Posted inଜାତୀୟ

ଓ୍ବାର ମେମୋରିଆଲରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୧ତମ ସାଧାରଣତନ୍ତ୍ର ଦିବସ ଅବସରରେ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଦେଶର ସୁରକ୍ଷାରେ କର୍ତ୍ତବ୍ୟ କରୁଥିବା ସମୟରେ ଶହୀଦ୍‌ ହୋଇଥିବା ଯବାନଙ୍କ ଉଦ୍ଦେଶ୍ୟରେ ଏହାର ନିର୍ମାଣ କରାଯାଇଛି। ସିଡିଏସ୍‌ଜେନେରାଲ ବିପିନ ରାଓ୍ବତ, ସେନାମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ, ନୌସେନା ମୁଖ୍ୟ ଆଡମିରାଲ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଏୟାର ମାର୍ଶଲ ଆର୍‌.କେ.ଏସ୍‌ ଭଦୋରିୟା ମଧ୍ୟ ନ୍ୟାସନାଲ୍‌ ଓ୍ବାର ମେମୋରିଆଲରେ ଶହୀଦ୍‌ଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆ ଛାଡ଼ିବେ ମୋଦି

ନୂଆଦିଲ୍ଲୀ,୩ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ସୋସିଆଲ ମିଡିଆ ଛାଡ଼ିବା ନେଇ ଚିନ୍ତା କରୁଥିବା ସୋମବାର ଟୁଇଟ୍‌ କରି ଜଣାଇଛନ୍ତି। ଆସନ୍ତା ରବିବାର ପରେ ସେ...

ଟିକାକରଣ ଉପରେ ସନ୍ଦେହ କରାଯିବା ଅନୁଚିତ, ଦେଶ ପାଇଁ ଏହା ସୁରକ୍ଷା କବଚ…

ନୂଆଦିଲ୍ଲୀ,୨୫।୧୦: ଦେଶରେ ଜାରି ରହିଥିବା ଟିକାକରଣ ଅଭିଯାନ ଉପରେ ସନ୍ଦେହ କରିବା ଅନୁଚିତ। ଏହା ଦେଶର ଜନସଂଖ୍ୟା ପାଇଁ ସୁରକ୍ଷା କବଚ ପାଲଟିଛି। ଏଭଳି କହି...

ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍‌ ଆତଙ୍କବାଦୀ…

ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍‌ରେ ଥିବା କେରଳର ୪ ମହିଳା ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ...

ଏବେ ପ୍ରଭୁ ହନୁମାନଙ୍କ ଜନ୍ମସ୍ଥଳୀ ନେଇ ବିବାଦ, କିଷ୍କିନ୍ଧ୍ୟାରେ ହୋଇଥିଲା ଜନ୍ମ…

ନୂଆଦିଲ୍ଲୀ, ୨୮।୫ : ବାରାଣସୀରେ ଜ୍ଞାନବାପି ମସଜିଦକୁ ନେଇ ବିବାଦ ଲାଗି ରହିଥିବାବେଳେ ଏବେ ପ୍ରଭୁ ହନୁମାନଙ୍କ ଜନ୍ମସ୍ଥାନକୁ ନେଇ ଏକ ନୂଆ ବିବାଦ ଉପୁଜିଛି।...

ପ୍ରଥମ ଡୋଜ୍‌ କୋଭିଶିଲ୍ଡ,, ଦ୍ୱିତୀୟ ଡୋଜ୍‌ କୋଭାକ୍ସିନ୍‌ ନେଲେ ୨୦ ଗ୍ରାମବାସୀ: ହରଡ଼ଘଣାରେ ପ୍ରଶାସନ…

ଲକ୍ଷ୍ନୌ,୨୬।୫: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍‌ ଅବା କୋଭିଶିଲ୍ଡର ପ୍ରଥମ ଏବଂ...

ଟ୍ରମ୍ପ୍‌ଙ୍କ ଗସ୍ତ ପାଇଁ ସରକାର କେତେ କରୁଛନ୍ତି ଖର୍ଚ୍ଚ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗସ୍ତ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କେତେ ଖର୍ଚ୍ଚ କରୁଛନ୍ତି ସେ ନେଇ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ...

୩୭ ବିଧାୟକଙ୍କ ସମର୍ଥନ ସହ ଉପବାଚସ୍ପତିଙ୍କୁ ଚିଠି ଲେଖିଲେ ସିନ୍ଦେ

ମୁମ୍ବାଇ,୨୪।୬: ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ଶିବସେନାର ବିଦ୍ରୋହୀ ବିଧାୟକଙ୍କ ଯୋଗୁ ମହା ବିକାଶ ଅଘାଡ଼ି ସରକାର ଉପରେ ସଙ୍କଟ ଦେଖାଦେଇଛି। ୩୭ ବିଦ୍ରୋହୀ...

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ...

Advertisement
Archives

Model This Week