Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଆଗରେ ୨୮୮ ରନ୍‌ର ବିଜୟ ଲକ୍ଷ୍ୟ

ଚେନ୍ନାଇ,୧୫।୧୨- ସ୍ଥାନୀୟ ଚିଦାମ୍ବରମ ଷ୍ଟାଡିୟମରେ ଚାଲିଥିବା ଦିନିକିଆ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୫୦ ଓଭରରେ ୮ ଉଇକେଟ ହରାଇ ୨୮୭ ରନ୍‌ କରିଛି। ଫଳରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଦଳ ଆଗରେ ୨୮୮ ରନ୍‌ର ବିଜୟ ରହିଛି। ଭାରତୀୟ ଦଳ ପାଇଁ ରିଷଭ ପନ୍ତ ୭୧ ଓ ଶ୍ରେୟାସ ଆୟର ୭୦ ରନ୍‌ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କେଦାର ଯାଦବ ୪୦ ଓ ରୋହିତ ଶର୍ମା ୩୬ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ କରିଥିଲେ। ଓ୍ବେଷ୍ଟଇଣ୍ଡିଜ ଦଳ ପାଇଁ ଶେଲ୍ଡନ କଟ୍ଟ୍ରେଲ, କିମୋ ପଲ ଓ ଆଲଜେରି ଜୋଶେଫ ୨ ଲେଖାଏ ଉଇକେଟ ହାତେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ

ନୂଆଦିଲ୍ଲୀ,୩୦।୧୨: ଉତ୍ତରାଖଣ୍ଡରୁ ଦିଲ୍ଲୀ ସ୍ଥିତ ଘରକୁ ଫେରୁଥିବା ବେଳେ ଭାରତୀୟ ୱିକେଟକିପର ବ୍ୟାଟ୍ସମ୍ୟାନ ଋଷଭ ପନ୍ତଙ୍କ କାର୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଫଳରେ ତାଙ୍କ ମୁଣ୍ଡ...

ଆଇପିଏଲ ପୂର୍ବରୁ କେକେଆର୍‌କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୨୨।୩: ଆଇପିଏଲ ୨୦୨୩ ପୂର୍ବରୁ କୋଲକାତା ନାଇଟ ରାଇଡର୍ସକୁ ବଡ଼ ଝଟ୍‌ା ଲାଗିଛି। ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ତଥା ଅଧିନାୟକ ଶ୍ରେୟସ ଆୟର ପିଠିରେ ଆଘାତ...

ଟିମ୍‌ ଇଣ୍ଡିଆକୁ ଶକ୍ତ ଧକ୍କା

ସେଞ୍ଚୁରିଆନ,୨୮।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟରେ ଭାରତୀୟ ଦଳକୁ ମଙ୍ଗଳବାର ଏକ ଶକ୍ତ ଧକ୍କା ଲାଗିଛି। ପେସ୍‌ ବୋଲିଂ ବିଭାଗର କର୍ଣ୍ଣଧାର ଯଶପ୍ରୀତ...

ସିନିୟର ଏସିଆନ୍‌ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ: ଭାରତୀୟ ଦଳରେ ରାକେଶ ପାତ୍ର

ନୂଆଦିଲ୍ଲୀ, ୧୩।୬(ପି.ଟି.)- ମଙ୍ଗୋଲିଆର ଉଲ୍ଲାନବାତରଠାରେ ଆସନ୍ତା ୧୯ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସିନିୟର ଏସିଆନ ଆର୍ଟିଷ୍ଟିକ ଜିମ୍ନାଷ୍ଟିକ ଚାମ୍ପିୟନଶିପ୍‌ ପାଇଁ ବୁଧବାର ଭାରତୀୟ...

କଳିଙ୍ଗରେ ହେବ ମହିଳା ଏସିଆନ କପ୍‌

କୁଆଲାଲମ୍ପୁର,୨୭।୩(ପି.ଟି.): ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆଉ ଏକ ବିଶ୍ୱସ୍ତରୀୟ ଫୁଟ୍‌ବଲ ଇଭେଣ୍ଟ ଆୟୋଜନ ହେବାକୁ ଯାଉଛି। ଭାରତ ୨୦୨୨ ମହିଳା ଏସିଆନ୍‌ କପ୍‌ ଆୟୋଜନ କରିବ।...

ଡେଭିସ୍‌ କପ୍‌: ପାକିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ ଘୋଷିତ

ନୂଆଦିଲ୍ଲୀ, ୫ା୮(ପି.ଟି.)-ପାକିସ୍ତାନ ବିପକ୍ଷ ଡେଭିସ କପ୍‌ ମ୍ୟାଚ ପାଇଁ ସୋମବାର ପ୍ରଜନେଶ ଗୁଣେଶ୍ୱରନଙ୍କ ନେତୃତ୍ୱରେ ଭାରତୀୟ ଟେନିସ ଦଳ ଘୋଷଣା କରାଯାଇଛି। ସୁମିତ ନାଗପାଲଙ୍କ ବ୍ୟତୀତ...

ଆରସିବି ଜର୍ସି ପିନ୍ଧିଲେ ଉସେନ ବୋଲ୍ଟ

ନୂଆଦିଲ୍ଲୀ, ୭ା୪ : ବିରାଟ କୋହଲି ଓ ପୂରା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି)ର ଦଳ ପ୍ରତି ସମର୍ଥନ ଜଣାଇଛନ୍ତି ବିଶ୍ୱର ଦ୍ରୁତତମ ଧାବକ ଉସେନ...

ବିସିସିଆଇ-ଏମିରେଟ୍ସ କ୍ରିକେଟ ଏମ୍‌ଓୟୁ ସ୍ବାକ୍ଷରିତ

ଦୁବାଇ, ୨୦ା୯ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଏମିରେଟ୍ସ କ୍ରିକେଟ ବୋର୍ଡ ମଧ୍ୟରେ ଶନିବାର ଏକ ବୁଝାମଣା ପତ୍ର (ଏମଓୟୁ) ଏବଂ...

Advertisement
Archives

Model This Week