ଓଲଟିଲା ଇଞ୍ଜିନ ଚାଳିତ ରିକ୍ସା, ଚାଳକ ମୃତ

ଜଳେଶ୍ୱର, ୬।୯: ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପୋ ଫାଣ୍ଡି ନିକଟସ୍ଥ ଚନ୍ଦନେଶ୍ୱର-ଜଳେଶ୍ୱର ରାସ୍ତାର ବାଣିଦା ଛକ ନିକଟରେ ରଡ ବୋଝେଇ ଇଞ୍ଜିନ ଚାଳିତ ରିକ୍ସା ଭାରସାମ୍ୟ ହରାଇ ରାସ୍ତା କଡ଼ ନୟନଯୋରିକୁ ଓଲଟି ପଡିଥିଲା। ଫଳରେ ଚାଳକ ରିକ୍ସା ତଳେ ଚାପି ହୋଇଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ରିକ୍ସା ଚାଳକ ହେଲେ ଜଳେଶ୍ୱର ପୌରାଞ୍ଚଳ ଅଲାଲପୁର ଗ୍ରାମର ସାନୁ ମାରାଣ୍ଡି(୩୦)। ସ୍ଥାନୀୟ ଲୋକେ ଜଳେଶ୍ୱର ଅଗ୍ନିଶମ ବିଭାଗକୁ ଖବର ଦେବା ପରେ କର୍ମଚାରୀମାନେ ଆସି ମୃତ ସାନୁଙ୍କୁ ଉଦ୍ଧାର କରିଥିଲେ। ଜଳେଶ୍ୱର ଥାନା ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ସୁସ୍ଥ ହେଲେ ଆଉ ୪୦୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୯।୯ (ବ୍ୟୁରୋ): ଓଡ଼ିଶାରେ ଶନିବାର ୪ ହଜାର ୯୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ...

ଦାଦନଙ୍କ ଗୋଡ଼, ହାତପାପୁଲି କାଟିଲେ ଦଲାଲ

ପାରଳାଖେମୁଣ୍ଡି,୪ା୧୦(ଡି.ଏନ୍‌.ଏ.):କିଛିବର୍ଷ ତଳେ କଳାହାଣ୍ଡି ଜିଲାର ଜଣେ ଦାଦନ ଶ୍ରମିକଙ୍କ ହାତ କାଟି ଦିଆଯାଇଥିଲା। ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଶାଙ୍କ ମୁର୍ମୁଙ୍କ କ୍ଷେତ୍ରରେ...

ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି।...

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଯୁବକଙ୍କ ଜୀବନ ଗଲା

ଗୁଡ଼ଭେଲା,୧୭।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି...

ସ୍ଥଗିତ ରହିଲା ପାଣି ପଞ୍ଚାୟତ ନିର୍ବାଚନ

ହାଟଡିହୀ,୧୭।୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବିଦ୍ୟାଧରପୁର ବ୍ୟାରେଜ୍‌ ସବ୍‌ ଡିଭିଜନ ଅଧୀନରେ ଛେନାପଦି, ବିଦ୍ୟାଧରପୁର ଓ ଆଗରପଡ଼ାରେ ମିଶି ମୋଟ ୪ଟି ସେକ୍ଟର ରହିଛି।...

କୋଭିଡ୍‌ ପାଇଁ ବେଡ୍‌ ନାହିଁ

ଭୁବନେଶ୍ୱର, ୧୭।୫(ବ୍ୟୁରୋ):ରାଜ୍ୟରେ ଦୈନିକ ସଂକ୍ରମଣ ୧୦ରୁ ୧୨ହଜାର ରହୁଛି। ଏଥିରେ ପ୍ରତିଦିନ ଖୋର୍ଦ୍ଧା ଜିଲା ଆଗରେ ରହୁଛି। ଆଉ ଖୋର୍ଦ୍ଧା ଜିଲାରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ...

କାର୍ଯ୍ୟରେ ଲାଗୁନି ଅତ୍ୟାଧୁନିକ ପରିସ୍ରାଗାର

ବ୍ରହ୍ମପୁର ଅଫିସ,୨୧ା୧୦: ସ୍ବଚ୍ଛ ଓଡିଶା ଓ ସୁସ୍ଥ ଓଡିଶା ବାର୍ତ୍ତା ନେଇ ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରରେ ଅତ୍ୟାଧୁନିକ ପରିସ୍ରାଗାର ସ୍ଥାପନ କରାଯାଇଛି।...

ନିଯୁକ୍ତି ଦାବିରେ ଜେଏସ୍‌ଡବ୍ଲ୍ୟୁ ଆଗରେ ସତ୍ୟାଗ୍ରହ

ପାରାଦୀପ,୧୬।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ୩୦ ବର୍ଷିୟା ବିଓଟି (ବିଲ୍ଡ ଅପରେଟ୍‌ ଟ୍ରାନ୍ସପୋର୍ଟ) ବର୍ଥ କାମ ପାଇଥିବା ଜେଏସ୍‌ଡବ୍ଲ୍ୟୁ ପାରାଦୀପ ଟର୍ମିନାଲ ପ୍ରାଇଭେଟ୍‌ ଲିମିଟେଡ୍‌ ଅଫିସ ଆଗରେ...

Advertisement
Archives

Model This Week