ଓ୍ବେବ୍‌ ସିରିଜ୍‌ ‘ଇଭିଲ ଆଇ’ରେ ଏକାଠି ନଜର ଆସିବେ ପ୍ରିୟଙ୍କା-ନିକ୍‌

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ହଲିଉଡ୍‌ ଗାୟକ ତଥା ଅଭିନେତା ସ୍ବାମୀ ନିକ୍‌ ଜୋନାସଙ୍କ ଯୋଡ଼ି ବିଶ୍ୱର ଚର୍ଚ୍ଚିତ ଯୋଡ଼ି ମଧ୍ୟରୁ ଅନ୍ୟତମ। ଏହି ଯୋଡ଼ି ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ନିକଟରେ ଏକ ଓ୍ବେବ୍‌ ସିରିଜ୍‌କୁ ନେଇ ଏହି ଯୋଡ଼ି ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ପ୍ରିୟଙ୍କା ଏବଂ ନିକ୍‌ ଆମାଜନ୍‌ ପ୍ରାଇମ୍‌ ଭିଡିଓର ଏକ ଓ୍ବେବ୍‌ ସିରିଜ୍‌ରେ ଏକାଠି ନଜର ଆସିବେ। ଯାହାର ନାମ ରହିଛି ‘ଇଭିଲ ଆଇ’। ଶୋ’ରେ ଏହି ଯୋଡି ନିଜ ବୈବାହିକ ଜୀବନୀ ବିଷୟରେ କହୁଥିବା ଦେଖିବାକୁ ମିଳିବ। ଏଥିସହ ପ୍ରିୟଙ୍କା ଆମାଜନ୍‌ ପ୍ରାଇମ୍‌ ଭିଡିଓ ପାଇଁ ଆଉ ଦୁଇଟି ପ୍ରୋଜେକ୍ଟରେ ମଧ୍ୟ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଟାରୀ କ୍ଲବର ଅଧିଷ୍ଠାନ, ଚାର୍ଟର ଦିବସ ପାଳିତ: ନୂଆ ସଭାପତି, ସମ୍ପାଦକ ଭାବେ ଦାୟିତ୍ୱ ନେଲେ…

ଛତ୍ରପୁର, ୩୧।୭(ଦିଲ୍ଲୀପ ସାମଲ /ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ରୋଟାରୀ କ୍ଲବର ଅଧିଷ୍ଠାନ ଦିବସ ଗୁରୁବାର କ୍ଲବ ପରିସରରେ ଆୟୋଜିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ସାହୁଙ୍କ ସଭାପତିତ୍ୱରେ…

‘ପରିବାରର ମୁଖ୍ୟ ପରି ଛାତ୍ରମାନଙ୍କ କଥା ଶୁଣିଥିଲେ ପ୍ରଧାନମନ୍ତ୍ରୀ ମୋଦି,’ ଆଣ୍ଟି ପେପର ଲିକ ବିଲକୁ ନେଇ ଏମିତି କହିଲେ ରାଘବ ଚଢା, ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୩୧।୭: ରାଜ୍ୟ ସଭାରେ ସାଧାରଣ ପରୀକ୍ଷା (ଅନ୍ୟାୟ ନିବାରଣ) ସଂଶୋଧନ ବିଲ, 2026 ଉପରେ ଆଲୋଚନା ସମୟରେ, ଆମ ଆଦମୀ ପାର୍ଟିରୁ ଭାଜପାରେ ଯୋଗ ଦେଇଥିବା ସାଂସଦ…

ଫୁଲୁଛି ବିରୂପା, ନଦୀକୂଳିଆ ଗାଁ ଲୋକେ ଆତଙ୍କିତ

ଡେରାବିଶ,୩୧ା୭(ବେବର୍ତ୍ତା ଅଜୟ ଦାସ): ବିରୂପା ନଦୀରେ ବନ୍ୟାଜଳ ବୃଦ୍ଧି ପାଉଛି। ଏହାକୁ ନେଇ ଡେରାବିଶ ବ୍ଲକ ଅଧିନ ବେଣିପୁର, ମଙ୍ଗଳପୁର ଓ ଛୋଟି ପଞ୍ଚାୟତର ନଦୀକୂଳିଆ ଅଧିବାସୀ…

ଓଡ଼ିଶା ପ୍ରଶାସନିକ ସେବାର ୬ ପ୍ରଶିକ୍ଷାର୍ଥୀଙ୍କ ପିକକ ଶିଶୁ ଅଧିକାର କାର୍ଯ୍ୟ ପରିଦର୍ଶନ, ପାଟଣା ବିଡ଼ିଓଙ୍କୁ ଭେଟି…

ପାଟଣା ୩୧।୭ (ବୀର କିଶୋର ଦାଶ) : ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର -୨୦୨୩ ବ୍ୟାଚ ପ୍ରଶିକ୍ଷାର୍ଥୀମାନେ ସେମାନଙ୍କ ପ୍ରଶିକ୍ଷଣର ଅଂଶବିଶେଷ ଭାବେ ପିପୁଲସ କଲଚରାଲ ସେଣ୍ଟର(…

ପାକିସ୍ତାନ ଯିବେ ମୋଦି? ପ୍ରସ୍ତୁତି କଲାଣି ଇସଲାମାବାଦ! ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୩୧।୭: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ୨୦୨୭ ମସିହାରେ ଆୟୋଜିତ ହେବାକୁ ଥିବା ଶାଂଘାଇ ସହଯୋଗ ସଂଗଠନ (SCO) ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେବେ କି…

ଷଣ୍ଢକୁ ବଞ୍ଚାଇବା ପାଇଁ ହଠାତ୍‌ ଟ୍ରେନ୍‌ ଅଟକାଇଲେ ଲୋକ ପାଇଲଟ: ଆଉ ତା’ପରେ ଘଟିଲା..

ନୂଆଦିଲ୍ଲୀ,୩୧।୭:ମାନବିକତା ଏବଂ ବୁଦ୍ଧିର ଉପସ୍ଥିତିକୁ ପ୍ରତିପାଦିତ କରୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ ଲୋକୋ ପାଇଲଟ କେବଳ ଏକ ପ୍ରାଣୀର ଜୀବନ…

ଲକ୍ଷ ଟଙ୍କାର ଚାକିରି ଛାଡ଼ି ଗାଁରେ ଉଠାଇଲେ ଗୋବର, ଆଜି ୮୦୦ କୋଟିର ସାମ୍ରାଜ୍ୟର ମାଲିକ ୨ ଭାଇ! ସଂଘର୍ଷର କାହାଣୀ ଶୁଣିଲେ…

ନୂଆଦିଲ୍ଲୀ, ୩୧।୭: ଆମ ଦେଶରେ ପ୍ରାୟତଃ ଏକ କଥା ବହୁତ ସହଜରେ କୁହାଯାଏ ଯେ ଚାଷବାସ ହେଉଛି ଏକ କ୍ଷତିର ସୌଦା। ଗାଁର ଯୁବକ ହେଉନ୍ତୁ କିମ୍ବା…

CJP ଆନ୍ଦୋଳନରେ ଆହତ ପୋଲିସଙ୍କ ପରିବାର ବଖାଣିଲେ ଦୁଃଖ, ‘ଭିଡ଼ ପ୍ରାୟ ବାପାଙ୍କୁ ମାରିଦେଇଥାନ୍ତା’

ନୂଆଦିଲ୍ଲୀ,୩୧।୭: NEET ପେପର ଲିକ୍ ବିରୋଧରେ କକ୍ରୋଚ ଜନତା ପାର୍ଟି’ ଦ୍ୱାରା ଆୟୋଜିତ ‘ସଂସଦ ଚଲୋ ମାର୍ଚ୍ଚ’ ସମୟରେ ଜୁଲାଇ ୨୦ ରେ ହୋଇଥିବା ହିଂସାତ୍ମକ ସଂଘର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri