Posted inଜାତୀୟ

ଓ୍ବିପ୍ରୋର ନୂଆ ଅଧ୍ୟକ୍ଷ ହେବେ ରିଶଦ୍‌ ପ୍ରେମ୍‌ଜୀ: ଅଜୀମ୍‌ ପ୍ରେମ୍‌ଜୀ ନେବେ ଅବସର

ନୂଆଦିଲ୍ଲୀ,୩୦।୭: ଆଇଟି କମ୍ପାନୀ ଓ୍ବିପ୍ରୋର ନୂତନ ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ଭାବେ ଅଜୀମ୍‌ ପ୍ରେମ୍‌ଜୀଙ୍କ ପୁଅ ରିଶଦ୍‌ ପ୍ରେମ୍‌ଜୀ ଦାୟିତ୍ୱ ଗ୍ରହଣ କରିବେ। ମଙ୍ଗଳବାର ୭୩ ବର୍ଷ ବୟସ୍କ ଅଜୀମ୍‌ ପ୍ରେମ୍‌ଜୀ ଅବସର ନେବା ପରେ ରିଶଦ୍‌ ଏହି ପଦବୀରେ ନିଯୁକ୍ତ ହେବେ। ଅଜୀମ୍‌ ପ୍ରେମ୍‌ଜୀ ଦୀର୍ଘ ୫୩ ବର୍ଷ ଧରି କମ୍ପାନୀର ଡୋର ଧରିବା ପରେ ଅବସର ନେଉଛନ୍ତି। ଏବେ କମ୍ପାନୀର ମୁଖ୍ୟ ରଣନୀତି ଅଧିକାରୀ ତଥା ନିର୍ଦ୍ଦେଶକ ମଣ୍ଡଳ ସଦସ୍ୟ ଭାବେ କାର୍ଯ୍ୟକରୁଥିବା ରିଶଦ୍‌ ଜୁଲାଇ ୩୧ଠାରୁ ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ। ତେବେ ଅଜୀମ୍‌ ପ୍ରେମ୍‌ଜୀ ୨୦୨୪ ପର୍ଯ୍ୟନ୍ତ ଅଣ-କାର୍ଯ୍ୟକାରୀ ନିର୍ଦ୍ଦେଶକ ତଥା ସଂସ୍ଥାପକ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ମମତା, ହ୍ବିଲ୍‌ ଚେୟାରରେ ବସି ଘରକୁ ଫେରିଲେ

କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କୋଲକାତା ସ୍ଥିତ ଏସ୍‌ଏସ୍‌କେଏମ୍‌ ହସ୍ପିଟାଲରୁ ଶୁକ୍ରବାର ଡିସ୍‌ଚାର୍ଜ ହୋଇଛନ୍ତି। ମମତା ଏକ ହ୍ବିଲ୍‌ ଚେୟାରରେ ବସି କାଳିଘାଟ ସ୍ଥିତ...

ଭାରତ ପାଖରେ ପର୍ଯ୍ୟାପ୍ତ ଔଷଧ ଗଚ୍ଛିତ ଅଛି, ଭୟ କରିବାର ଆବଶ୍ୟକାତା ନାହିଁ: ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୧୪।୨: କରୋନା ଭାଇରସକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଚାଇନାରେ ଏହି ଭାଇରସ ୧୪ଶହରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଥିବା...

ବିଶ୍ୱ ମହାସାଗର ଦିବସରେ ଚେନ୍ନାଇ ସମୁଦ୍ର କୂଳ ସଫା କଲେ କିରେନ ରିଜିଜୁ…

ଚେନ୍ନାଇ,୮।୬ : ବିଶ୍ୱ ମହାସାଗର ଦିବସରେ ଚେନ୍ନାଇର ବେସନ୍ତ ନଗର ବେଳାଭୂମିର ସଫେଇ କାର୍ଯ୍ୟରେ କେନ୍ଦ୍ର ପୃଥିବୀ ବିଜ୍ଞାନ ମନ୍ତ୍ରୀ କିରେନ ରିଜିଜୁ ଅଂଶଗ୍ରହଣ କରିଥିଲେ।...

ଉତ୍ତର ପ୍ରଦେଶର ସରକାରୀ କର୍ମଚାରୀଙ୍କ ପାଇଁ ଯୋଗୀ ସରକାରଙ୍କ ନୂଆ ନିୟମ, ଉଲ୍ଲଂଘନ କଲେ ବନ୍ଦ ରହିବ ପଦନ୍ନୋତି

ଲକ୍ଷ୍ନୌ,୨୪।୮: ପାରଦର୍ଶିତା ଓ ଉତ୍ତରଦାୟିତ୍ୱ ନିର୍ଦ୍ଧାରିତ କରି ରାଜ୍ୟରେ ଜନସେବା କାର୍ଯ୍ୟରେ ନିୟୋଜିତ ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥଙ୍କ ସରକାରଙ୍କ ସମସ୍ତ ବିଭାଗର ଅଧିକାରୀ ଏବଂ...

ବିଦେଶକୁ ରପ୍ତାନି ହେବ ‘ଆକାଶ’

ନୂଆଦିଲ୍ଲୀ, ୩୧।୧୨(ଆଇଏଏନ୍‌ଏସ୍‌): ଭାରତର ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆକାଶ ମିସାଇଲ୍‌ ସିଷ୍ଟମ୍‌ ବିଦେଶକୁ ରପ୍ତାନି ହେବ। ବୁଧବାର କେନ୍ଦ୍ର କ୍ୟାବିନେଟ ଏହି ପ୍ରସ୍ତାବକୁ ଅନୁମୋଦନ କରିଥିବା...

କଂଗ୍ରେସ ଉପରେ ଭରସା କରନ୍ତୁ ନାହିଁ: ଅମିତ ଶାହା

ବେଙ୍ଗାଲୁରୁ,୧୭।୧: କେନ୍ଦ୍ର ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା ରବିବାର କଂଗ୍ରେସ ଉପରେ ବର୍ଷିଛନ୍ତି। କର୍ନାଟକର ବଗାଲକୋଟରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବାବେଳେ ସେ କହିଛନ୍ତି ଯେ,କଂଗ୍ରେସକୁ...

ଚାଇନାର ଅସଲ ମୁଖା ଖୋଲିଲା: ଏପଟେ ସୈନ୍ୟ ବୃଦ୍ଧି, ସେପଟେ ଆଲୋଚନା

ଲଦାଖ,୧୧।୯: ବାସ୍ତବ ନିୟନ୍ତ୍ରଣ ରେଖା(ଏଲଏସି)ରେ ଭାରତ-ଚାଇନା ମଧ୍ୟରେ ସୀମା ବିବାଦ ଚରମ ସୀମାରେ ପହଞ୍ଚିଛି। ଗୋଟିଏ ପଟେ ସୀମାରେ ଶାନ୍ତି ବଜାୟ ରଖିବା ପାଇଁ ରୁଷିଆର...

ବେସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଲେ ସରକାର ଦେବେ ଖର୍ଚ୍ଚ

ଲକ୍ଷ୍ନୌ,୨୫।୪: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ କୌଣସି ଘରୋଇ କିମ୍ବା ସରକାରୀ ଡାକ୍ତରଖାନା...

Advertisement
Archives

Model This Week