Posted inଖେଳ

ଓ୍ବିମ୍ବେଲଡନରେ ପ୍ରଥମ

ଲଣ୍ଡନ, ୧୦ା୭ (ଏଏଫ୍‌ପି)- ଓ୍ବିମ୍ବେଲଡନର ପ୍ରଥମ ୧୨-୧୨ ଫାଇନାଲ ସେଟ୍‌ ଟାଇବ୍ରେକ୍‌ ଚଳିତ ସଂସ୍କରଣରେ ଦେଖିବାକୁ ମିଳିଛି। ମଙ୍ଗଳବାର ହେନ୍‌ରି କୋଣ୍ଟିନେନ୍‌ ଓ ଜନ୍‌ ପିଅର୍ସ ଏବଂ ରାଜୀବ ରାମ ଓ ଜୋ ସାଲିସବରିଙ୍କ ମଧ୍ୟରେ ଅନୁଷ୍ଠିତ ପୁରୁଷ ଡବଲ୍ସ ମ୍ୟାଚରେ ଏହା ଦେଖିବାକୁ ମିଳିଛି। ୮ମ ସିଡ୍‌ କୋଣ୍ଟିିନେନ୍‌ ଓ ପିଅର୍ସ ଯୋଡ଼ି ୭-୬ (୭/୨), ୬-୪, ୩-୬, ୪-୬, ୧୩-୧୨ (୭/୨) ସେଟ୍‌ରେ ଏହି ମ୍ୟାଚ୍‌ ଜିତିଥିଲେ। ଏହି ମ୍ୟାଚ ୪ ଘଣ୍ଟା ୨୯ ମିନିଟ ଧରି ଚାଲିଥିଲା। ବ୍ୟାଡ୍‌ଲାଇଟ୍‌ ଯୋଗୁ ସୋମବାର ତୃତୀୟ ରାଉଣ୍ଡ ମ୍ୟାଚ ସସ୍‌ପେଣ୍ଡ ହୋଇଥିଲା ମଙ୍ଗଳବାର ୧,୭୫୦ ଆସନ ବିଶିଷ୍ଟ କୋର୍ଟ ନମ୍ବର ୧୨ରେ ଏହି ମ୍ୟାଚ ଖେଳାଯାଇଥିଲା। ୨୦୧୮ରେ କେଭିନ ଆଣ୍ଡରସନ ଏକ ପୁରୁଷ ସେମିଫାଇନାଲ ମ୍ୟାଚରେ ଜନ୍‌ ଇଜନରଙ୍କୁ ହରାଇ ଦେଇଥିଲେ। ଗ୍ରାଣ୍ଡସ୍ଲାମ ଇତିହାସରେ ଏହାଥିଲା ଦ୍ୱିତୀୟ ଦୀର୍ଘ ମ୍ୟାଚ୍‌। ଏହା ୬ଘଣ୍ଟା ୩୬ ମିନିଟ ଖେଳାଯାଇଥିଲା। କେବଳ ଫାଇନାଲ ସେଟ୍‌ ୨ ଘଣ୍ଟା ୫୦ ମିନିଟ୍‌ ଧରି ଅନୁଷ୍ଠିତ ହୋଇଥିଲା। ତାହା ୨୬-୨୪ରେ ଫଇସଲା ହୋଇଥିଲା। ନୋଭାକ୍‌ ଜୋକୋଭିଚ୍‌ ଓ ରାଫାଲ ନାଡାଲଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ ୫ ଘଣ୍ଟା ୧୫ ମିନିଟ୍‌ ଖେଳାଯାଇଥିଲା। ଫାଇନାଲ ସେଟ୍‌ରେ ଜୋକୋଭିଚ୍‌ ୧୦-୮ରେ ନାଡାଲକୁ ପରାସ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

ବଦଳିବ ଗ୍ରହଙ୍କ ଚାଲ୍: ବୁଧ-ମଙ୍ଗଳଙ୍କ ଯୋଗରୁ ଖୋଲିଯିବ ୪ଟି ରାଶିର ଭାଗ୍ୟ, ହେବେ ମାଲାମାଲ୍!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସ୍ଥିତି ଏବଂ ସେମାନଙ୍କ ମଧ୍ୟରେ ସୃଷ୍ଟି ହେଉଥିବା ସମ୍ପର୍କକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେକରାଯାଏ। ଦୁଇଟି ଗ୍ରହ ପରସ୍ପରଠାରୁ ଏକ ବିଶେଷ କୋଣରେ ଅବସ୍ଥାନ…

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

PNB ଘୋଟାଲାରେ ବଡ଼ ସଫଳତା! ନୀରବ ମୋଦିଙ୍କ ସହଯୋଗୀ ସନ୍ଦୀପ ମିସ୍ତ୍ରୀଙ୍କୁ UAEରୁ ଅଣାଗଲା ଭାରତ, ଗିରଫ କଲା CBI

ମୁମ୍ବାଇ,୨୯।୯: ନୀରବ ମୋଦିଙ୍କ ସହ ଜଡ଼ିତ ବହୁଚର୍ଚ୍ଚିତ PNB (ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ) ଘୋଟାଲାରେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା (CBI)କୁ ମିଳିଛି ବଡ଼ ସଫଳତା। ଏହି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?