ଓଲଟିଲା ନାଇଟ୍‌ କୋଚ ବସ୍‌, ୨୫ ଆହତ

ବଇଣ୍ଡା, ୨୮ା୭(ଡି.ଏନ.ଏ.)- କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା ଥାନା ନାକିଚିସ୍ଥିତ ଛେଳିଆଢିପ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ନାଇଟ୍‌ କୋଚ ବସ୍‌ ଭାରସାମ୍ୟ ହରାଇ ରାସ୍ତାକଡକୁ ଓଲଟି ପଡିଛି। ଦୁର୍ଘଟଣାରେ ବସ୍‌ରେ ଥିବା ୨୫ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପୋଲିସ ସୂଚନା ମୁତାବକ, କୁନାଲ ନାମକ ଏକ ଘରୋଇ ନାଇଟ୍‌ କୋଚ ବସ୍‌ (ନଂ. ଓଡ଼ି ୧୬ ଡି ୮୩୨୫) ଭୁବନେଶ୍ୱରରୁ ସୁନ୍ଦରଗଡ ଅଭିମୁଖେ ଯାଉଥିବାବେଳେ ଛେଳିଆଢିପଠାରେ ଚାଳକ ଭାରସାମ୍ୟ ହରାଇବାରୁ ରାସ୍ତାକଡକୁ ଓଲଟି ପଡିଥିଲା। ଖବରପାଇ ହଣ୍ଡପା ଆଇଆଇସି ଲବ ବୋଡା ଘଟଣାସ୍ଥଳରେ ପହଞ୍ଚି ଗାଡିଟିକୁ ଜବତ କରିଛନ୍ତି। ଏ ସଂକ୍ରାନ୍ତରେ ନଂ. ୧୨୯/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ଟାର୍ଗେଟରେ କିଏ? ଏହି ଦେଶ ଉପରେ ଆଟାକ୍ ନେଇ ଟ୍ରମ୍ପଙ୍କ ଖୁଲାସା

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଭେନେଜୁଏଲା ଏବଂ ଇରାନ ପରେ କ୍ୟୁବା ମଧ୍ୟ ଆମେରିକାର ରଣନୈତିକ ପ୍ରାଥମିକତା ମଧ୍ୟରୁ ଗୋଟିଏ ହୋଇପାରେ। ଏକ…

ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ‘ଖାଲି ତିଖିରୀ ନା ସବୁ’

ଭୁବନେଶ୍ୱର,୨୦।୬(ସୁନିତ୍‌ ମିଶ୍ର): ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ‘X’ ପୋଷ୍ଟକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଶୁକ୍ରବାର ପ୍ରଦୀପ ତାଙ୍କ ପୋଷ୍ଟରେ ଉଲ୍ଲେଖ କରିଛନ୍ତି,…

ଟ୍ରେନରେ ବିନା ଟିକେଟରେ ଯାତ୍ରା କଲେ ଦେବାକୁ ହେଲେ ଏତିକି ଟଙ୍କା, ଜାଣନ୍ତୁ ନୂଆ ନିୟମ

ନୂଆଦିଲ୍ଲୀ,୨୦।୬: ରେଳ ନିୟମ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଫଳସ୍ୱରୂପ, ରେଳ ସମ୍ପର୍କିତ ଅପରାଧ ଏବଂ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣା: ଆଉ ଜଣେ ଗିରଫ

ମହାକାଳପଡ଼ା, ୨୦।୬( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ ଦୁର୍ବ୍ୟବହାର ଘଟଣାରେ ପୋଲିସକୁ ଆଉ…

ପରକୀୟା ପ୍ରୀତି ପାଇଁ ରାଜଧାନୀରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର, ୨୦/୬: ରାଜଧାନୀ ଭୁବନେଶ୍ୱରରେ ପରକୀୟା ପ୍ରୀତିକୁ କେନ୍ଦ୍ର କରି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଶ୍ରୀ ସାଇ ବିହାର ଅଞ୍ଚଳରେ…

ଆଦିବାସୀଙ୍କ ଧର୍ମପୀଠରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୂଜାର୍ଚ୍ଚନା, ରାଷ୍ଟ୍ରପତିଙ୍କ ସହ ଏକାଠି କଲେ ଦର୍ଶନ

ବାରିପଦା, ୨୦।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଦିବାସୀ ସମାଜର ଆସ୍ଥା ଓ ପରମ୍ପରାର ପ୍ରତୀକ ପାହାଡ଼ପୁରସ୍ଥିତ ଗୋଷାଣୀ ପୀଠରେ ପହଞ୍ଚି…

ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାଙ୍କ ସଫଳତା

ପାତ୍ରପୁର/ଦିଗପହଣ୍ଡି, ୧୯।୬ (ଉମା ଚରଣ ନେପାକ/ଅଶେଷ ନାଥ ମିଶ୍ର): କଟକସ୍ଥିତ ଜବାହରଲାଲ ନେହେରୁ ଇନଡୋର ଷ୍ଟାଡିୟମରେ ଅନୁଷ୍ଠିତ ରାଜ୍ୟସ୍ତରୀୟ କିରୁଗୀ ଓ ଟାଏକୋଣ୍ଡ ପ୍ରତିଯୋଗିତାରେ ସୀମାନ୍ତ ତାରକାମାନେ…

୬୦ ବର୍ଷରେ ସାତଫେରା, ହୋଟେଲ ନୁହେଁ କି ମଣ୍ଡପ ନୁହେଁ, ଏଇଠି ଏହିଦିନ ଗୌରୀଙ୍କୁ ତୃତୀୟ ବିବାହ କରିବେ ଆମିର, ଜାଣନ୍ତୁ ତାରିଖ

ମୁମ୍ବାଇ,୨୦।୬: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଶିରୋନାମାରେ ଅଛନ୍ତି। ପ୍ରକୃତରେ, ଅଭିନେତା ଏବଂ ତାଙ୍କ ପ୍ରେମିକା ଗୌରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri