Posted inଜାତୀୟ

ଓ୍ବାୟନାଡରେ ବନ୍ୟା ପୀଡ଼ିତଙ୍କୁ ରିଲିଫ ବାଣ୍ଟିଲେ ରାହୁଲ

ଓ୍ବାୟନାଡ:୧୨।୮: କଂଗ୍ରେସ ନେତା ଓ ଓ୍ବାୟନାଡ ଏମ୍‌ପି ରାହୁଲ ଗାନ୍ଧୀ ନିଜ ସଂସଦୀୟ କ୍ଷେତ୍ର ଗସ୍ତରେ ଅଛନ୍ତି। କେରଳ ଓ୍ବାୟନାଡରେ ବନ୍ୟା ପରିସ୍ଥିତି ଉପୁଜିଥିବା ବେଳେ ସୋମବାର ରାହୁଲ ଗାନ୍ଧୀ ଏକ ରିଲିଫ ଶିବିରରେ ପହଞ୍ଚି ଲୋକଙ୍କୁ ରିଲିଫ ବଣ୍ଟନ କରିଥିଲେ। ଏଥିସହ ରାହୁଲ ଫେସ୍‌ବୁକରେ ଏକ ପୋଷ୍ଟ ଶେୟାର କରି କ୍ୟାପସନ୍‌ରେ ଲେଖିଛନ୍ତି, ଓ୍ବାୟନାଡ ବନ୍ୟା ଯୋଗୁ ବହୁ ପରିମାଣରେ କ୍ଷତିଗ୍ରସ୍ତ ହୋଇଥିବା ବେଳେ ଲକ୍ଷ ଲକ୍ଷ ଲୋକ ନିଜ ଘର ହରାଇ ରିଲିଫ ଶିବିରରେ ରହିଛନ୍ତି। ତେଣୁ ବନ୍ୟା ପୀଡ଼ିତଙ୍କୁ ତୁରନ୍ତ ରିଲିଫ ପ୍ରଦାନ କରିବା ପାଇଁ ସେ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଅନ୍ୟପଟେ ରାହୁଲ ଏହି ସଂସଦୀୟ କ୍ଷେତ୍ରର ଏମ୍‌ପି ହୋଇଥିବାରୁ ବନ୍ୟା ପ୍ରଭାବିତ ଲୋକଙ୍କୁ ତୁରନ୍ତ ସମସ୍ତ ପ୍ରକାରର ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇଥିବା ନେଇ ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ବାହାଘରକୁ ନିଜେ ଗାଡ଼ି ଚଲାଇ ଆସିଲେ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ,୧୦।୧୦: ପଞ୍ଜାବର ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚାନ୍ନିଙ୍କ ବଡ ପୁଅ ନବଜିତ୍‌ ସିଂ ଚାନ୍ନିଙ୍କ ରବିବାର ନିରାଡମ୍ବର ଭାବରେ ବିବାହ ସମ୍ପନ୍ନ ହୋଇଛି। ଡେରାବସ୍ତିର ଅମଲାଲା...

ମୋଦିଙ୍କ ପ୍ରଥମ କାର୍ଯ୍ୟକାଳରେ ନିହତ ହୋଇଛନ୍ତି ୯୬୩ ଆତଙ୍କବାଦୀ: ଶାହ

ନୂଆଦିଲ୍ଲୀ,୧୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଥମ କାର୍ଯ୍ୟକାଳ ସମୟରେ ୯୬୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ୪୧୩ ଯବାନ ଶହୀଦ୍‌ ହୋଇଛନ୍ତି।...

୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ମୁମ୍ବାଇ,୨୭-୧୨: ଆଗାମୀ ଡିସେମ୍ବର ୩୦ରେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରାଯିବ। ସେହିଦିନ ମୋଟ ୩୬ ମନ୍ତ୍ରୀ ଶପଥଗ୍ରହଣ କରିବେ ବୋଲି କଂଗ୍ରେସ ସୂତ୍ରରୁ ଜଣାପଡ଼ିଛି। ଏବେ...

ଦିଲ୍ଲୀରେ ପ୍ରଚାର ମଇଦାନକୁ ଓହ୍ଲାଇବେ ଭାଜପାର ୩୭୦ ଏମ୍‌ପି !

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ୪ ଦିନ ବାକି ରହିଛି। ଏବେ ସବୁ ଦଳର ଷ୍ଟାର ପ୍ରଚାରକମାନେ ମଇଦାନକୁ ଓହ୍ଲାଇଥିବା ବେଳେ ଭାରତୀୟ...

୨୦୦୦ ଟଙ୍କିଆ ନୋଟ ଆଣିବାକୁ ଚାହୁଁ ନ ଥିଲେ ମୋଦି: ପୂର୍ବତନ ମୁଖ୍ୟ ଶାସନ ସଚିବ…

ନୂଆଦିଲ୍ଲୀ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ନୃପେନ୍ଦ୍ର ମିଶ୍ର କହିଛନ୍ତି ୨୦୧୬ ମସିହାରେ ବିମୁଦ୍ରୀକରଣ ଘଟିବା ପରେ ମଧ୍ୟ...

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...

ମୁଖ୍ୟମନ୍ତ୍ରୀ ଚନ୍ନିଙ୍କୁ ଟାର୍ଗେଟ୍‌ କଲେ ଶାହା

ଲୁଧିଆନା,୧୩।୨: ପ୍ରଧାନମନ୍ତ୍ରୀଙ୍କୁ ସୁରକ୍ଷା ଦେଇପାରିଲେ ନାହିଁ ସେ କିପରି ପଞ୍ଜାବକୁ ସୁରକ୍ଷିତ ରଖିବେ ବୋଲି ପଞ୍ଜାବର ଲୁଧିଆନା ସହରରେ ରବିବାର ଆୟୋଜିତ ଏକ ରାଲିକୁ ସମ୍ବୋଧିତ...

ମାନହାନି ମାମଲା: ୧୫ ହଜାର ଟଙ୍କାରେ ରାହୁଲଙ୍କୁ ମିଳିଲା ଜାମିନ

ମୁମ୍ବାଇ,୪।୭: ମାନହାନି ମାମଲାରେ ଗୁରୁବାର ମୁମ୍ବାଇର ଏକ କୋର୍ଟରେ ହାଜର ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ ମିଳିଯାଇଛି। ୧୫ ହଜାର ଟଙ୍କାର ବେଲ୍‌...

Advertisement
Archives

Model This Week