Posted inଖେଳ

ଓ୍ୱାର୍ଲ୍ଡ ଜୁନିୟର ଟ୍ରାକ୍‌ ସାଇକ୍ଲିଂ ଚାମ୍ପିୟନଶିପ୍‌: ଭାରତର ଶ୍ରେଷ୍ଠ ପ୍ରଦର୍ଶନ

ନୂଆଦିଲ୍ଲୀ, ୧୯ା୮ (ପି.ଟି.)- ଓ୍ୱାର୍ଲ୍ଡ ଜୁନିୟର ଟ୍ରାକ୍‌ ଚାମ୍ପିୟନଶିପ୍‌ରେ ଭାରତର ଇସୋ ଆଲ୍‌ବେନ୍‌ ଦୁଇଟି ପଦକ ଜିତିଛନ୍ତି। ଫଳରେ କୌଣସି ଏକ ଗ୍ଲୋବାଲ ଇଭେଣ୍ଟରେ ଭାରତ ଏହାର ଶ୍ରେଷ୍ଠ ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଲେଖାଏଁ ସ୍ବର୍ଣ୍ଣ, ରୌପ୍ୟ ଏବଂ ବ୍ରୋଞ୍ଜ ପଦକ ହାସଲ କରି ପଦକ ତାଲିକାରେ ୬ଷ୍ଠ ସ୍ଥାନ ଅଧିକାର କରିଛି। ଜର୍ମାନୀ, ନ୍ୟୁଜିଲାଣ୍ଡ ଓ ଗ୍ରୀସ୍‌ ଯଥାକ୍ରମେ ପ୍ରଥମ ତିନୋଟି ସ୍ଥାନ ଅଧିକାର କରିଛନ୍ତି। ଇସୋ, ରୋନାଲେ୍‌ଡା ସିଂ ଏବଂ ରୋଜିତ୍‌ ସିଂଙ୍କୁ ନେଇ ଭାରତୀୟ ଦଳ ପୁରୁଷ ସ୍ପ୍ରିଣ୍ଟ ଇଭେଣ୍ଟରେ ଏକ ସ୍ବର୍ଣ୍ଣ ଜିତି ଇତିହାସ ସୃଷ୍ଟି କରିଛନ୍ତି। ଇସୋ ପରେ ବ୍ୟକ୍ତିଗତ ସ୍ପ୍ରିଣ୍ଟ ଇଭେଣ୍ଟରେ ଏକ ରୌପ୍ୟ ହାସଲ କରିଥିଲେ। ୧୮ ବର୍ଷୀୟ ଏହି ସାଇକ୍ଲିଷ୍ଟ ଆହୁରି ମଧ୍ୟ ପୁରୁଷ ବ୍ୟକ୍ତିଗତ କିରିନ ଇଭେଣ୍ଟରେ ବ୍ରୋଞ୍ଜ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri