ଓସ୍କାର ଦୌଡରୁ ବାଦ୍‌ ପଡିଲା ‘ଗଲି ବୟ’

ନୂଆଦିଲ୍ଲୀ,୧୭।୧୨: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଷ୍ଟାରକାଷ୍ଟରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଗଲି ବୟ’ ଓସ୍କାର ଦୌଡରୁ ବାଦ୍‌ ପଡିଛି। ଭାରତ ପକ୍ଷରୁ ଏହାକୁ ୯୨ତମ ଏକାଡେମୀ ଆଓ୍ବାର୍ଡ ପାଇଁ ପଠାଯାଇଥିଲା। ‘ଗଲି ବୟ’ର ଏଣ୍ଟ୍ରି ବେଷ୍ଟ ଇଣ୍ଟରନ୍ୟାଶନାଲ ଫିଚର ଫିଲ୍ମ କାଟାଗୋରୀରେ କରାଯାଇଥିଲା। ସୋମବାର ଏକାଡେମୀ ଅଫ୍‌ ମୋଶନ ପିକ୍ଚର ଆର୍ଟସ ଆଣ୍ଡ ସାଇନ୍ସ ପକ୍ଷରୁ ୨୦୨୦ପାଇଁ ଯେଉଁ ୯ଟି କାଟାଗୋରୀରେ ସର୍ଟ ଲିଷ୍ଟେଡ ନୋମିନେଶନ କରାଯାଇଛି ସେଥିରେ ‘ଗଲି ବୟ’ବୁ ବାଦ୍‌ ଦିଆଯାଇଛି। ଏଥିରେ ୧୦ଟି ଚଳଚ୍ଚିତ୍ରକୁ ସ୍ଥାନ ଦିଆଯାଇଛି। ଜାନୁୟାରୀ ୩,୨୦୨୦ରେ ଏହାର ଚୁଡାନ୍ତ ତାଲିକା ପ୍ରକାଶ ପାଇବ ଓ ଫେବୃୟାରୀ ୯, ୨୦୨୦ରେ ହଲିଉଡ୍‌ର ଡଲବି ଥିଲଏଟରରେ ଏହି ପୁରସ୍କାର ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପସନ୍ଦ ଡ୍ୟାନ୍ସ: ସାଗର

ଯାତ୍ରାଜଗତର ଜଣେ ଜଣାଶୁଣା ଡ୍ୟାନ୍ସର ତଥା କୋରିଓଗ୍ରାଫର ସାଗର। ସେ କେବଳ ଡ୍ୟାନ୍ସ କିମ୍ବା ଡ୍ୟାନ୍ସ କମ୍ପୋଜ୍‌ କରନ୍ତିନି; ଅଧିକନ୍ତୁ ଅଭିନୟ ବି କରନ୍ତି। କହିଦେଲେ...

ଲାଞ୍ଚ ନ ମିଳିବାରୁ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ହେଲା ୧୦୪ ବର୍ଷ

ବରେଲୀ,୨୧।୧: ଲାଞ୍ଚ ନ ମିଳିବାରୁ ଜଣେ ୪ ବର୍ଷ ଶିଶୁଙ୍କ ବୟସ ଜନ୍ମ ପ୍ରମାଣ ପତ୍ରରେ ୧୦୪ ବର୍ଷ କରାଯାଇଛି। ଉତ୍ତରପ୍ରଦେଶ ବରେଲୀର ଏକ ଅଦାଲତ...

ମୋଦିଙ୍କ ନେତୃତ୍ୱରେ ଦେଶର ଦ୍ରୁତ ବିକାଶ ଜାରି ରହିଛି: ଅମିତ ଶାହ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଗୁରୁବାର ଦେଶବାସୀଙ୍କୁ ଟୁଇଟ୍‌ କରି ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଦ୍ୱାଦଶ ପରୀକ୍ଷାରେ ଅଖିଳେଶଙ୍କ ଝିଅ ରଖିଲେ ୯୮%

ନୂଆଦିଲ୍ଲୀ,୧୧।୭: ସମାଜବାଦୀ ପାର୍ଟୀ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ଝିଅ ଅଦିତି ଆଇଏସ୍‌ସି ବୋର୍ଡର ଦ୍ୱାଦଶ ପରୀକ୍ଷାରେ ୯୮ ପ୍ରତିଶତ ମାର୍କ ରଖି ପାସ୍‌ କରିଛନ୍ତି। ଏନେଇ...

ବଦଳିଲା ଶାହଙ୍କ ଠିକଣା

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରୀମଣ୍ଡଳରେ ଗୁରୁ ଦାୟିତ୍ୱ ବହନ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଠିକଣା ଏବେ ବଦଳି ଯିବ। ୧୧, ଆକବର...

ପ୍ରଥମଥର ଏମ୍‌ପି ହୋଇଥିବା ନକୁଲ ନାଥଙ୍କୁ ସଂସଦ ପର୍ଯ୍ୟନ୍ତ ଛାଡିବାକୁ ଆସିଲେ ବାପା

ନୂଆଦିଲ୍ଲୀ,୧୭।୬: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ କମଲ ନାଥ ଓ ତାଙ୍କ ପୁଅ ନକୁଲ ନାଥ ସୋମବାର ସଂସଦ ଭବନ ପହଞ୍ଚିଥିଲେ। ନକୁଳ ନାଥ ୧୭ତମ ଲୋକ ସଭା...

ବିଦେଶରେ ଦେଶୀ ଲୁକ୍‌ରେ ନଜର ଆସିଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ବିବାହ ପରେ ଆମେରିକାରେ ରହୁଛନ୍ତି ସତ। ହେଲେ ଏବେବି ସେ ତାଙ୍କ ନିଜ ଦେଶର ପରମ୍ପରାକୁ ଭୁଲି...

ଏହି ଟିମ୍‌ର ବ୍ରାଣ୍ଡ୍‌ ଆମ୍ବାସାଡର ହେଲେ ସନି ଲିଓନି

ଦୁବାଇ,୩୧।୧୦: ଟି-୨୦ କ୍ରିକେଟ ପରେ ଏବେ ଟି-୧୦ ଲିଗ୍‌ ଆରମ୍ଭ ହେବାକୁ ଯାଉଛି। ନଭେମ୍ବର ୧୪ରୁ ଦୁବାଇରେ ହେବାକୁ ଥିବା ଏହି ଲିଗ୍‌ ପାଇଁ ସମସ୍ତ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *