Posted inଖେଳ

ଓ୍ବିଲିୟମସନଙ୍କୁ ପଛରେ ପକାଇଲେ ସ୍ମିଥ୍‌

ଦୁବାଇ,୧୯।୮: ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନ ର଼୍ୟାଙ୍କିଙ୍ଗରେ ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ହେଲେ ଭାରତୀୟ ଅଧିନାୟକ ବିରାଟ କୋହଲି ଶୀର୍ଷସ୍ଥାନ ବଜାୟ ରଖିଛନ୍ତି। ଆଶେସ ସିରିଜ୍‌ର ପ୍ରଥମ ଟେଷ୍ଟରେ କ୍ରମାଗତ ଶତକ ଲଗାଇବା ପରେ ଲଡର୍‌ସ ଟେଷ୍ଟରେ ୯୨ ରନ୍‌ର ଇନିଂସ ଖେଳିଥିଲେ। ଏଥିଯୋଗୁ ସେ ନ୍ୟୁଜିଲାଣ୍ଡର ଅଧିନାୟକ କେନ ଓ୍ବିଲିୟମସନଙ୍କୁ ଅତିକ୍ରମ କରି ଦ୍ୱିତୀୟ ମାନ୍ୟତା ହାସଲ କରିଛନ୍ତି। ସେ ଏବେ କୋହଲିଙ୍କଠାରୁ ମାତ୍ର ୯ ପଏଣ୍ଟ ପଛରେ ରହିଛନ୍ତି। ବୋଲରଙ୍କ ମଧ୍ୟରେ ଅଷ୍ଟ୍ରେଲିଆର ପାଟ କୁମିନ୍ସ ଶୀର୍ଷ ସ୍ଥାନରେ ନିଜ ସ୍ଥିତିକୁ ଦୃଢ଼ କରିଛନ୍ତି। କେତେକ ଅଷ୍ଟ୍ରେଲିଆନ ଖେଳାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି ପରିଲକ୍ଷିତ ହୋଇଛି। ଟ୍ରାଭିସ ହେଡ୍‌ ପୂର୍ବପେକ୍ଷା ଦୁଇଟି ସୋପାନ ଉପରକୁ ଉଠି ୧୮ତମ ସ୍ଥାନ ହାସଲ କରିଛନ୍ତି। ଅନ୍ୟପକ୍ଷରେ ଗାଲେ ଟେଷ୍ଟରେ ୧୨୨ ରନ୍‌ର ବିଜୟୀ ଇନିଂସ ଖେଳିଥିବା ଶ୍ରୀଲଙ୍କାର ଦିମୁଥ କରୁଣାରତ୍ନେ ଟପ୍‌ ୧୦ରେ ପ୍ରବେଶ କରିଛନ୍ତି। ସେ ୮ମ ସ୍ଥାନ ଅଧିକାର କରିଛନ୍ତି। ଏହା ତାଙ୍କ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ୍‌।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୨୫ରେ ଅଟକିଲା ପଞ୍ଜାବ

ଶାରଜା,୨୫।୯: ଶାରଜାରେ ଶନିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଦ୍ୱିତୀୟ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି...

ଆଇପିଏଲ୍‌ରେ ଚହଲଙ୍କ ରେକର୍ଡ

ଜୟପୁର,୭ା୫: ଆଇପିଏଲ୍‌ର ସର୍ବାଧିକ ଉଇକେଟ ନେବାରେ ୟୁଜବେନ୍ଦ୍ର ଚହଲ ରେକର୍ଡ ସୃଷ୍ଟି କରିଛନ୍ତି । ଚହଲ ୧୪୩ ମ୍ୟାଚ୍‌ରୁ ୧୮୩ ଉଇକେଟ ନେଇଛନ୍ତି। ଆଇପିଏଲରେ ଅଧିକ...

ଶ୍ରେୟସ ଆୟରଙ୍କ ବିଦେଶରେ ହେବ ଅସ୍ତ୍ରୋପଚାର

ନୂଆଦିଲ୍ଲୀ, ୫ା୪ (ପି.ଟି.): ଭାରତୀୟ ବ୍ୟାଟର ଶ୍ରେୟସ ଆୟର ସମ୍ପୂର୍ଣ୍ଣ ଆଇପିଏଲ୍‌ ବ୍ୟତୀତ ଜୁନ୍‌ରେ ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ଖେଳିପାରିବେ ନାହିଁ।...

ପ୍ରିୟ ଖେଳାଳିଙ୍କ ହୃଦୟ ଭାଙ୍ଗିବେ କୋହଲି!

ଲଣ୍ଡନ,୮।୯: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଚାଲିଛି। ଏହି ସିରିଜରେ ଟିମ ଇଣ୍ଡିଆ ୨-୧ରେ ଆଗୁଆ ରହିଛି। ଦୁଇ...

ନିଜ ମାଟିରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

କରାଚି,୨୦।୧୨: ଇଂଲଣ୍ଡ କରାଚି ଟେଷ୍ଟକୁ ୮ ଉଇକେଟରେ ଜିତିଛି। ଏହା ସହ ଇଂଲଣ୍ଡ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ପାକିସ୍ତାନକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି।...

ତ୍ରିରାଷ୍ଟ୍ରୀୟ ଫୁଟବଲ୍‌: ଭାରତ ଚାମ୍ପିୟନ୍‌

ଇମ୍ଫାଲ,୨୯ା୩: ଅନ୍ତିମ ମ୍ୟାଚରେ କିର୍ଗିଜସ୍ତାନକୁ ୨-୦ରେ ପରାସ୍ତ କରିବା ସହିତ ଇମ୍ଫାଲରେ ଅନୁଷ୍ଠିତ ତ୍ରିରାଷ୍ଟ୍ରୀୟ ଫୁଟବଲ ସିରିଜ୍‌ ଜିତି ନେଇଛି ଭାରତ। ପ୍ରଥମ ମ୍ୟାଚରେ ମ୍ୟାନମାରକୁ...

୪୮ ରନ୍‌ରେ ଜିତିଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୧୪।୬: ସ୍ଥାନୀୟ ଓ୍ବାଇଏସ୍‌ ରାଜଶେଖର ରେଡ୍ଡୀ ଏସିଏ-ଭିଡିସିଏ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜୟ ଲାଭ କରିଛି। ଏହି...

ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ ପୁରସ୍କାର ଦୌଡ଼ରେ ଭୁବନେଶ୍ୱର

ଦୁବାଇ, ୯ା୪ (ପି.ଟି.)-ମାର୍ଚ୍ଚ ମାସ ପାଇଁ ଆଇସିସି ‘ପ୍ଲେୟର ଅଫ୍‌ ଦି ମନ୍ଥ’ ଦୌଡ଼ରେ ରହିଥିବା କ୍ରିକେଟରମାନଙ୍କ ମଧ୍ୟରେ ଭାରତର ଅଭିଜ୍ଞ ସିମ୍‌ ବୋଲର ଭୁବନେଶ୍ୱର...

Advertisement
Archives

Model This Week