ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍‌: ୪ ଗୁରୁତର

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍‌ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ ନେଇ ଆସୁଥିବା ବେଳେ ଏକ ବସ୍‌ ଗୁରୁବାର ପୂର୍ବାହ୍ନରେ ଓଲଟି ପଡ଼ିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ୪୬ ଜଣ ସାମାନ୍ୟ ଆହତ ହୋଇଛନ୍ତି। ସ୍ଥାନୀୟ ପୋଲିସ ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖପ୍ରାଖୋଲରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଖପ୍ରାଖୋଲ, ୨୨ା୪(ଡି.ଏନ.ଏ): ଲକ୍‌ ଡାଉନ ସମୟରେ ଲୋକେ ପଦାକୁ ବାହାରୁ ନ ଥିବାବେଳେ ଉତ୍ପାଦିତ ପନିପରିବା ଠିକରେ ବିକ୍ରି ହୋଇ ପାରୁ ନାହିଁ। ଲୋକଙ୍କୁ ପରିବା...

ଦୁଇ ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ

ବରଗଡ଼ ଅଫିସ,୧୪।୪: ବିବାହରେ ନ ଥିଲା ଯାନି ଯୌତୁକ। ଫୁଟି ନଥିଲା ବାଣ ଫୋଟକା। କେବଳ ଦୁଇଟି ଫୁଲମାଳାରେ ପରସ୍ପରକୁ ଜୀବନସାଥୀ ଭାବେ ବାଛି ନେଇଥିଲେ।...

ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର

କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ...

ଲକ୍‌ଡାଉନ ନିୟମ ଉଲ୍ଲଂଘନ: ବ୍ରହ୍ମପୁର ଜିଲାରେ ୧୭୫୭ ବାଇକ୍‌ ଜବତ

ବ୍ରହ୍ମପୁର ଅଫିସ,୧୦ା୪-କରୋନା ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। ଲକ୍‌ଡାଉନ ପାଇଁ କଡା ନିୟମ କରାଯାଇଛି। ଜରୁରୀ କାମ ନ ଥିଲେ ଘରୁ ନ...

ରଥଯାତ୍ରାକୁ ନେଇ ଗଜପତିଙ୍କ ସହ ଆଲୋଚନା କଲେ ଦଇତାପତି

ପୁରୀ ଅଫିସ, ୨।୫: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ହେବ କି ନାହିଁ ସେ ନେଇ ଅନିଶ୍ଚିତତା ଲାଗି ରହିଛି। ଅକ୍ଷୟ ତୃତୀୟାରେ ଶ୍ରୀମନ୍ଦିର...

ଏସିଆ ବୁକ୍‌ ଅଫ୍‌ ରେକର୍ଡରେ ସ୍ଥାନ ପାଇଲା ସର୍ବବୃହତ୍‌ ହକି ଫିଲ୍ଡ ଲୋଗୋ

ବ୍ରହ୍ମପୁର ଅଫିସ୍‌, ୩୦ା୧: ୱେଷ୍ଟ ଟୁ ହେଲ୍‌ଥ ଦକ୍ଷତାକୁ ନେଇ ବ୍ରହ୍ମପୁର ଆଇଟିଆଇ ପୁଣି ଏକ ରେକର୍ଡ ହାସଲ କରିଛି। ଆଇଟିଆଇ ବିଦ୍ୟାର୍ଥୀଙ୍କ ଦ୍ୱାରା ନିର୍ମିତ...

୧୭ରୁ ଆଞ୍ଚଳିକ କଳିଙ୍ଗ ହର୍ବାଲ୍‌ ମେଳା

ରାଉରକେଲା ଅଫିସ,୮ା୧୧: ଆସନ୍ତା ୧୭ ତାରିଖରୁ ସେକ୍ଟର-୫ ସ୍ଥିତ ଭଞ୍ଜଭବନ ପଡିଆରେ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଅନୁଷ୍ଠିତ ହେବ। ଏହି ମେଳା ରାଉରକେଲା ବନଖଣ୍ଡ...

ପିଆଜ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ

ଖୋର୍ଦ୍ଧା ଅଫିସ,୪।୬: ଖୋର୍ଦ୍ଧା ଜିଲା ୫୭ ନଂ ଜାତୀୟ ରାଜପଥ ସଦର ଥାନା ଅଞ୍ଚଳରୁ ଗୁରୁବାର ଅପରାହ୍ନରେ ଏକ ପିଆଜ ଟ୍ରକ୍‌ରୁ ୭ କୁଇଣ୍ଟାଲ ଗଞ୍ଜେଇ...

Advertisement
Archives

Model This Week