ଓଲଟିଲା ପରିବା ବୋଝେଇ ପିକ୍‌ଅପ୍‌

ଆସିକା,୨୪ା୮(ଡି.ଏନ୍‌.ଏ.)- ଆସିକା-ବ୍ରହ୍ମପୁର ୫୯ନଂ. ଜାତୀୟ ରାଜପଥର ନଳବଣ୍ଟା-ଖଡଭାଗ ମଧ୍ୟରେ ଶନିବାର ସକାଳ ପ୍ରାୟ ୯ଟାରେ ଗୋଟିଏ ପରିବା ବୋଝେଇ ପିକଅପ୍‌ ଭ୍ୟାନ ରାସ୍ତା କଡକୁ ଓଲଟି ପଡିଥିଲା। ତେବେ ଏହି ଦୁର୍ଘଟଣାରେ କୌଣସି କ୍ଷୟକ୍ଷତି ଘଟି ନ ଥିବା ଜଣାଯାଇଛି। ପରିବାର ବୋଝେଇ ହୋଇ ଯାଉଥିବା ଏହି ଭ୍ୟାନ୍‌ଟି ସୋରଡାରୁ ବ୍ରହ୍ମପୁର ଯାଉଥିଲାବେଳେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା। ତେବେ ଏ ସମ୍ପର୍କରେ ଥାନାରେ କୌଣସି ଅଭିଯୋଗ ହୋଇନଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଦିନ ପରେ ବର୍ଷା, ଚାଷୀ ସାମାନ୍ୟ ଆଶ୍ୱସ୍ତ

ଉମରକୋଟ,୧୮।୮(ସନ୍ତୋଷ ଶତପଥୀ) : ଶ୍ରାବଣ ମାସରେ ପ୍ରବଳ ବର୍ଷା ହେବା କଥା। କିନ୍ତୁ ଚଳିତ ବର୍ଷ ବର୍ଷା ଉଭାନ ପ୍ରାୟ। ଦୀର୍ଘ ୧୧ ଦିନ ପରେ...

ସରକାରୀ ଯୋଜନାରୁ ବଞ୍ଚିତ ଯମୁନା

ନୂଆଗାଁ,୨୮।୧୧(ଡି.ଏନ.ଏ.): ସରକାର ଗରିବ, ଦୁଃଖୀଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରକୃତ ହିତାଧିକାରୀ ସେଥିରୁ ବଞ୍ଚତ୍ତ ହୋଇଥିବା ଅଭିଯୋଗ ହୋଇଛି। ନୟାଗଡ଼ ଜିଲା...

ଏମ୍‌କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍‌...

ନିର୍ମାଣାଧୀନ କୋଭିଡ ମେଡିକାଲରେ ୫-ଟି ସଚିବ

ସମ୍ବଲପୁର, ୧୫।୪ (ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ନିର୍ମାଣାଧୀନ କୋଭିଡ-୧୯ ମେଡିକାଲକୁ ବୁଧବାର ୫-ଟି ସଚିବ ଭି.କେ.ପାଣ୍ଡିଆନ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ...

୨ କୁଇଣ୍ଟାଲ ଗଞ୍ଜେଇ ଜବତ: ୪ ଗିରଫ

ଜୟପୁର,୨୦ା୧୧(ଡି.ଏନ.ଏ)-କୋରାପୁଟ ଜିଲା ଜୟପୁର ସଦର ଥାନା ପକ୍ଷରୁ ଚଢାଉ କରାଯାଇ ୨ କୁଇଣ୍ଟାଲ ୫୭ କେଜି ଗଞ୍ଜେଇ ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୪ଜଣଙ୍କୁ ପୋଲିସ...

ପଶ୍ଚିମ ଓଡ଼ିଶା ବନ୍ଦ ମାମଲା:ଗୁମର ଖୋଲିଦେଲା ଆୟକର ବିଭାଗ, ରାଜ୍ୟ ସରକାରଙ୍କୁ ଜବାବ ଦାଖଲ ଆଦେଶ

କଟକ ଅଫିସ, ୪ା୧୨:ପଶ୍ଚିମ ଓଡ଼ିଶାରେ ଆଇନଜୀବୀଙ୍କ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପରେ ବି ସେଠାରେ ସବୁ ଠିକ୍‌ଠାକ୍‌ ଚାଲିଥିବା ରାଜ୍ୟ ସରକାର ହାଇକୋର୍ଟଙ୍କୁ ସତ୍ୟପାଠ ମାଧ୍ୟମରେ...

ମଣ୍ଡିରୁ ଉଠୁନି ଧାନ

ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପରିବା କିମ୍ବା ଧଳା ସୁନା କୁହାଯାଉଥିବା...

ଓଲଟିଲା ଗୋରୁ ବୋଝେଇ ଟ୍ରକ୍‌: ୧୪ ମୃତ, ୧୦ ଗୁରୁତର

ଭୋଗରାଇ, ୧୬।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଚନ୍ଦନେଶ୍ୱର ବର୍ଡର ରାସ୍ତାର ମହାନ୍ତି ଛକଠାରେ ସୋମବାର ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଗୋରୁ ବୋଝେଇ ଟ୍ରକ୍‌...

Advertisement
Archives

Model This Week