ଓଲଟିଲା ଅଟୋ, ଜଣେ ଗୁରୁତର

କେନ୍ଦୁଝର,୬।୧ (ସ୍ବ.ପ୍ର.) : କେନ୍ଦୁଝର ଜିଲା ଟାଉନ ଥାନା ନରଣପୁର ପେଟ୍ରୋଲ ପମ୍ପ ନିକଟରେ ଏକ ଅଟୋ ଓଲଟି ପଡ଼ିବାରୁ ଜଣେ ଗୁରୁତର ହୋଇଛନ୍ତି। ସେ ହେଲେ ହାଟଡ଼ହି ବ୍ଲକ ମୁଗୁପୁର ଗ୍ରାମର ପ୍ରଦୀପ କୁମାର ବେହେରା(୩୬)। ସେ କେନ୍ଦୁଝରରୁ ଏକ ପାସେଞ୍ଜର ଅଟୋରେ ନରଣପୁରସ୍ଥିତ ସମ୍ପର୍କୀୟଙ୍କ ଘରକୁ ଯାଉଥିବାବେଳେ ଅପରାହ୍ନରେ ଏହି ଦୁର୍ଘଟଣା ଘଟିଥିଲା। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକମାନେ ତାଙ୍କୁ ଉଦ୍ଧାର କରି କେନ୍ଦୁଝର ମୁଖ୍ୟ ଚ଼ିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ତେବେ ଚ଼ାଳକଙ୍କ ପରିଚ଼ୟ ମିଳି ନ ଥିବା ବେଳେ ସେ ଅଟୋ ନେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

PoKରେ ବଡ଼ ନାଟକ: ନିର୍ବାଚନ ହାରିଥିବା ନେତା ହେଲେ ନୂଆ PM! ନୱାଜଙ୍କ ଏକଚାଟିଆ ନିଷ୍ପତ୍ତିକୁ ନେଇ ହଙ୍ଗାମା

ଇସଲାମାବାଦ,୨୮।୮: ପାକିସ୍ତାନ ଅଧିକୃତ କାଶ୍ମୀର (PoK) ସାଧାରଣ ନିର୍ବାଚନ ପରେ ଏବେ ପ୍ରଧାନମନ୍ତ୍ରୀ ପଦକୁ ନେଇ ପାକିସ୍ତାନ ମୁସଲିମ୍ ଲିଗ୍-ନୱାଜ (PML-N) ଭିତରେ ଗୃହଯୁଦ୍ଧ ଓ ନାଟକୀୟ…

ଅଙ୍ଗନୱାଡ଼ି କର୍ମୀଙ୍କ ଅନଶନ ପ୍ରତ୍ୟାହୃତ

ଗୁଣପୁର, ୨୮/୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ୍‌ର ଅଲ୍ ଓଡ଼ିଶା ଅଙ୍ଗନୱାଡ଼ି ଲେଡିସ୍ ୱାର୍କର୍ସ ଆସୋସିଏଶନ୍ ପକ୍ଷରୁ ଦୀର୍ଘଦିନର ବିଭିନ୍ନ ଦାବି ନେଇ ପ୍ରଶାସନକୁ…

ଭାଜପା ମହିଳା ମୋର୍ଚ୍ଚାର ରକ୍ଷାବନ୍ଧନ

ହାଟଡିହୀ, ୨୮/୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅନ୍ତର୍ଗତ ହାଟଡିହୀ ଭାଜପା କାର୍ଯ୍ୟାଳୟ ପରିସରରେ ଭାଜପା ମହିଳା ମୋର୍ଚ୍ଚା ପକ୍ଷରୁ ରକ୍ଷାବନ୍ଧନ ଉତ୍ସବ…

ଅଷ୍ଟ୍ରେଲିଆରେ ଅନାୟା ବାଙ୍ଗରଙ୍କୁ ମହିଳା କ୍ରିକେଟ୍ ଖେଳିବାକୁ ଅନୁମତି: ଅସନ୍ତୋଷ ପ୍ରକାଶ କଲେ…

ନୂଆଦିଲ୍ଲୀ,୨୮।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଲରାଉଣ୍ଡର ଓ କୋଚ୍ ସଞ୍ଜୟ ବାଙ୍ଗରଙ୍କ ଟ୍ରାନ୍ସଜେଣ୍ଡର ଝିଅ ଅନାୟା ବାଙ୍ଗରଙ୍କୁ ନେଇ କ୍ରିକେଟ୍ ଜଗତରେ ଏକ ନୂଆ ବିବାଦ…

ଅନଲାଇନରେ ଠକେଇ ହେବାମାତ୍ରେ ଶୀଘ୍ର କରନ୍ତୁ ଏପରି: ପାଟପୁର ପୋଲିସ ପକ୍ଷରୁ…

ଦିଗପହଣ୍ଡି,୨୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ଶୁକ୍ରବାର ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ମାଧ୍ୟମିକ ବିଦ୍ୟାଳୟ ପରିସରରେ ସାଇବର କ୍ରାଇମ୍ ରୁ କିଭଳି ସୁରକ୍ଷିତ…

ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନା ବୈଠକରେ ତାତିଲେ ନିର୍ବାଚିତ ସଦସ୍ୟ: କାର୍ଯ୍ୟଶୈଳୀ ନେଇ ଅସନ୍ତୋଷ ବ୍ୟକ୍ତ କଲେ…

ପାଟଣା, ୨୮୮ (ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ବ୍ଲକ୍ ସଭାଗୃହରେ ଶୁକ୍ରବାର ବ୍ଲକ୍ ପଞ୍ଚାୟତ ବିକାଶ ଯୋଜନାର ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ…

ଫୁଟବଲ ପ୍ରତିଯୋଗିତା: ଝାରବେଡ଼ା ଚାମ୍ପିୟନ

କୁଆଁରମୁଣ୍ଡା,୨୮।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ କାଲୋଷିହିରିଆ ପଞ୍ଚାୟତ ଲୁଚାବାହାଲ ସ୍କୁଲବସ୍ତି ଖେଳ ପଡ଼ିଆରେ ୨ ଦିନିଆ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।…

ଉଲିବୁର ସଂରକ୍ଷିତ ଜଙ୍ଗଲ ଜମିରେ ରାସ୍ତା ନିର୍ମାଣ ପ୍ରସଙ୍ଗ, ବେଆଇନ ଖନନର ଉଚ୍ଚସ୍ତରୀୟ ତଦନ୍ତ ପରେ ହେବ: ମନ୍ତ୍ରୀ

କେନ୍ଦୁଝର,୨୮ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଡବିଲ ରେଞ୍ଜ ଅଧୀନ ନାଲଦା ସେକ୍ସନ କାରାଖେଣ୍ଡରା ବିଟ ଅନ୍ତର୍ଗତ ଉଲିବୁର ସଂରକ୍ଷିତ ଜଙ୍ଗଲରେ ଡାଇଭରର୍ସନ ନ କରି ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri