଛି ଦେଖିବାକୁ ବାକିରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ସବୁଠାରୁ ବଡ଼ ଗୋଚର; ୩ ରାଶିଙ୍କୁ ବମ୍ପର ଲାଭ, ଚମକି ଉଠିବ ଭାଗ୍ୟ

ଡିସେମ୍ୱର ୨୦୨୬ରେ ରାହୁ କୁମ୍ଭ ରାଶିରୁ ମକର ରାଶିକୁ ଚଳନ କରିବେ, ଯାହା ଫଳରେ କିଛି ରାଶିର ବ୍ୟକ୍ତିବିଶେଷଙ୍କୁ ପ୍ରଚୁର ଲାଭ ମିଳିବାର ଯୋଗ ରହିଛି। ବୈଦିକ…

୭ରୁ ୧୩ ସେପ୍ଟେମ୍ୱର ଯାଏ ଏହି ୪ରାଶିଙ୍କୁ ମିଳିବ ବଡ଼ ଲାଭ; ହୁ ହୁ ହୋଇ ବଢିବ ଇନକମ୍‌, ଘରକୁ ଆସିବ ଖୁସି ଖବର

ସେପ୍ଟେମ୍ୱର ମାସର ଦ୍ୱିତୀୟ ସପ୍ତାହ କିଛି ରାଶିର ବ୍ୟକ୍ତିବିଶେଷଙ୍କ ପାଇଁ ଖୁସି ଏବଂ ସଫଳତାର ଉପହାର ନେଇ ଆସିଛି। ଏହି ସମୟ ମଧ୍ୟରେ ମନମୁତାବକ ଲାଭ ମିଳିବା…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିର ଭାଗ୍ୟ, ହେବ ବଡ଼ ପ୍ରମୋସନ ବଢିବ ଧନ

ସୂର୍ଯ୍ୟ ଗ୍ରହ ୧୭ ସେପ୍ଟେମ୍ୱର ୨୦୨୬, ଗୁରୁବାର ସକାଳ ୭ଟା ୫୮ ମିନିଟରେ କନ୍ୟା ରାଶିରେ ଗୋଚର କରିବେ। ଏହା କନ୍ୟା ସଂକ୍ରାନ୍ତି ହେବ। ଏହାର ପ୍ରଭାବରେ…

୨୦୨୭ ଯାଏ ୩ ରାଶିଙ୍କୁ କଲବଲ କରିବେ ଶନି, ଛୋଟ ଛୋଟ ଭୁଲ ପଡିବ ଭାରି!

ବର୍ତ୍ତମାନ ସମୟରେ ଶନିଦେବ ମୀନ ରାଶିରେ ଅବସ୍ଥାନ କରୁଛନ୍ତି ଏବଂ ତାଙ୍କ ଗୋଚରର ପ୍ରଭାବ କିଛି ରାଶି ଉପରେ ବିଶେଷ ଭାବରେ ଦେଖିବାକୁ ମିଳୁଛି। ସାଢ଼େସାତୀ ଓ…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

ସୂର୍ଯ୍ୟ-ଶନିଙ୍କ ଷଡାଷ୍ଟକ ଯୋଗରେ ୫ ରାଶି ପାଇଁ ଅଶୁଭ! କ୍ୟାରିୟରରୁ ଟଙ୍କା କମାଇବା ଯାଏ ପଡିବ ଖରାପ ପ୍ରଭାବ

ଆଜି ସେପ୍ଟେମ୍ୱର ୬ ତାରିଖ ଭୋର ୪ଟା ୧୫ ମିନଟରେ ସୂର୍ଯ୍ୟ ଏବଂ ଶନି ଉଭୟ ପରସ୍ପରଠାରୁ ୧୫୦ ଡିଗ୍ରୀ ଦୂରତାରେ ଥିଲେ। ଏହି ଦୁଇ ଗ୍ରହଙ୍କ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri