ଓଲେ ଓଲେ ଗୀତରେ କୋରିଓଗ୍ରାଫର, ଅଭିନେତ୍ରୀଙ୍କ ଦମ୍‌ଦାର ଡ୍ୟାନ୍ସ: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସନ୍ଦୀପା ଧର ଓ କୋରିଓଗ୍ରାଫର ମେଲ୍‌ଭିନ ଲୁଇସ୍‌ଙ୍କ ଏକ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ୨ଜଣଙ୍କ ଦମ୍‌ଦାର ଡ୍ୟାନ୍ସ ଦେଖିବାକୁ ମିଳିଛି। ବଲିଉଡ୍‌ ଅଭିନେତା ଶୈଫ ଅଲ୍ଲୀ ଖାଁଙ୍କ ଫିଲ୍ମ ‘ଜବାନୀ ଜାନେମନ’ର ପପୁଲାର ଗୀତ ‘ଓଲେ ଓଲେ’ରେ ସନ୍ଦୀପା ଓ ମେଲ୍‌ଭିନ ଦୁହେଁ ମିଶି ଡ୍ୟାନ୍ସ କରିଥିବା ନଜର ଆସିଛନ୍ତି। ଏହି ଭିଡିଓକୁ ପ୍ରଶଂସକ ବେଶ୍‌ ପସନ୍ଦ କରିଥିବା ବେଳେ ଏହାକୁ ଏପର୍ଯ୍ୟନ୍ତ ୫୦ହଜାରରୁ ଊର୍ଦ୍ଧ୍ୱ ଲୋକ ଦେଖିସାରିଲେଣି। ମେଲ୍‌ଭିନଙ୍କୁ ଭଲ କୋରିଓଗ୍ରାଫି ପାଇଁ ଜଣାଯାଉଥିବା ବେଳେ ଅଭିନେତ୍ରୀ ସନ୍ଦୀପା ନିଜ ଅଭିନୟ ସହ ଭଲ ଡ୍ୟାନ୍ସ ପାଇଁ ବେଶ୍‌ ଜଣାଶୁଣା।


Enter your email to get our daily news in your inbox.

All Right Reserved By Dharitri.Com

କେଆଇଏଫ୍‌ଏଫ୍‌ରୁ ବାଦ୍‌ ପଡ଼ିଲା ‘ପାଟଣାଗଡ଼’

ଭୁବନେଶ୍ୱର, ୩୦ା୧୦(ବ୍ୟୁରୋ):କୋଲକାତା ଇଣ୍ଟରନ୍ୟାଶନାଲ ଫିଲ୍ମ ଫେଷ୍ଟିଭାଲ(କେଆଇଏଫ୍‌ଏଫ୍‌)ରେ ଆଉ ପ୍ରଦର୍ଶିତ ହେବନି ବହୁଭାଷୀ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’। ଶେଷ ମୁହୂର୍ତ୍ତରେ ଓଡ଼ିଆ ଫିଲ୍ମ ‘ପାଟଣାଗଡ଼’କୁ ଫିଲ୍ମ ଫେଷ୍ଟିଭାଲରୁ...

ଗବର ସିଂ ଚୟନ ଅନ୍ତରାଳେ

‘କିତ୍‌ନେ ଆଦ୍‌ମୀ ଥେ’ ଡାଏଲଗ୍‌ କଥା ମନେପଡିଲେ ଆଖି ସାମ୍‌ନାକୁ ଚାଲିଆସେ ସେହି ଡକାୟତ ଗବର ସିଂଙ୍କ ମୁହଁ। ସୁପର ଡୁପର ହିଟ୍‌ ହିନ୍ଦୀ ସିନେମା...

କାହିଁକି ଅବିବାହିତ ଥିଲେ ସୁରସାମ୍ରାଜ୍ଞୀ

ସୁରସାମ୍ରାଜ୍ଞୀ ଲତା ମଞ୍ଜେଶକର ଆଜି ୯୨ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ବିଶେଷ ଦିନରେ ପ୍ରଶଂସକ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ୩୬ଟି ଭାରତୀୟ ଭାଷାରେ...

ମୁମ୍ବାଇରେ ସମ୍ପନ୍ନ ହେବ ସୁଶାନ୍ତଙ୍କ ଶେଷକୃତ୍ୟ

ମୁମ୍ବାଇ,୧୫।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ଅକାଳ ବିୟୋଗ ତାଙ୍କ ପ୍ରଶଂସକ ତଥା ସିନେ ପ୍ରେମୀଙ୍କ ମନରେ ଗଭୀର ଆଘାତ ସୃଷ୍ଟି କରିଛି। ମୁମ୍ବାଇର...

“ରନୱେ ୩୪”ରେ କମାଲ କରିବେ ଅଜୟ ଦେବଗନ

ମୁମ୍ବାଇ: କିଛିଦିନ ପରେ ପୁଣିଥରେ ବଡ ପରଦାରେ ଦେଖିବାକୁ ମିଳିବ ଅଜୟ ଦେବଗନଙ୍କୁ । ତାଙ୍କ ଅଭିନୀତ ଫିଲ୍ମ “ରନୱେ ୩୪”ର ପୋଷ୍ଟର ରିଲିଜ ହୋଇଛି...

‘ପଙ୍ଗା’ର ନୂଆ ପୋଷ୍ଟର ରିଲିଜ୍‌

ମୁମ୍ବାଇ: କଙ୍ଗନା ରାନାଓ୍ବତଙ୍କ ଲିଡ୍‌ ରୋଲରେ ପରଦାକୁ ଆସିବ ‘ପଙ୍ଗା’। ଶନିବାର ଅଭିନେତ୍ରୀ ନିନା ଗୁପ୍ତା ଏହାର ଏକ ପୋଷ୍ଟର ରିଲିଜ୍‌ କରିଛନ୍ତି। ଏହି ପୋଷ୍ଟରରେ...

ନିରାଶ ହୋଇ ଘରକୁ ଫେରିଯାଉଥିବା ବିଗ୍‌ବିଙ୍କୁ ଚଳଚ୍ଚିତ୍ରରେ ସୁଯୋଗ ଦେଇଥିଲେ ଏହି ଅଭିନେତା

ହିନ୍ଦୀ ସିନେମା ଜଗତର ଭେଟେରାନ ଅଭିନେତା ମନୋଜ କୁମାର ୨୪ ଜୁଲାଇରେ ଜନ୍ମଦିନ ପାଳନ କରନ୍ତି। ସେ ଅନେକ ଚଳଚ୍ଚିତ୍ର, କରି ଦର୍ଶକଙ୍କ ହୃଦୟ ଜିତିଛନ୍ତି।...

କଳାକାର ହିଁ ବୁଝିପାରେ ଅନ୍ୟ କଳାକାରର ମନ: ରାପ୍‌ କଣ୍ଠଶିଳ୍ପୀ ଡୁଲେଶ୍ୱରଙ୍କୁ ସହାୟତାର ହାତ ବଢାଇଲେ ହ୍ୟୁମାନ ସାଗର

ଭବାନୀପାଟଣା,୧୯।୬ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାର ଡୁଲେଶ୍ୱର ତାଣ୍ଡି ଜଣେ ବିପ୍ଲବୀ ରାପ୍‌ ସଙ୍ଗୀତକାର। ସେ ସୋସିଆଲ ମିଡିଆରେ ବେଶ ଚର୍ଚ୍ଚିତ। ହେଲେ ତାଙ୍କ ପରିବାରର ଆର୍ଥତ୍କ...

Advertisement
Archives

Model This Week