ଓଲଟିଲା ପିକ୍‌ଅପ୍‌ ଭ୍ୟାନ, ୧୫ ଆହତ

ପଦ୍ମପୁର,୧୨ା୧୦(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ହର୍ଲାଗୁଡା ଗ୍ରାମ ନିକଟ ବୁଲାଣି ରାସ୍ତାରେ ଏକ ପିକ୍‌ଅପ୍‌ ଭ୍ୟାନ ଓଲଟି ପଡିବାରୁ ୧୫ ଜଣ ଆହତ ହୋଇଛନ୍ତି ା ସେମାନଙ୍କୁ ପଦ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି ା ଆହତମାନେ ହେଲେ ଶିବାନୀ ରଇତ, ବିନୋତୀ ଗମାଙ୍ଗ, ଆସାମ ରଇତ, ସୁନୀ ରଇତ, ଅଭି ରଇତ, ସାନୀ ରଇତ, ପି. ତପନ, ଅବିର ରଇତ, ଲଡୁଆ ରଇତ ପ୍ରମୁଖ ା
ଗଜପତି ଜିଲାର ପରିମଳ ଗ୍ରାମ ଅଞ୍ଚଳରୁ ଶ୍ରମିକମାନେ ଶନିବାର ସନ୍ଧ୍ୟାରେ ଏକ ପିକ୍‌ଅପ୍‌ ଭ୍ୟାନରେ ଆସୁଥିଲେ ା ହର୍ଲାଗୁଡ଼ା ବୁଲାଣି ରାସ୍ତାରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାରୁ ତଳକୁ ଖସି ପଡିଥିଲା ା ଫଳରେ ସମସ୍ତେ ଆହତ ହୋଇଥିଲେ ା ଖବରପାଇ ସେମାନଙ୍କ ଗ୍ରାମ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ଉଦ୍ଧାର କରି ପଦ୍ମପୁର ମେଡିକାଲକୁ ନେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ

ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍‌ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…

୨୦୦ ବୁଥ୍‌ରେ BLA-2 ସଭ୍ୟଙ୍କୁ ତାଲିମ; ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ସାଙ୍ଗଠନିକ ମନ୍ଥନ

ଦିଗପହଣ୍ଡି, ୧୦।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ କଂଗ୍ରେସ ଦଳ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ସାଙ୍ଗଠନିକ ସଭା ଅନୁଷ୍ଠିତ…

ଲାଞ୍ଜିଗଡ଼-ଜଗନ୍ନାଥପୁର ରାସ୍ତା ମରଣଜନ୍ତା: ବଂଶଧାରା ପୋଲ ନିକଟରେ ବିରାଟ ଘାଇ, କେତେବେଳେ ବି ଘଟିପାରେ…

ଲାଞ୍ଜିଗଡ଼, ୧୦।୯ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ଲାଞ୍ଜିଗଡ଼-ଜଗନ୍ନାଥପୁର ମୁଖ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ସଙ୍କଟାପନ୍ନ ହୋଇପଡ଼ିଛି। ବଂଶଧାରା ନଦୀ ପୋଲ ନିକଟରେ…

ଗଜପତି ଉପଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ IAS ଭାଗବତ ସାମଲ କଲ୍ୟାଣ ରାଓ

ପାରଳାଖେମୁଣ୍ଡି, ୧୦।୯ (ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଉପଜିଲାପାଳ (ସବ୍‌-କଲେକ୍ଟର) ଭାବେ ୨୦୨୪ ବ୍ୟାଚ୍‌ର ଆଇଏଏସ୍ (IAS) ଅଧିକାରୀ ଭାଗବତ ସାମଲ କଲ୍ୟାଣ ରାଓ ଦାୟିତ୍ୱ…

ଲୋହରାଖଣ୍ଡି ନଦୀ ପାର ହେବା ବେଳେ ବୁଡ଼ିଯାଇ ଚାଲିଗଲା ଚାଷୀଙ୍କ ଜୀବନ, ଶୋକରେ…

ଭଞ୍ଜନଗର, ୧୦।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଗୋହିରୀବାଡ଼ି ଗ୍ରାମର ଜଣେ ଚାଷୀ ଲୋହରାଖଣ୍ଡି ନଦୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ…

ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର

ପାଟଣା, ୧୦।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ତୋଣ୍ଡ ଗ୍ରାମର ଜାମୁନାଳିଆ ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ର କରି ଜଣେ…

ଉତ୍କଳ ଗୌରବ ଇଣ୍ଟରନ୍ୟାସନାଲ ସ୍କୁଲରେ ସିନେ ତାରକା ବାବୁଶାନ୍; ଉଦ୍‌ଘାଟିତ ହେଲା ‘ମନୋଜ ଦାସ ପାଠାଗାର’

ହାଟଡିହୀ/ଛେନାପଦୀ, ୧୦।୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବେରୁଣପଦୀସ୍ଥିତ ଉତ୍କଳ ଗୌରବ ଇଣ୍ଟରନେସନାଲ ସ୍କୁଲ (UGIS)ରେ ଗୁରୁବାର ନୂତନ ଭାବେ ନିର୍ମିତ ‘ମନୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri