ଓଲଟିଲା ବସ୍‌: ୮ ଆହତ

ଯାଜପୁର ଅଫିସ୍‌, ୭।୧: ଯାଜପୁର ଜିଲା ବରୀ ବ୍ଲକ ଅଧିନ ଗୋଳକୁଣ୍ଡ ପଞ୍ଚାୟତ ମେଣ୍ଢ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ସକାଳ ୭ଟା ସମୟରେ ମା’ ମଙ୍ଗଳା ଯାତ୍ରୀବାହୀ ବସ୍‌ ଓଲଟି ପଡିବା ଫଳରେ ୮ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତ ମାନଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ବସ୍‌ଟି ଗୋଳକୁଣ୍ଡରୁ କଟକ ଅଭିମୁଖେ ଯାଉଥିଲା। ଡ୍ରାଇଭର ଭାରସାମ୍ୟ ହରାଇବାରୁ ବସ୍‌ଟି ରାସ୍ତା ତଳକୁ ଓଲଟି ପଡିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଜି ଖାଇ ୧୬ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୭ ଗୁରୁତର

ତୁମୁଡିବନ୍ଧ,୧୬।୫(ଡି.ଏନ.ଏ.): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ପଞ୍ଚାୟତ ଅନ୍ତର୍ଗତ ବୁଢ଼ା କୁଣ୍ଡଳୀ ଗ୍ରାମରେ ବାହାଘର ଭୋଜି ଖାଇ ୧୫ଜଣ ମହିଳା, ପୁରୁଷ ଓ ଶିଶୁ...

ପିଏକ୍ସଇର ବାର୍ଷିକ ସ୍ଥାପନା ଦିବସ ସମାରୋହ: କମଳାକାନ୍ତ ଶ୍ରେଷ୍ଠ ବୈଜ୍ଞାନିକ, ବନମାଳୀ ଶ୍ରେଷ୍ଠ ପ୍ରୁଫ୍‌ ମ୍ୟାନ୍‌ ଭାବେ ପୁରସ୍କୃତ

ବାଲେଶ୍ୱର ଅଫିସ,୨୧।୧୧- ବାଲେଶ୍ୱର ଚାନ୍ଦିପୁର ସ୍ଥିତ ପ୍ରତିରକ୍ଷା ପ୍ରତିଷ୍ଠାନ ପିଏକ୍ସଇ (ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) (ପ୍ରମାଣ ତଥା ପ୍ରାୟୋଗିକ ସ୍ଥାପନା)ର ୧୨୫ତମ ବାର୍ଷିକ ସ୍ଥାପନା...

ଆଶାକର୍ମୀଙ୍କୁ ମାଡ଼ ମାମଲା, ଅଭିଯୁକ୍ତଙ୍କ ପତ୍ତାପାଉନି ପୋଲିସ

ପିପିଲି,୨୬ା୮(ସ୍ବ.ପ୍ର.): ପିପିଲି ଥାନା ଦୁର୍ଗାଦାସପୁର ଗ୍ରାମର ଜଣେ କରୋନା ସଂକ୍ରମିତଙ୍କୁ ଆଣିବାକୁ ଯାଇ ଆଶାକର୍ମୀ ଶୈଳବାଳା ସ୍ବାଇଁ ଆକ୍ରମଣର ଶିକାର ହୋଇଛନ୍ତି। ଏ ନେଇ ଆଶାକର୍ମୀ...

ଋଣ, ଚାରା ଦେବା ନଁ।ରେ ଠକେଇ, ଜଣେ ଗିରଫ

ବାଲିଗୁଡା,୧୬ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ କୋଟଗଡ଼ ପୋଲିସ ଜଣେ ଠକକୁ ଗିରଫ କରିଛି । ଠକ ଜଣକ ବ୍ରାହ୍ମଣୀଗାଁ ଥାନା ତାଜୁଙ୍ଗିଆ ଗ୍ରାମର ଭିମରାଜ ନାୟକ। ଭିମରାଜ...

ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ...

ପାନ ଦୋକାନରୁ ଜବତ ହେଲା କୋରେକ୍ସ

ନୟାଗଡ଼ ଅଫିସ,୨।୭-ନୟାଗଡ଼ ମ୍ୟୁନିସିପାଲିଟି ଓ ଟାଉନ ପୋଲିସ ପକ୍ଷରୁ ନୟାଗଡ଼ ସହରର ବିଭିନ୍ନ ଉଠାଦୋକାନ ଉପରେ ସୋମବାର ଚଢ଼ାଉ କରାଯାଉଛି। କ୍ୟାବିନ୍‌ କରି ପାନ ଦୋକାନ...

ବାତିଲ ହେଲା କୁସୁର୍ଲା ମକରମେଳା: ୪୫ଖଣ୍ଡ ଗ୍ରାମର ସଭ୍ୟଙ୍କୁ ନେଇ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି

ପଲମ, ୧୭।୧୨ (ଡି.ଏନ୍‌.ଏ)-କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ପଞ୍ଚାୟତ ସ୍ଥିତ କୁସୁର୍ଲା ନିଳକଣ୍ଠେଶ୍ୱର ମନ୍ଦିର ପରିସରରେ ୪୫ ଖଣ୍ଡ ଗ୍ରାମର ସଭ୍ୟମାନଙ୍କୁ ନେଇ ବୁଧବାର...

କରୋନା ବେଳେ ବିଏମ୍‌ସି ଖର୍ଚ୍ଚରେ ଜାଲିଆତି

ବ୍ରହ୍ମପୁର ଅଫିସ,୪।୩: କୋଭିଡ୍‌-୧୯ ମହାମାରୀ ବେଳେ ବ୍ରହ୍ମପୁର ସହରରେ ଲକ୍‌ଡାଉନ୍‌, ଶଟଡାଉନ୍‌ ଓ ରାତ୍ରିକାଳୀନ କର୍ଫ୍ୟୁ ହୋଇଥିଲା। ସେହି ସମୟରେ କଣ୍ଟେନମେଣ୍ଟ ଜୋନ୍‌ ପାଇଁ ବ୍ୟାରିକେଡ୍‌...

Advertisement
Archives

Model This Week